ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ: ଛିଡ଼ାହୋଇ ପ୍ରତିବାଦ କଲେ ନବୀନ, ବିଜେଡି, କଂଗ୍ରେସ ବିଧାୟକ କଲେ କକ୍ଷତ୍ୟାଗ
ଭୁବନେଶ୍ୱର,୨୨।୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ସୋମବାର ଆରମ୍ଭ ହୋଇଛି। ରାଜ୍ୟରେ ଭାଜପା ସରକାରର ଏହା ପ୍ରଥମ ଅଧିବେଶନ। ୨୪ବର୍ଷ ପରେ ବିଜେଡି ବିରୋଧୀ ଦଳରେ ବସିଛି। ତେଣୁ ୨୭ ଦିନିଆ ବିଧାନସଭା ଅଧିବେଶନ ଉପରେ ସମସ୍ତଙ୍କ ନଜର ରହିଛି।...
ସୁରେନ୍ଦ୍ରନାଥଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ, ଚାଲିକି ଯାଇ…
ଭୁବନେଶ୍ୱର,୫।୭: କାକଟପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସୁରେନ୍ଦ୍ରନାଥ ନାୟକଙ୍କ ଶୁକ୍ରବାର ଦେହାନ୍ତ ହୋଇଛି। ୯୩ ବର୍ଷ ବୟସରେ ଭୁବନେଶ୍ୱରସ୍ଥିତ ବାସଭବନରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ସେ ଦୀର୍ଘଦିନରୁ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ।...
ପଞ୍ଚାୟତିରାଜ ପ୍ରତିନିଧିଙ୍କ ପାରିତୋଷିକ, ଭତ୍ତା ବୃଦ୍ଧି: ଏଣିକି ସରପଞ୍ଚଙ୍କୁ ୧୦ ହଜାର, ନାଏବ ସରପଞ୍ଚଙ୍କୁ….
ଭୁବନେଶ୍ବର,୧୨।୩: ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ପ୍ରତିନିଧିମାନଙ୍କ ପାରିତୋଷିକ, ଭତ୍ତା ରାଜ୍ୟ ସରକାର ମଙ୍ଗଳବାର ବୃଦ୍ଧି କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏପରି ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣାନୁଯାୟୀ ସରପଞ୍ଚମାନଙ୍କୁ ପୂର୍ବରୁ ମାସିକ ୨୩୫୦ ଟଙ୍କା ମିଳୁଥିଲା ବେଳେ ଏବେ ସେମାନେ...
ଓଡ଼ିଶାରେ ଭାଜପା ମେଣ୍ଟ କରିବ ନା ପ୍ରାର୍ଥୀ ଘୋଷଣା କରିବ, ବଢ଼ୁଛି…
ଭୁବନେଶ୍ୱର,୧୨।୩: ପ୍ରମୁଖ ରାଜନୈତିକ ଦଳ ନିର୍ବାଚନ ନେଇ ପ୍ରସ୍ତୁତି ଆରମ୍ଭ କରିଦେଲେଣି । ଭାଜପା ଓ କଂଗ୍ରେସ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା କରିଥିବା ବେଳେ ଖୁବଶୀଘ୍ର ଭାଜପାର ଦ୍ୱିତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ପ୍ରକାଶ ପାଇପାରେ। ସୋମବାର ବିଳମ୍ବିତ...
Archives


