ପୁରୀ ନୀଳାଦ୍ରୀ ଭକ୍ତ ନିବାସ ନକଲି ୱେବସାଇଟ୍ ମାମଲା, ଦୁଇ ମୁଖ୍ୟ ଅଭିଯୁକ୍ତ ଗିରଫ ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ସିଆଇଡି ସାଇବର କ୍ରାଇମ୍ ୟୁନିଟ୍ ପୁରୀର ନୀଳାଦ୍ରୀ ଭକ୍ତ ନିବାସ ନାମରେ ନକଲି ୱେବସାଇଟ୍ ତିଆରି କରି ଭକ୍ତମାନଙ୍କୁ ଠକେଇ କରୁଥିବା ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ ମାନେ ହେଉଛନ୍ତି ଆଗ୍ରାର ଅଂଶୁମାନ ଶର୍ମା...