Tag Archives: narendra modi

ରବିବାର ସନ୍ଧ୍ୟାରେ ମନ୍ତ୍ରୀମଣ୍ଡଳ ସହିତ ଶପଥ ନେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ,୭।୬: ସରକାର ଗଠନ କରିବାକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନିମନ୍ତ୍ରଣ କରିବା ପରେ ରବିବାର ସନ୍ଧ୍ୟାରେ ମନ୍ତ୍ରୀମଣ୍ଡଳ ସହିତ ଶପଥ ଗ୍ରହଣ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସନ୍ଧ୍ୟା ୭ଟା ୧୫ ମିନିଟ ସମୟରେ ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ଜୟ ଶ୍ରୀରାମ୍‌ରୁ ଜୟ ଜଗନ୍ନାଥ: ଅଯୋଧ୍ୟା ପରାଜୟରୁ ଓଡ଼ିଶା ବିଜୟ

ନୁଆଦିଲ୍ଲୀ,୫।୬: ଭାରତୀୟ ଜନତା ପାର୍ଟି (ଭାଜପା) ଏକାସାଙ୍ଗରେ ଅନୁଷ୍ଠିତ ଉଭୟ ବିଧାନସଭା ଓ ଲୋକସଭା ନିର୍ବାଚନରେ ଅଜସ୍ର ଲୋକମତ ପାଇ ଓଡ଼ିଶାରେ ଇତିହାସ ସୃଷ୍ଟି କରିଛି। ଏହା ମଧ୍ୟ ପ୍ରଥମ ଥର ପାଇଁ ନବୀନ ପଟ୍ଟନାୟକ ବିଜୁ ଜନତା ଦଳ...

କିପରି ରହିବ ପ୍ରଧାନମନ୍ତ୍ରୀ ମୋଦିଙ୍କ ତୃତୀୟ କାର୍ଯ୍ୟକାଳ, କ’ଣ କହୁଛନ୍ତି ଗ୍ରହ-ନକ୍ଷେତ୍ର ?

ନୂଆଦିଲ୍ଲୀ,୫ା୬: ଲୋକସଭା ନିର୍ବାଚନରେ ​​ଏନଡିଏ ୨୯୨ ଟି ସିଟ୍ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। କିନ୍ତୁ ଭାରତୀୟ ଜନତା ପାର୍ଟି(ଭାଜପା) ନିଜେ ସଂଖ୍ୟାଗରିଷ୍ଠତା ହାସଲ କରିପାରି ନାହିଁ। ଦଳ କେବଳ ୨୪୦ ଟି ଆସନରେ ବିଜୟୀ ହୋଇଛି। ସୂଚନାନୁସାରେ, ପ୍ରଧାନମନ୍ତ୍ରୀ...

ଓଡ଼ିଶାରେ ବିଜୟ ପରେ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ,୪।୬: ବିପୁଳ ବିଜୟ ପରେ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ କହିଛନ୍ତି ଓଡ଼ିଶା! ଉତ୍ତମ ଶାସନ ଏବଂ ଓଡିଶାର ଅନନ୍ୟ ସଂସ୍କୃତିକୁ ପାଳନ କରିବା ପାଇଁ ଏହା ଏକ ପୁନର୍ବାର ବିଜୟ। ଲୋକଙ୍କ ସ୍ୱପ୍ନକୁ ପୂରଣ କରିବା...

ଏକ୍‌ଜିଟ୍‌ ପୋଲ୍‌ ସତ ହେଲେ କିଭଳି ହେବ ‘ମୋଦି ସରକାର ୩.୦’ର କାର୍ଯ୍ୟକାଳ? ସର୍ବପ୍ରଥମେ କରାଯିବ ଏହି କାମ… 

ନୂଆଦିଲ୍ଲୀ,୩।୬: ଗଣତନ୍ତ୍ରର ମହାପର୍ବ ଅର୍ଥାତ ଲୋକ ସଭା ନିର୍ବାଚନ ଶେଷ ହୋଇଛି। ଭୋଟର ଏବେ ନିର୍ବାଚନ ଫଳାଫଳ କ’ଣ ହେବ ତାକୁ ଅପେକ୍ଷା କରିଛନ୍ତି। ନିର୍ବାଚନ କମିଶନ ଭୋଟ ଗଣନା କରିବା ପରେ ସ୍ଥିତି ସ୍ପଷ୍ଟ ହେବ। ଭୋଟଗଣନା ପୂର୍ବରୁ...

