Tag Archives: supreme court

ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ଜନସାଧାରଣଙ୍କ କ୍ଷତି ପହଞ୍ଚାଉଥିବା ଧାର୍ମିକ କୋଠାକୁ…

ନୂଆଦିଲ୍ଲୀ,୧ା୧୦: ମଙ୍ଗଳବାର ସୁପ୍ରିମକୋର୍ଟରେ ବୁଲଡୋଜର ଆକ୍ସନ ମାମଲାର ଶୁଣାଣି ହୋଇଛି। ଏହି ସମୟ ମଧ୍ୟରେ  ସୁପ୍ରିମକୋର୍ଟ ଏକ ବଡ଼ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି, ଜନସାଧାରଣଙ୍କ ସୁରକ୍ଷା ସବୁଠାରୁ ଗୁରୁତ୍ୱପୂର୍ଣ୍ଣ। ସଡ଼କ, ଜଳରାଶି କିମ୍ବା ରେଲଓ୍ବେ ଟ୍ରାକ୍‌ରେ କୌଣସି ଧାର୍ମିକ...

ଶିଶୁ ଅଶ୍ଳୀଳତା ଭିଡିଓ ଦେଖିଲେ ବା ଡାଉନଲୋଡ କଲେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ, ସୁପ୍ରିମକୋର୍ଟଙ୍କ ରାୟ ଲାଗୁ କରିବେ ଓଡ଼ିଶା ସରକାର

ଭୁବନେଶ୍ୱର,୨୩ା୯: ଶିଶୁ ଅଶ୍ଳୀଳତା ଉପରେ ସୁପ୍ରିମକୋର୍ଟ ଦେଇଥିବା ନିଷ୍ପତ୍ତିକୁ ଓଡ଼ିଶା ସରକାର ସମର୍ଥନ କରିଛନ୍ତି।ରାଜ୍ୟ ସରକାର ଘୋଷଣା କରିଛନ୍ତି ଯେ ଏହା ସର୍ବୋଚ୍ଚ ନ୍ୟାୟାଳୟଙ୍କର ରାୟକୁ କାର୍ଯ୍ୟକାରୀ କରିବେ, ଯେଉଁଥିରେ ଶିଶୁ ଅଶ୍ଳୀଳ ଚିତ୍ର ଦେଖିବା ଏବଂ ଡାଉନଲୋଡ୍ କରିବା...

କିଏ ସେହି ବ୍ୟକ୍ତି, ଯିଏ କିରାଣିରୁ ହୋଇଥିଲେ ସୁପ୍ରିମକୋର୍ଟ ବିଚାରପତି, ଜାଣନ୍ତୁ ତାଙ୍କର ପୂରା କ୍ୟାରିୟର ବିଷୟରେ…

ନୂଆଦିଲ୍ଲୀ,୨୧ା୯: ଜଣେ ବ୍ୟକ୍ତି ଯେତେ ଗରିବ ହୁଅନ୍ତୁ ନା କାହିଁକି, ଯଦି ତାଙ୍କର ଇଚ୍ଛା ଥାଏ, ତେବେ ସେ ନିଜ ରାସ୍ତା ନିଜେ ଖୋଜି ପାଇଥାନ୍ତି। ଅର୍ଥାତ୍‌ ଇଚ୍ଛା ଥିଲେ ଜଣେ ସଫଳତାର ଶୀର୍ଷରେ ପହଞ୍ଚି ପାରନ୍ତି। ଏହି କଥାକୁ...

ତିରୁପତି ଲଡ଼ୁ ବିବାଦ: ସୁପ୍ରିମକୋର୍ଟରେ ମାମଲା

ନୂଆଦିଲ୍ଲୀ,୨୦ା୯: ତିରୁପତି ଲଡ଼ୁ ବିବାଦ ଶୁକ୍ରବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯିବା ପାଇଁ ଜଣେ ଆଇନଜୀବୀ ସର୍ବୋଚ୍ଚ ଅଦାଲତରେ ପିଟିଶନ ଦାଏର କରିଛନ୍ତି। ସେ ଆବେଦନରେ ଦର୍ଶାଇଛନ୍ତି, ଯେ ଲଡୁରେ ବ୍ୟବହୃତ ଘିଅରେ ଗୋରୁ ଚର୍ବି ଓ...

ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ହ୍ୟାକ୍‌

ନୂଆଦିଲ୍ଲୀ,୨୦ା୯: ସୁପ୍ରିମକୋର୍ଟଙ୍କ ୟୁଟ୍ୟୁବ୍‌ ଚ୍ୟାନେଲ୍‌ ଶୁକ୍ରବାର ହ୍ୟାକ୍‌ ହୋଇଛି। ଆମେରିକୀୟ କମ୍ପାନୀ ରିପଲ୍‌ ଲାବ୍‌ସ ଦ୍ୱାରା ବିକଶିତ କ୍ରିପ୍ଟୋକରେନ୍ସିର ପ୍ରଚାର ପ୍ରସାର କରାଉଥିବା ଭିଡିଓ ଏଥିରେ ପ୍ରଦର୍ଶିତ ହେଉଛି। ହ୍ୟାକ୍‌ ହୋଇଥିବା ଚ୍ୟାନେଲରେ ପ୍ରଦର୍ଶିତ ବ୍ଲାଙ୍କ୍‌ ଭିଡିଓରେ ‘ବ୍ରାଡ୍‌ ଗାର୍ଲିଂହାଉସ:...

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି ବେଙ୍ଗାଲୁରୁର ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ ବୋଲି କହିଥିଲେ। ଏହି ମାମଲାରେ ସୁପ୍ରିମକୋର୍ଟ...

ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୭।୯: ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ରୋକ୍ ଲଗାଇଲେ ସୁପ୍ରିମକୋର୍ଟ। ଏହି ରୋକ ଅକ୍ଟୋବର ପର୍ଯ୍ୟନ୍ତ ଲାଗୁ ହେବ। ତେବେ ସାର୍ବଜନୀନ ସ୍ଥାନ ଜବରଦଖଲ ହଟାଇବା ଲାଗି ବୁଲଡୋଜର କାର୍ଯ୍ୟାନୁଷ୍ଠାନ ହୋଇପାରିବ। କୋର୍ଟ ବୁଲଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ରାଜ୍ୟ ମାନଙ୍କୁ ନିର୍ଦ୍ଦେଶ...

ମହିଳା ଟ୍ରେନି ଡାକ୍ତର ବଳାତ୍କାର ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ପଦକ୍ଷେପ, କହିଲେ ପୀଡ଼ିତାଙ୍କ ସମସ୍ତ…

ନୂଆଦିଲ୍ଲୀ/କୋଲକାତା,୯ା୯: ପଶ୍ଚିବମଙ୍ଗ ଆର୍‌ଜି କର ମେଡିକାଲ କଲେଜର ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ଏବଂ ହତ୍ୟା ଘଟଣାକୁ ଆଜି ଅର୍ଥାତ୍‌ ୯ ତାରିଖରେ ମାସେ ପୂରିଛି। ଏନେଇ ଆଜି ସୁପ୍ରିମକୋର୍ଟ୍‌ରେ ଷ୍ଟାଟସ୍‌ ରିପୋର୍ଟ ଦାଖଲ କରିଛି ସିବିଆଇ। ପ୍ରଧାନ ବିଚାରପତି...

ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କ ପାଇଁ B.Ed ବୈଧ ଯୋଗ୍ୟତା ନୁହେଁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୬।୯: ଏକ ଗୁରୁତ୍ୱପୂର୍ଣ୍ଣ ବିଚାରରେ, ଭାରତର ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ଯେ ସ୍ନାତକୋତ୍ତର ଶିକ୍ଷା (B.Ed.) ପ୍ରାଥମିକ ବିଦ୍ୟାଳୟର ଶିକ୍ଷକମାନଙ୍କ ପାଇଁ ବୈଧ ଯୋଗ୍ୟତା ନୁହେଁ। ସର୍ବୋଚ୍ଚ ନ୍ୟାୟାଳୟ ଦୋହରାଇଛନ୍ତି ଯେ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ନିଯୁକ୍ତି ପାଇଁ ଅତ୍ୟାବଶ୍ୟକ...

ସୁପ୍ରିମକୋର୍ଟରେ ପହଞ୍ଚିଲେ ଆର୍‌ଜି କର ମେଡିକାଲ କଲେଜର ପୂର୍ବତନ ଅଧ୍ୟକ୍ଷ, କହିଲେ ହାଇକୋର୍ଟ ଦେଇଥିବା…

ନୂଆଦିଲ୍ଲୀ/କୋଲକାତା,୪ା୯: କୋଲକାତାର ଆର୍‌ଜି କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ ଘୋଷ ବୁଧବାର ସୁପ୍ରିମକୋର୍ଟରେ ପହଞ୍ଚି ଆବେଦନ କରିଛନ୍ତି। ଏହି ଆବେଦନରେ କୁହାଯାଇଛି ଯେ, ଦୁର୍ନୀତି ମାମଲାର ତଦନ୍ତ ସିବିଆଇକୁ ହସ୍ତାନ୍ତର କରିବା ପୂର୍ବରୁ କୋଲକାତା ହାଇକୋର୍ଟ ତାଙ୍କ...

ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, କହିଲେ ଆମେ…

ନୂଆଦିଲ୍ଲୀ,୨ା୯: ବୁଲଡୋଜର ମଡ଼ାଇବା ଉପରେ ବ୍ରେକ୍‌ ଲଗାଇବେ କି ସୁପ୍ରିମକୋର୍ଟ। ସୁପ୍ରିମକୋର୍ଟ କହିଛନ୍ତି, ଆମେ ନିର୍ଦ୍ଦେଶାବଳୀ ପ୍ରସ୍ତୁତ କରିବୁ, ସମସ୍ତ ରାଜ୍ୟକୁ ଅନୁସରଣ କରିବାକୁ ପଡ଼ିବ। ଅପରାଧୀଙ୍କ ବିରୋଧରେ ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ମାମଲାରେ ସୋମବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା। ସେପ୍ଟେମ୍ବର...

SC-ST କୋଟା କର୍ମଚାରୀ ଛାଡ଼ିବେ କି ଚାକିରି? ସୁପ୍ରିମକୋର୍ଟ ଦେଲେ ବଡ଼ ବୟାନ, କହିଲେ…

ନୂଆଦିଲ୍ଲୀ,୨୯ା୮: ଅନୁସୂଚିତ ଜାତି-ଅନୁସୂଚିତ ଜନଜାତି କୋଟା ଅଧୀନରେ ସରକାରୀ ଚାକିରି ଏବେ ବିପଦରେ ରହିଛି। ଏଭଳି ପରିସ୍ଥିତିରେ ସୁପ୍ରିମକୋର୍ଟଙ୍କ ନିଷ୍ପତ୍ତି ସେମାନଙ୍କୁ ଆଶ୍ୱସ୍ତି ଆଣି ଦେଇଛି। ଏହି ଲୋକମାନେ ଏସ୍‌ସି-ଏସ୍‌ଟି କୋଟା ଅଧୀନରେ କେନ୍ଦ୍ର ସରକାର ଏବଂ ପବ୍ଲିକ ସେକ୍ଟର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri