ବୀଭତ୍ସ ହତ୍ୟା: ଗାଁ ଦାଣ୍ଡରେ ଯୁବକଙ୍କୁ ହାଣିଲେ, ପଣାଖୁଣ୍ଟିରେ ବଳିଦେଲେ ପିଶାଚ ଯୁବକ ପରଜଙ୍ଗ,୧ା୧(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ବସୋଇ ଗାଁରେ ବୀଭତ୍ସ ହତ୍ୟାକାଣ୍ଡ। ଗାଁ ଦାଣ୍ଡରେ ଯୁବକଙ୍କୁ ଖଣ୍ଡାରେ ହାଣି ଗାଁ ଚୌପାଢ଼ିରେ ଥିବା ଠାକୁରାଣୀଙ୍କ ପଣାଖୁଣ୍ଟିରେ ବଳି ଦେଇଛନ୍ତି ପିଶାଚ ଯୁବକ। ମୃତ ଯୁବକ ଜଣଙ୍କ ବସୋଇ ଗାଁର...