ନବଜାତକଙ୍କୁ ଜନ୍ମ ଦେଇ ଶୌଚାଳୟ ପ୍ୟାନ୍ରେ ଫିଙ୍ଗିଦେଲେ ନାବାଳିକା ଛାତ୍ରୀ, ଆଉ ତା’ ପରେ… ଦାରିଙ୍ଗବାଡ଼ି,୧୨ା୨(ଅରୁଣ ସାହୁ): ସ୍ବାସ୍ଥ୍ୟକେନ୍ଦ୍ରର ଶୌଚାଳୟରୁ ମୃତ ନବଜାତ ଶିଶୁ ଉଦ୍ଧାର ହୋଇଛି। ଜନୈକା ନାବାଳିକା ଛାତ୍ରୀ ନବଜାତକଙ୍କୁ ଜନ୍ମ ଦେଇ ଶୌଚାଳୟ ମଧ୍ୟରେ ଫିଙ୍ଗିଦେଇଥିଲେ ବୋଲି ଚର୍ଚ୍ଚା ହେଉଛି। ଅଗ୍ନିଶମ ବିଭାଗ ପକ୍ଷରୁ ଶୌଚାଳୟ ଭାଙ୍ଗି ମୃତ ନବଜାତକଙ୍କୁ ଉଦ୍ଧାର...