ସ୍ପଷ୍ଟ ଦିବାଲୋକରେ ଅଟୋ ସଂଘ ସଭାପତିଙ୍କୁ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ ପୁରୀ,୧୬ା୫(ଅଜିତ କୁମାର ମହାନ୍ତି): ପୁରୀରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ଆଗକୁ ରଥଯାତ୍ରା ଥିବା ବେଳେ ସହରରେ ଆପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଯାହାର ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। ସହରରେ ଦୁଇ ଦୁଇଟି...