ସେମିଫାଇନାଲ୍ ହାରିବା ଦୁଃଖ ଭୁଲିପାରୁନାହାନ୍ତି ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ: ଏହି କଥା ପାଇଁ ମୋଦିଙ୍କୁ ଦେଲେ ଧନ୍ୟବାଦ୍ ନୂଆଦିଲ୍ଲୀ,୧୭।୩:ନ୍ୟୁଜିଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ କ୍ରିଷ୍ଟୋଫର ଲକ୍ସନ ରବିବାର ଦିନ ପାଞ୍ଚ ଦିନିଆ ଭାରତ ଗସ୍ତରେ ଆସି ପହଞ୍ଚିଛନ୍ତି। ଏହି ସମୟରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟି ଅର୍ଥନୈତିକ ସହଭାଗୀତା ଭଳି ପ୍ରସଙ୍ଗରେ ଆଲୋଚନା କରିଥିଲେ। ବୈଠକ ପରେ ପ୍ରଧାନମନ୍ତ୍ରୀ ଲକ୍ସନ...