ଭୁବନେଶ୍ୱରରେ ହେବ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟରର ଶାଖା ଭୁବନେଶ୍ୱର, ୧୬।୩: ଭୁବନେଶ୍ବରରେ ସ୍ଥାପନ ହେବ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟର୍ ର ଶାଖା। ଏନେଇ ଭୁବନେଶ୍ବର ଏମପି ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବାତଙ୍କୁ ଗତ ୧୩ ମାର୍ଚ୍ଚରେ...