ଦାରିଙ୍ଗବାଡ଼ି,୪ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ରା଼ପଡାଡି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ବୁଧବାର ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…