national lok adalat

ଭଞ୍ଜନଗର କୋର୍ଟରେ ଜାତୀୟ ଲୋକ ଅଦାଲତ: ସମସ୍ୟାର ସମାଧାନ ହୋଇ ୧ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଲାଭ

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସିଭିଲ କୋର୍ଟ ପରିସରରେ ଶନିବାର ୩ୟ ଜାତୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୮୬ଟି ମାମଲା ଫଇସଲା ହୋଇଥିଲା।…

3 months ago