ଅପରେଶନ ସରିଲା, ହେଲେ ଡାକ୍ତର କହିଲେ… ଶ୍ରେୟସଙ୍କୁ ନେଇ ଆସିଲା ବଡ଼ ଅପ୍ଡେଟ୍ ନୂଆଦିଲ୍ଲୀ,୨୮।୧୦: ଭାରତୀୟ କ୍ରିକେଟ ଦଳର ଷ୍ଟାର୍ ବ୍ୟାଟ୍ସମ୍ୟାନ୍ ଶ୍ରେୟସ ଆୟର ଅଷ୍ଟ୍ରେଲିଆ ଗସ୍ତରେ ଏକ ବଡ଼ ଝଟକା ପାଇଛନ୍ତି। ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ତୃତୀୟ ଏକଦିବସୀୟ ମ୍ୟାଚ୍ ସମୟରେ, ଆୟର ଅଷ୍ଟ୍ରେଲୀୟ ଉଇକେଟକିପର ଆଲେକ୍ସ କ୍ୟାରିଙ୍କୁ କ୍ୟାଚ୍ କରିବାକୁ ଚେଷ୍ଟା...