ବନ୍ୟା ଦାଉରୁ ରକ୍ଷା ପାଇବା ପାଇଁ ବାଛୁରୀକୁ କାନ୍ଧରେ ବୋହିନେଲେ ବ୍ୟକ୍ତି, ଭିଡିଓ ଭାଇରାଲ ପରେ… ଜମ୍ମୁ-କଶ୍ମୀରରେ ପ୍ରବଳ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଅନେକ ଗାଁ ବୁଡ଼ି ଯିବା ସହ ରାସ୍ତାଘାଟ ଜଳମଗ୍ନ ହୋଇଛି। ଏଠାରେ ରହୁଥିବା ଲୋକମାନେ ସମ୍ପୂର୍ଣ୍ଣ ଭାବରେ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇପଡ଼ିଛନ୍ତି। ତଥାପି ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ଜାରି...