Tag Archives: supreme court

ଇଲେକ୍ଟୋରାଲ ବଣ୍ଡ୍‌ ଘୋଟାଲାରେ ଏସ୍‌ଆଇଟି ଯାଞ୍ଚର କୌଣସି ଆବଶ୍ୟକତା ନାହିଁ: ସୁପ୍ରିମକୋର୍ଟ୍‌

ନୂଆଦିଲ୍ଲୀ,୨ା୮: ଶୁକ୍ରବାର ସୁପ୍ରିମକୋର୍ଟ ଇଲେକ୍ଟୋରାଲ ବଣ୍ଡ୍‌ ମାଧ୍ୟମରେ କର୍ପୋରେଟ କମ୍ପାନୀଗୁଡ଼ିକରୁ ରାଜନୈତିକ ଦଳଗୁଡ଼ିକ ଗ୍ରହଣ କରିଥିବା ଚାନ୍ଦା ଉପରେ ‘ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ’ (ଏସ୍‌ଆଇଟି) ଅନୁସନ୍ଧାନ ପାଇଁ ଏକ ଆବେଦନକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ସୁପ୍ରିମକୋର୍ଟ କହିଛନ୍ତି ଯେ, ବର୍ତ୍ତମାନ ଏହି...

ବିହାର ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଝଟ୍‌କା

ନୂଆଦିଲ୍ଲୀ,୨୯ା୭: ସୋମବାର ବିହାର ସରକାର ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଝଟ୍‌କା ପାଇଛନ୍ତି। ବିହାରରେ ସଂରକ୍ଷଣକୁ ୬୫ପ୍ରତିଶତକୁ ବୃଦ୍ଧି କରିବା ବିରୋଧରେ ପାଟନା ହାଇକୋର୍ଟଙ୍କ ନିଷ୍ପତ୍ତି ବର୍ତ୍ତମାନ ପର୍ଯ୍ୟନ୍ତ ରହିବ। ଏହାକୁ ନିଷିଦ୍ଧ କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସେପ୍ଟେମ୍ବରରେ...

ସ୍ବାତୀ ମାଲିଓ୍ବାଲଙ୍କୁ ଆକ୍ରମଣ ଘଟଣା: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ବିଭବ କୁମାର

ନୂଆଦିଲ୍ଲୀ,୨୫ା୭: ରାଜ୍ୟ ସଭା ଏମ୍‌ପି ସ୍ବାତୀ ମାଲିଓ୍ବାଲଙ୍କୁ ଆକ୍ରମଣ କରିଥିବା ବିଭବ କୁମାର ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଜୁଲାଇ ୧୨ରେ ଦିଲ୍ଲୀ ହାଇକୋର୍ଟ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ବ୍ୟକ୍ତିଗତ ସଚିବ ବିଭବ କୁମାରଙ୍କ ଜାମିନ ଆବେଦନକୁ ପ୍ରତ୍ୟାଖ୍ୟାନ କରିଥିଲେ। ଜାମିନ...

ସୁପ୍ରିମକୋର୍ଟଙ୍କ ଐତିହାସିକ ରାୟ: ଖଣିଜ ସଂପଦରୁ ଓଡ଼ିଶାକୁ ମିଳିବ ଅଧିକ କର

ନୂଆଦିଲ୍ଲୀ,୨୫।୭: ସୁପ୍ରିମକୋର୍ଟର ଐତିହାସିକ ନିଷ୍ପତ୍ତିରେ ଖଣିଜ ସମ୍ପଦ ଭରା ରାଜ୍ୟଗୁଡିକ ପାଇଁ ଏକ ବଡ଼ ବିଜୟ ହୋଇଛି। ପ୍ରଧାନ ବିଚାରପତିଙ୍କ ଦ୍ୱାରା ନଅ ଜଣିଆ ସମ୍ବିଧାନ ଖଣ୍ଡପୀଠ ଖଣିଜ ପଦାର୍ଥ ଉପରେ ଲାଗୁ କରାଯିବାକୁ ଥିବା ଆବେଦନ ଉପରେ ଏକ...

ଓକିଲଙ୍କ ଉପରେ ରାଗିଗଲେ ମୁଖ୍ୟ ବିଚାରପତି, ସିକ୍ୟୁରିଟିକୁ ଡାକି…

ନୂଆଦିଲ୍ଲୀ,୨୪।୦୭: ନିଟ୍‌ ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ଏବଂ ଅନୀୟମିତତାକୁ ନେଇ ଗତକାଲି ସୁପ୍ରିମ୍‌କୋର୍ଟରେ ଶୁଣାଣି ହୋଇଥିଲା । କୋର୍ଟ ଚାଲିଥିବା ସମୟରେ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଡିୱାଇ ଚନ୍ଦ୍ରଚୂଡ଼ ଜଣେ ଓକିଲଙ୍କ ଉପରେ ରାଗି ଯାଇଥିବା ଦେଖିବାକୁ ମିଳିଥିଲା...

NEET-UG ପେପର୍‌ ଲିକ୍‌ ମାମଲାରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ: ପୁନଃ ପରୀକ୍ଷା ହେବ ନାହିଁ …

ନୂଆଦିଲ୍ଲୀ,୨୩।୭: ନିଟ୍‌ ୟୁଜି-୨୦୨୪ ପରୀକ୍ଷା ବିବାଦ ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ ଦେଇଛନ୍ତି। ୨୪ ଲକ୍ଷ ଛାତ୍ରଛାତ୍ରୀଙ୍କ ଭବିଷ୍ୟତ ପରୀକ୍ଷା ଉପରେ ନିର୍ଭର କରୁଛି। ଏଣୁ ପୁନଃପରୀକ୍ଷା କରିବାକୁ ସର୍ବୋଚ୍ଚ ଅଦାଲତ ମନା କରିଛନ୍ତି। ପେପର ଲିକ୍‌କୁ ନେଇ ପର୍ଯ୍ୟାପ୍ତ...

