Tag Archives: one dead

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଅପରାହ୍ନରେ ସେ ବ୍ରହ୍ମପୁରରୁ କାମସାରି ତାଙ୍କ ବାଇକ୍‌ରେ...

ରାସ୍ତାକଡ଼ ସାଇନ୍‌ବୋର୍ଡରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ମୋହନା,୩୦ା୧୧(ମନ୍ମଥ ମିଶ୍ର): ଶୁଦ୍ଧିଘର ଭୋଜି ଖାଇ ଫେରିବା ବେଳେ ଶନିବାର ବିଳମ୍ବିତ ରାତିରେ ଏକ ବାଇକ୍‌ ଦୁର୍ଘଟଣା ଘଟିଛି। ଫଳରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଆଉ ଜଣେ ଆହତ ହୋଇଛନ୍ତି। ଏଭଳି ଦୁଃଖଦ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା...

ମକା ବୋଝେଇ ଟ୍ରକ୍‌ ସହ ଘାଟିରୁ ଖସିପଡ଼ିଲେ ଚାଳକ, ଚାଲିଗଲା ଜୀବନ

ମୋହନା,୨୮ା୧୧(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଗୁରୁବାର ରାତିରେ ଜରଉ ଘାଟିରେ ଏକ ମକା ବୋଝେଇ ଟ୍ରକ୍‌ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ଟ୍ରକ ଡ୍ରାଇଭରଙ୍କ ଜୀବନ ଚାଲିଯାଇଛି। ମୃତ ଡ୍ରାଇଭର ଜଣକ ହେଲେ ଗଞ୍ଜାମ...

ଟ୍ରକ୍‌ ପଛରେ ପିଟିହେଲା ଆମ୍ବୁଲାନ୍ସ: ଚାଲିଗଲା ଜଣଙ୍କ ଜୀବନ, ୫ ଗୁରୁତର

ସମ୍ବଲପୁର,୨୨ା୧୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଫୁଲଝରଣ ନିକଟରେ ଶନିବାର ଭୋର୍‌ରେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଛି। ଅନ୍ୟ ୫ ଜଣ ଗୁରୁତର ହୋଇ ବୁର୍ଲା ଭୀମସାରରେ ଭର୍ତ୍ତି ହୋଇଛନ୍ତି। ମୃତକ ହେଲେ ବୌଦ୍ଧ...

ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଜଣଙ୍କ ଜୀବନ

ବଇଣ୍ଡା,୧୬ା୧୧(ପରୀକ୍ଷିତ ସାହୁ): ଅନୁଗୋଳ ଜିଲା ଠାକୁରଗଡ଼ ଥାନା ଚିନ୍ତାମଣିପୁର ନିକଟରେ ରବିବାର ସନ୍ଧ୍ୟାରେ ଏକ ବାଇକ୍‌ ଗଛରେ ପିଟି ହୋଇଯିବାରୁ ଜଣଙ୍କର ଜୀବନ ଯାଇଛି। ମୃତକ ଜଣକ ହେଲେ ଆଠମଲ୍ଲିକ ଥାନା ନୂଆଗଡ଼ ଗ୍ରାମର ପ୍ରଦୀପ ନାୟକ (୪୫)। ଘଟଣାରୁ...

ମନ୍ଦିର ଦର୍ଶନ ସାରି ଫେରୁଥିଲେ,ପଥରରେ ପିଟିହେଲା ବାଇକ୍‌, ଚାଲିଗଲା ଜୀବନ

ଚିକିଟି,୫ା୧୧(ପ୍ରକାଶ ଚନ୍ଦ୍ର ସାହୁ): ଧାନଘରଠାରୁ ପ୍ରାୟ ୧୨ କିମି ଦୂର କେରାଣ୍ଡି ମାଳ ପର୍ବତ ଶିଖରେ ଅବସ୍ଥିତ ମା’ ବାଳକୁମାରୀ। ଘାଟିରେ ବୁଧବାର ବାଇକ୍‌ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨ ଜଣ ଗୁରୁତର ହୋଇଛନ୍ତି। ମୃତ ଜଣକ ହେଲେ...

ଘନକୁହୁଡ଼ିରେ ୨ ଟ୍ରକ୍‌ ମୁହାଁମୁହିଁ: ହେଲପର ମୃତ

ବଲାଙ୍ଗୀର/ଦେଓଗାଁ,୩ା୧୧(ସୁନିଲ କୁମାର ମହାନ୍ତି/କୃଷ୍ଣପ୍ରସାଦ ପାଣିଗାହୀ/): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ୨୬ ନଂ ଜାତୀୟ ରାଜପଥ ରତନପୁର ନିକଟରେ ସୋମବାର ସକାଳେ ଘନକୁହୁଡ଼ି ଯୋଗୁ ଦୁଇ ଟ୍ରକ୍‌ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ଜନୈକ ହେଲପରଙ୍କ ଘଟଣାସ୍ଥଳରେ ମୃତ୍ୟୁ...

