ବିଏମ୍ସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ: ସାମୂହିକ ଛୁଟିରେ ରହିବା ନିଷ୍ପତ୍ତିକୁ ସ୍ଥଗିତ କଲା OAS ସଂଘ ଭୁବନେଶ୍ୱର,୧ା୭: ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ର ଅତିରିକ୍ତ କମିଶନର ରତ୍ନାକର ସାହୁଙ୍କୁ କାର୍ଯ୍ୟାଳୟ ପରିସରରେ ଆକ୍ରମଣ ପ୍ରସଙ୍ଗକୁ ନେଇ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍) ଅଫିସର ସଂଘ କଡ଼ା ନିନ୍ଦା କରିଛି। ସଂଘର ରାଜ୍ୟ ସଭାପତି ଜ୍ୟୋତିରଞ୍ଜନ ମିଶ୍ର କହିଛନ୍ତି, ଏଭଳି...