ଉତ୍କଳ ଦିବସର ଶୁଭେଚ୍ଛା: ଓଡ଼ିଆରେ ପ୍ରଧାନମନ୍ତ୍ରୀ ମୋଦି କହିଦେଲେ ଏମିତି କଥା
ନୂଆଦିଲ୍ଲୀ,୧।୪: ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ପାଳନ କରାଯାଉଛି। ପ୍ରତିଟି ଓଡ଼ିଶା ପାଇଁ ଗର୍ବ ଏବଂ ଗୌରବର ବିଷୟ। ୧୯୩୬ ମସିହା ଆଜିର ଦିନରେ ଗଠନ ହୋଇଥିଲା ସ୍ବତନ୍ତ୍ର ଉତ୍କଳ ପ୍ରଦେଶ। ଅନେକ ବରପୁତ୍ରଙ୍କ ଅବଦାନ ଯୋଗୁ ଏହା...
“ବହୁତ ଭଲ ସମ୍ପର୍କ, କିନ୍ତୁ…”: ଭାରତ ଉପରେ ଟ୍ରମ୍ପଙ୍କ ନୂଆ ଟାରିଫ୍ କମେଣ୍ଟ
ୱାଶିଂଟନ, ୨୧ା୩: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ତାଙ୍କର ଭାରତ ସହିତ “ବହୁତ ଭଲ ସମ୍ପର୍କ” ଅଛି, କିନ୍ତୁ ଦେଶ ସହିତ ତାଙ୍କର “ଏକମାତ୍ର ସମସ୍ୟା” ହେଉଛି ଯେ ଏହା “ବିଶ୍ୱର ସର୍ବାଧିକ ଶୁଳ୍କ ଲାଗୁ କରୁଥିବା ରାଷ୍ଟ୍ରଗୁଡ଼ିକ...
ସେମିଫାଇନାଲ୍ ହାରିବା ଦୁଃଖ ଭୁଲିପାରୁନାହାନ୍ତି ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ: ଏହି କଥା ପାଇଁ ମୋଦିଙ୍କୁ ଦେଲେ ଧନ୍ୟବାଦ୍
ନୂଆଦିଲ୍ଲୀ,୧୭।୩:ନ୍ୟୁଜିଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନ ରବିବାର ଦିନ ପାଞ୍ଚ ଦିନିଆ ଭାରତ ଗସ୍ତରେ ଆସି ପହଞ୍ଚିଛନ୍ତି। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଅର୍ଥନୈତିକ ସହଭାଗୀତା ଭଳି ପ୍ରସଙ୍ଗରେ ଆଲୋଚନା କରିଥିଲେ। ବୈଠକ ପରେ ପ୍ରଧାନମନ୍ତ୍ରୀ ଲକ୍ସନ...
ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦି
ନୂଆଦିଲ୍ଲୀ,୧୭ା୩: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦେବେନ୍ଦ୍ର ପ୍ରଧାନଙ୍କର ପରଲୋକ ହୋଇଛି। ତାଙ୍କର ବିୟୋଗରେ ସମଗ୍ର ରାଜନୈତିକ ମହଲରେ ଶୋକର ଛାୟା ଖେଳାଇ ଦେଇଛି। ଦେବେନ୍ଦ୍ରଙ୍କ ନିଧନ ଖବର ପାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଭୀର ଶୋକ ପ୍ରକାଶ କରିବା ସହ ଦିବଙ୍ଗତ...
ପାକିସ୍ତାନ ବିପକ୍ଷରେ ଭାରତୀୟ କ୍ରିକେଟର ପ୍ରାଧାନ୍ୟକୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ପ୍ରଶଂସା
ନୂଆଦିଲ୍ଲୀ,୧୬ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେକ୍ସ ଫ୍ରିଡମ୍ୟାନ ପଡକାଷ୍ଟରେ କ୍ରିକେଟ ଫିଲ୍ଡରେ ଭାରତ ଓ ପାକିସ୍ତାନ ମଧ୍ୟରେ ଥିବା ତୀବ୍ରତା ସମ୍ପର୍କରେ ନିଜ ମତାମତ ରଖିଛନ୍ତି। ଏଥିରେ ସେ କହିଛନ୍ତି ଖେଳୁଆଡ଼ ମନୋଭାବ ବିଭିନ୍ନ ଦେଶର ଲୋକଙ୍କୁ ଏକତ୍ରିତ କରେ।...
ବିଜୁ ପଟ୍ଟନାୟକଙ୍କୁ ମନେପକାଇଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ ଏମିତି କଥା
ଭୁବନେଶ୍ୱର,୫।୩: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ଆଜି ରାଜ୍ୟରେ ପାଳନ କରାଯାଉଛି। ଏହି ଅବସରରେ ତାଙ୍କୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଟୁଇଟ୍ ଯୋଗେ ବିଜୁ ବାବୁଙ୍କୁ...
ଭାରତ ବିନା କିଛି କାମ ହେବନି: ଶେଷରେ ନରମିଲେ ମହମ୍ମଦ ୟୁନୁସ
ଢାକା,୪।୩: ଭାରତ ବିରୋଧରେ ବିଷ ଓଗାଳିଥିବା ମହମ୍ମଦ ୟୁନୁସ ଏବେ ଭାରତ ସହିତ ସମ୍ପର୍କ ଉନ୍ନତ କରିବାକୁ ଚେଷ୍ଟା କରୁଛନ୍ତି। ଶେଖ ହସିନା ସରକାର ଯିବା ପରେ, ୟୁନୁସ ଭାରତର ବିକଳ୍ପ ଖୋଜିବା ପାଇଁ ଯଥାସମ୍ଭବ ପ୍ରୟାସ କରିଛନ୍ତି। କେତେବେଳେ...
ଜଙ୍ଗଲ ସଫାରିର ମଜା ନେଲେ ପ୍ରଧାନମନ୍ତ୍ରୀ ମୋଦି: ସିଂହ ସହ ଉଠାଇଲେ ଫଟୋ
ନୂଆଦିଲ୍ଲୀ,୩।୩: ବିଶ୍ୱ ବନ୍ୟପ୍ରାଣୀ ଦିବସ ଅବସରରେ ସୋମବାର ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁଜରାଟର ଜୁନାଗଡ଼ ଜିଲାର ର୍ଗି ବନ୍ୟପ୍ରାଣୀ ଅଭୟାରଣ୍ୟରେ ଜଙ୍ଗଲ ସଫାରିର ମଜା ନେଇଥିଲେ। ସୋମନାଥରୁ ଫେରିବା ପରେ, ପ୍ରଧାନମନ୍ତ୍ରୀ ମୋଦି ସାସନର ବନ ଅତିଥି ଭବନ...
‘ମୁଁ ଜନସାଧାରଣଙ୍କ ନିକଟରେ କ୍ଷମା ମାଗୁଛି…’, ମହାକୁମ୍ଭର ସମାପନ ସମୟରେ କାହିଁକି କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ ମୋଦି ?
ନୂଆଦିଲ୍ଲୀ,୨୭।୨: ମହାକୁମ୍ଭମେଳା ୨୦୨୫ ମହା ଆଡମ୍ବରରେ ସମାପ୍ତ ହୋଇଛି। ୪୫ ଦିନ ଧରି ଚାଲିଥିବା ଏହି ଐତିହାସିକ ଉତ୍ସବରେ କୋଟି କୋଟି ଭକ୍ତ ବିଶ୍ୱାସ ଏବଂ ଭକ୍ତିର ସହିତ ତ୍ରିବେଣୀ ସଙ୍ଗମରେ ପବିତ୍ର ସ୍ନାନ କରିଥିଲେ। ମହାକୁମ୍ଭର ସମାପନୀ ସମାରୋହ...
ନୀତୀଶ କୁମାରଙ୍କୁ ପ୍ରଶଂସା, ଲାଲୁଙ୍କୁ କଟାକ୍ଷ କଲେ ମୋଦି
ଭାଗଲପୁର,୨୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରର ଭାଗଲପୁରରେ ପହଞ୍ଚି ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାର ୧୯ତମ କିସ୍ତି ଜାରି କରିଛନ୍ତି। ଏହାସହ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ...
PM Modi at Bageshwar Dham: ବାଗେଶ୍ୱର ଧାମରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦି, କରିବେ ଏହି ମହତ୍ୱପୂର୍ଣ୍ଣ କାମ
ମଧ୍ୟପ୍ରଦେଶ,୨୩।୨: ପ୍ରଧାନମନ୍ତ୍ରୀ ମୋଦି ରବିବାର ଅପରାହ୍ନରେ ବାଗେଶ୍ୱର ଧାମରେ ପହଞ୍ଚିଛନ୍ତି। ଏଠାରେ ସେ ବାଲାଜୀ ମନ୍ଦିର ପରିଦର୍ଶନ କରିଥିଲେ। ଏହି ସମୟରେ ବାଗେଶ୍ୱର ସରକାର ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀ ମଧ୍ୟ ତାଙ୍କ ସହିତ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ମୋଦି ଏଠାକୁ...
‘ସେମାନେ ଆମ ଉପରେ କାଦୁଅ ଫିଙ୍ଗୁଛନ୍ତି…’, ଟ୍ରମ୍ପ, ମୋଦିଙ୍କ ନାଁ ନେଇ ବର୍ଷିଲେ ଜର୍ଜିଆ ମେଲୋନି
ନୂଆଦିଲ୍ଲୀ,୨୩।୨: ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଦାବି କରିଛନ୍ତି ଯେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟରେ ବାମପନ୍ଥୀମାନେ ଚିନ୍ତିତ ହୋଇଯାଇଛନ୍ତି। ମେଲୋନି ଉଦାରପନ୍ଥୀ ଏବଂ ବାମପନ୍ଥୀମାନଙ୍କୁ ‘ଦୋ ମୁହାଁ’ ନୀତି ଗ୍ରହଣ କରିବାର ଅଭିଯୋଗ ଲଗାଇଛନ୍ତି। ଇଟାଲୀ ପ୍ରଧାନମନ୍ତ୍ରୀ...
Archives


