ସେନାର ବଡ଼ କାର୍ଯ୍ୟାନୁଷ୍ଠାନ: ୫ ନକ୍ସଲ ନିହତ, ୧,୦୦୦ଙ୍କୁ ଘେରି ରହିଛନ୍ତି ୨୦,୦୦୦ ସୈନ୍ୟ
ବିଜାପୁର,୨୪।୪: ଦେଶରେ ଏଯାଏଁ ହୋଇଥିବା ସର୍ବବୃହତ ନକ୍ସଲ ବିରୋଧୀ ଅପରେସନ ବୋଲି କୁହାଯାଉଥିବା ଏହି ଅଭିଯାନରେ, ତିନୋଟି ରାଜ୍ୟର ୨୦,୦୦୦ରୁ ଅଧିକ ସୁରକ୍ଷା କର୍ମୀ ଛତିଶଗଡ଼ର ବିଜାପୁରରେ ୧,୦୦୦ରୁ ଅଧିକ ନକ୍ସଲଙ୍କୁ ଘେରିଛନ୍ତି। ଛତିଶଗଡ଼, ତେଲଙ୍ଗାନା ଏବଂ ମହାରାଷ୍ଟ୍ରର ସୁରକ୍ଷା...



