କିଏ ସେହି ୧୭ ବର୍ଷର ଯୁବକ, ଯିଏ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ହତ୍ୟା କରିବାକୁ କରିଥିଲେ ଯୋଜନା ଓ୍ବାଶିଂଟନ,୧୪।୪: ଆମେରିକାର ୱିସ୍କିନସନ ରାଜ୍ୟରେ ରହୁଥିବା ମାତ୍ର ୧୭ ବର୍ଷ ବୟସ୍କ ନିକିତା କାସ୍ପଙ୍କୁ ଗିରଫ କରାଯାଇଛି। ତାଙ୍କ ଉପରେ ଅଭିଯୋଗ ରହିଛି କି ସେ ତାଙ୍କ ପିତାମାତାଙ୍କୁ ଏଇଥିପାଇଁ ହତ୍ୟା କରିଥିଲେ ଯେ, ପରେ ସେ ରାଷ୍ଟ୍ରପତି ଡୋନାଲ୍ଡ...