ଦୀର୍ଘ ୪୮ ଘଣ୍ଟାର ଧ୍ୟାନ ଶେଷ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଚେନ୍ନାଇ,୧ା୬: ତାମିଲନାଡୁର କନ୍ୟାକୁମାରୀରେ ବିବେକାନନ୍ଦ ମେମୋରିଆଲରେ ଶିଳାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଧ୍ୟାନ ସମାପ୍ତ କରିଛନ୍ତି। ଗୁରୁବାର ସଦ୍ଧ୍ୟରେ ପ୍ରଧାନମନ୍ତ୍ରୀ ଲୋକସଭା ନିର୍ବାଚନ ପ୍ରଚାର ଶେଷ କରି କାନ୍ୟମୁକରି ଯାଇ ଧ୍ୟାନରେ ବସିଥିଲେ। ପ୍ରଧାନମନ୍ତ୍ରୀ ପ୍ରାୟ...

ଧ୍ୟାନ ପାଇଁ କନ୍ୟାକୁମାରୀକୁ କାହିଁକି ବାଛିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ଏହାର ଆଧ୍ୟାତ୍ମିକ ମହତ୍ତ୍ୱ 

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନର ୭ମ ପର୍ଯ୍ୟାୟ ପ୍ରଚାର ଅଭିଯାନର ଅନ୍ତିମ ଦିନ ଅର୍ଥାତ ମେ’ ୩୦ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାମିଲନାଡ଼ୁର କନ୍ୟାକୁମାରୀକୁ ଆଧ୍ୟାତ୍ମିକ ଯାତ୍ରା କରିବେ। ସେଠାରେ ସେ ଜୁନ୍‌ ୧ ଯାଏ ରହିବେ। ଏହି ଗସ୍ତ...

ପ୍ରଶାନ୍ତ କିଶୋରଙ୍କୁ ଭାଜପା ପ୍ରବକ୍ତା କହିଲା କଂଗ୍ରେସ, ମିଳିଲା କଡ଼ା ଜବାବ

ନୂଆଦିଲ୍ଲୀ, ୨୪ା୫: ନିର୍ବାଚନୀ ରଣନୀତିଜ୍ଞ ତଥା ରାଜନେତା ପ୍ରଶାନ୍ତ କିଶୋରଙ୍କୁ ଭାରତୀୟ ଜନତା ପାର୍ଟି (ଭାଜପା) ଏହାର ଜାତୀୟ ମୁଖପାତ୍ର ଭାବରେ ନିଯୁକ୍ତ କରିଛି ବୋଲି ଏକ ସ୍କ୍ରିନସଟରେ ସୋସିଆଲ ମିଡିଆରେ ଘୁରିବୁଲୁଛି। ତେବେ ଏହି ଦାବିକୁ ତଥାକଥିତ ଭାଜପାର...

ପୁଣି ଓଡ଼ିଶା ଆସିବେ ମୋଦି; ଯାଜପୁର, ଭଦ୍ରକ ଉପରେ ଅମିତ ଶାହାଙ୍କ ନଜର

ଭୁବନେଶ୍ୱର,୨୨ା୫: ପୁଣି ପ୍ରଚାର ପାଇଁ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭାଜପା ଓଡ଼ିଶା ପ୍ରଭାରୀ ବିଜୟପାଲସିଂ ତୋମାର ଏହି ସୂଚନା ଦେଇଛନ୍ତି। ଆସନ୍ତା ୨୯ ତାରିଖରେ ପ୍ରଧାନମନ୍ତ୍ରୀ ତାଙ୍କର ଏହି ଗସ୍ତରେ କେନ୍ଦ୍ରାପଡ଼ା ଓ ବାଲେଶ୍ୱରରେ ଦଳୀୟ...

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି ପଛୁଆ ହୋଇ ରହିଯାଇଛି। ଯଦି ବିଜେଡି ଓଡ଼ିଶାକୁ କିଛି ଦେଇଛି, ତାହା ହେଉଛି...

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ବିଜେଡି ସରକାରରେ ଓଡ଼ିଶା ବରବାଦ ହୋଇଯାଇଥିଲା ବେଳେ କେବେଳ ଓଡ଼ିଶମାଟିର ପୁଅ ହିଁ...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ ଦଶଟାରେ ଏ ଭିଡ଼ ଦେଖି ମୁଁ ଅଭିଭୂତ ହୋଇଥିଲେ। ଏହାସହିତ ସେ କହିଥିଲେ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri