ଗୁରୁଦିବସରେ ଦିଲ୍ଲୀରେ ଓଡ଼ିଶାର ୨ ଶିକ୍ଷକଙ୍କୁ ମିଳିଲା ଜାତୀୟ ଶିକ୍ଷକ ସମ୍ମାନ ନୂଆଦିଲ୍ଲୀ/ଭୁବନେଶ୍ୱର,୫ା୯: ଆଜି ପବିତ୍ର ଗୁରୁଦିବସ ଅବସରରେ ଦିଲ୍ଲୀ ବିଜ୍ଞାନ ଭବନରେ ଜାତୀୟ ଶିକ୍ଷକ ସମ୍ମାନ ପ୍ରଦାନ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ୪୫ ଶିକ୍ଷକଙ୍କୁ ସମ୍ମାନିତ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏଥିରେ ଓଡ଼ିଶାର ୨ ଜଣ ଶିକ୍ଷକଙ୍କୁ...