ଲକ୍ଷ୍ମୀପୁର ଖେରୀ ମାମଲା: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୭: ଲକ୍ଷ୍ମୀପୁର ଖେରୀରେ ହୋଇଥିବା ହିଂସା ମାମଲାରେ ଜେଲ୍‌ରେ ଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷଙ୍କୁ ସୋମବାର ଜାମିନ ପ୍ରଦାନ କରାଯାଇଛି। ତେବେ ଏହି ହିଂସା ମାମଲାରେ ଶୁଣାଣି ତ୍ୱରାନ୍ବିତ କରିବା ଏବଂ ସମୟ ସ୍ଥିର କରିବାକୁ...

ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ରାଶନ କାର୍ଡ ପାଇଁ ଦାଦନ ଶ୍ରମିକଙ୍କ ଯାଞ୍ଚ ମାସକରେ ଶେଷ କର

ନୂଆଦିଲ୍ଲୀ,୧୭ା୭(ପି.ଟି.): ରାଶନ କାର୍ଡ ଇସ୍ୟୁ ପାଇଁ ଇ-ଶ୍ରମ ପୋର୍ଟାଲରେ ପଞ୍ଜୀକୃତ ହୋଇଥିବା ଦାଦନ ଶ୍ରମିକମାନଙ୍କ ଯାଞ୍ଚରେ ବିଳମ୍ବ କରୁଥିବା ରାଜ୍ୟଗୁଡ଼ିକୁ ସୁପ୍ରିମକୋର୍ଟ ମଙ୍ଗଳବାର ଭର୍ତ୍ସନା କରିଛନ୍ତି। ୪ ସପ୍ତାହ ମଧ୍ୟରେ ଯାଞ୍ଚ ଶେଷ କରିବାକୁ ସମ୍ପୃକ୍ତ ରାଜ୍ୟଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି।...

ସିସୋଦିଆଙ୍କ କଥା ଶୁଣିଲେ ସୁପ୍ରିମ୍‌କୋର୍ଟ, ED-CBIକୁ ନୋଟିସ୍‌

ନୂଆଦିଲ୍ଲୀ, ୧୬।୦୭: ପାଖାପାଖି ୧୬ ମାସ ହେବ ଜେଲ୍‌ରେ ଥିବା ଆମ୍‌ ଆଦ୍‌ମୀ ପାର୍ଟିର ବରିଷ୍ଠ ନେତା ମନୀଷ ସିସୋଦିଆଙ୍କ ଜାମିନ୍‌ ନେଇ ସୁପ୍ରିମ୍‌କୋର୍ଟ ଶୁଣାଣି କରିଛନ୍ତି । ମଙ୍ଗଳବାର ସୁପ୍ରିମ୍‌କୋର୍ଟ ସଂକ୍ଷିପ୍ତ ଶୁଣାଣି ପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା...

ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳଙ୍କ ମଧ୍ୟରେ ବିବାଦ, ୮ ବିଲ୍‌ ଖାରଜକୁ ନେଇ ସୁପ୍ରିମ୍‌କୋର୍ଟ ଗଲେ ସରକାର

ନୂଆଦିଲ୍ଲୀ, ୧୨।୦୭: ପଶ୍ଚିମବଙ୍ଗରେ ପୁଣିଥରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏବଂ ରାଜ୍ୟପାଳ ସିବି ଆନନ୍ଦ ବୋଷଙ୍କ ମଧ୍ୟରେ ତିକ୍ତତା ଆରମ୍ଭ ହୋଇଛି । ମମତାଙ୍କ ସରକାର ଦେଇଥିବା ୮ ପ୍ରସ୍ତାବକୁ ଖାରଜ କରିବା ନେଇ ବିବାଦ ତେଜିଛି । ତୃଣମୂଳ...

ଘୁଞ୍ଚିଲା ନିଟ୍‌ ଶୁଣାଣି, ଏହି ତାରିଖରେ ହେବ ପରବର୍ତ୍ତୀ ଶୁଣାଣି

ନୂଆଦିଲ୍ଲୀ,୧୧ା୭: ସୁପ୍ରିମକୋର୍ଟରେ ଗୁରୁବାର ହେବାକୁ ଥିବା ନିଟ୍‌ ଶୁଣାଣି ସ୍ଥଗିତ ରଖାଯାଇଛି। ଜୁଲାଇ ୮ରେ ସୁପ୍ରିମକୋର୍ଟରେ ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ବେଞ୍ଚ ଦ୍ୱାରା ଏହି ଶୁଣାଣି ହୋଇଥିଲା। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆଜି ହେବାର ଥିଲା ମାତ୍ର...

ମୁଖ୍ୟମନ୍ତ୍ରୀଙ୍କ ବଢ଼ିଲା ଚିନ୍ତା, ସୁପ୍ରିମ୍‌କୋର୍ଟ ଗଲା ଇଡି

ନୂଆଦିଲ୍ଲୀ, ୦୮।୦୭: ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କ ଜାମିନ୍‌ ବିରୋଧରେ ସୁପ୍ରିମ୍‌କୋର୍ଟର ଦ଼୍ବାରସ୍ଥ ହୋଇଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ବା ଇଡି । ଇଡି ଏନେଇ କହିଛି ଯେ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ଝାଡ଼ଖଣ୍ଡ ହାଇକୋର୍ଟ ଯେଉଁ ଜାମିନ୍‌ ପ୍ରଦାନ କରିଛନ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri