ଆଜିଠୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋଶିପ୍ ପାଇଁ ଆବେଦନ ଭୁବନେଶ୍ୱର,୨୯।୫(ଅନୁରାଧା ମହାରଣା): ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଆଣ୍ଡ୍ ଇନୋଭେଶନ୍ ଫେଲୋଶିପ୍ ପ୍ରୋଗ୍ରାମ୍ ଅଧୀନରେ ଗୁରୁବାରଠାରୁ ମୁଖ୍ୟମନ୍ତ୍ରୀ ରିସର୍ଚ୍ଚ ଫେଲୋଶିପ୍ ପାଇଁ ଆବେଦନ ଆରମ୍ଭ ହେବ। ପିଏଚ୍ଡି ଆଶାୟୀମାନେ ସାମ୍ସ ମାଧ୍ୟମରେ ଆବେଦନ କରିପାରିବେ। ଜୁନ୍ ୨୪ ଆବେଦନର ଶେଷ ତାରିଖ ରହିଛି।...