ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀଙ୍କୁ ଗୁଳିକରି ହତ୍ୟା, ଜାତୀୟ ଶୋକ ଘୋଷଣା କରି କହିଲେ ମୁଁ… ଓ୍ବାଶିଂଟନ,୧୧ା୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଚାର୍ଲି କିର୍କଙ୍କୁ ଗୁରୁବାର ଗୁଳି କରି ହତ୍ୟା କରାଯାଇଛି। ସେ ଉଟା ଭ୍ୟାଲି ବିଶ୍ୱବିଦ୍ୟାଳୟ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାକୁ ଆସିଥିଲେ। ରାଷ୍ଟ୍ରପତି ଟ୍ରମ୍ପ ଚାର୍ଲି କିର୍କଙ୍କ ହତ୍ୟା ନେଇ ଦୁଃଖ...