Pahalgam Terror Attack: କେମିତି ଥିଲା ଆତଙ୍କବାଦୀଙ୍କ ଚେହେରା, କୁନି ପୁଅ ବଖାଣିଲା… ଶ୍ରୀନଗର,୨୪।୪: ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ଏବଂ ଅଳ୍ପକେ ରକ୍ଷା ପାଇଥିବା ଲୋକଙ୍କ ଦୁଃଖର କାହାଣୀ ବିଶ୍ୱକୁ ଶୁଣାଉଛନ୍ତି। ଏହି Terror Attackରେ ଗୁଜରାଟର ବାସିନ୍ଦା ଶୈଳେଶ କାଲଥିଆ ମଧ୍ୟ ପ୍ରାଣ ହରାଇଥିଲେ। Attack ସମୟରେ...