ଗଣ୍ଡରେ ବୁଡ଼ି ଚାଲିଗଲା ଜଣଙ୍କ ଜୀବନ

ଦିଗପହଣ୍ଡି,୩୦ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ ନଂ ଓ୍ବାର୍ଡ ରାଣୀ ସାହି ମଞ୍ଜରୀ ନଗରର ଶିବ ସାହୁ(୫୦) ଘର ନିକଟସ୍ଥ ଗଣ୍ଡରେ ବୁଡିଯିବାରୁ ମୃତ୍ୟୁ ଘଟିଛି। ଖବରପାଇ କାଉନସିଲର ଦୀପକ କୁମାର ମିଶ୍ର, ସାମାଜିକ କର୍ମୀ...

ଟ୍ରକ୍‌ ସହ ମୁହାଁମୁହିଁ ପିଟିହେଲା ସ୍କୁଟି: ଚାଲିଗଲା ନାବାଳକଙ୍କ ଜୀବନ

କୋରାପୁଟ,୧୧ା୧୦(ଅମିତାଭ ବେହେରା): ଶନିବାର ଅପରାହ୍ନରେ କୋରାପୁଟ ସହରର ଭବାନୀନଗରସ୍ଥିତ ୨୬ ନଂ ଜାତୀୟ ରାଜପଥଠାରେ ଏକ ଟ୍ରକ୍‌ ସହ ସ୍କୁଟି ମୁହାଁମୁହିଁ ପିଟି ହେବାରୁ ସ୍କୁଟି ଚାଳକଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂଚନାରୁ ଜଣାଯାଇଛି, ଶନିବାର ଅପରାହ୍ନରେ ସୁନାବେଡ଼ା...

ବାଇକ୍‌କୁ ଧକ୍କାଦେଇ ଗଛରେ ପିଟିହେଲା ବସ୍‌, ଗୋଟିଏ ପରିବାରର ଜଣେ ମୃତ, ୪ ଆହତ

ଲକ୍ଷ୍ମୀପୁର,୬ା୧୦(ଅନନ୍ତ ପ୍ରସାଦ ନାୟକ): କୋରାପୁଟ ଜିଲା ନଂ ୩୨୬ ଜାତୀୟ ରାଜପଥ କାକିରିଗୁମା ଥାନା ଅଧିନସ୍ଥ ଡି.ପଞ୍ଚଡ଼ା ଛକ ନିକଟରେ ସୋମବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଏହି ଦୁର୍ଘଟଣାରେ ଗୋଟିଏ ପରିବାରରଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪...

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଆହତ

ହିଞ୍ଜିଳିକାଟୁ,୫ା୧୦(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ-ଆସିକା ଏନ୍‌ଏଚ୍‌- ୫୯ ଆସିକା ଥାନା ଅନ୍ତର୍ଗତ ଚେରମାରିଆ ଛକ ନିକଟରେ ରବିବାର ରାତିରେ ଏକ ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ ଜଣଙ୍କ ଆସିକା ଲାଲା ଶାସନର ହିମାଂଶୁ...

ଫଟୋ ପାଇଁ ଯାଉଥିଲେ ଫଟୋ ହୋଇ ଫେରିଲେ, ହସ୍ପିଟାଲରେ ଉତ୍ତେଜନା

ବଣାଇଁ,୨୫ା୮(ପ୍ରଦୀପ ତ୍ରିପାଠୀ): ସୋମବାର ସକାଳୁ ବଣାଇଁ ଅଞ୍ଚଳରେ ଘଟିଛି ଏକ ଅଭାବନୀୟ ଘଟଣା। ଫଟୋ ଉଠାଇବାକୁ ବନବିଭାଗ ନେଉଥିବା ବେଳେ ପିକ୍‌ଅପ୍‌ ଦୁର୍ଘଟଣାଗ୍ରସ୍ତ ହେବା ଫଳରେ ଜଣେ ୭୧ ବର୍ଷ ମହିଳା ପଞ୍ଚମୀ ପାତ୍ରଙ୍କ ମୃତ୍ୟୁ ଘଟିଥିବା ବେଳେ ଗୁରୁତର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri