କେମିତି ମିଳିବ ନୂଆ LPG କନେକ୍ସନ, ଖର୍ଚ୍ଚରୁ ନେଇ ଆବେଦନ ଯାଏ; ଜାଣନ୍ତୁ ପୁରା ପ୍ରକ୍ରିୟା… ନୂଆଦିଲ୍ଲୀ,୧୬।୪: ଭାରତରେ ରୋଷେଇ ପାଇଁ ଅନେକ ପରିବାର ପାଇଁ ଏଲପିଜି ଗ୍ୟାସ ସଂଯୋଗ ଏବେ ଏକ ଅତ୍ୟାବଶ୍ୟକ ସେବା ପାଲଟିଛି। ଯଦି ଆପଣ ଏକ ନୂତନ ଏଲପିଜି ସଂଯୋଗ ନେବାକୁ ଚାହୁଁଛନ୍ତି, ତେବେ ଏହି ପ୍ରକ୍ରିୟା ଏବେ ପୂର୍ବ ଅପେକ୍ଷା...