୨୩ ରିପୋର୍ଟ ଚାପିଛନ୍ତି ବିଜେଡି ସରକାର, ଆଇନମନ୍ତ୍ରୀ କହିଲେ ଆମେ ସେମିତି… ଭୁବନେଶ୍ୱର,୩ା୯: ବିଜେଡିକୁ ବୁଧବାର କଡ଼ା ଟାର୍ଗେଟ୍ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ପୁରୀ ଦଳାଚକଟା ତଦନ୍ତ ରିପୋର୍ଟ ନେଇ ଆଇନମନ୍ତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ରିପୋର୍ଟ ସିଏମଓକୁ ଦିଆସରିଛି। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ...