ଆମେରିକା ଟାରିଫ ମାଡ଼ରେ ଓଡ଼ିଶାର ସାମୁଦ୍ରିକ ଖାଦ୍ୟ ରପ୍ତାନି ଗୁରୁତର ପ୍ରଭାବିତ ଭୁବନେଶ୍ୱର,୨୪ା୯: ଆମେରିକା ଦ୍ୱାରା ଲାଗୁ କରାଯାଇଥିବା ଟାରିଫ ପ୍ରତିବନ୍ଧକ ଯୋଗୁ ଓଡ଼ିଶାର ସାମୁଦ୍ରିକ ଖାଦ୍ୟ ରପ୍ତାନୀ ପ୍ରଭାବିତ ହୋଇଛି ବୋଲି ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ ବୁଧବାର ବିଧାନସଭାରେ ବିଧାୟକ ତୁଷାରକାନ୍ତି ବେହେରାଙ୍କ ପ୍ରଶ୍ନର...