ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ସରକାରୀ ଅଫିସ୍ରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ମନା ଭୁବନେଶ୍ୱର,୩୦।୭: ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ଦୂଷଣ ରୋକିବା ପାଇଁ ଓଡ଼ିଶା ସରକାର ସରକାରୀ ଅଫିସ୍ଗୁଡ଼ିକରେ ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ ବ୍ୟବହାର ଉପରେ କଡ଼ା କଟକଣା ଲଗାଇଛନ୍ତି। ଏହି ସଂପର୍କରେ ଜଙ୍ଗଲ ଓ ପରିବେଶ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ...