Tag Archives: Vigilance

ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜନୈକ ହିତାଧିକାରୀଙ୍କ ଏମ୍‌ଜିଏନ୍‌ଆରଇଜିଏ ଯୋଜନାର କାର୍ଯ୍ୟ କୋଡ୍‌ ସୃଷ୍ଟି କରିବା ନିମନ୍ତେ...

ଭିଜିଲାନ୍ସ ଜାଲରେ ଫରେଷ୍ଟର, ଲାଞ୍ଚ ମାଗିବା ବେଳେ ମାଡ଼ିବସିଲା…

ଝାରସୁଗୁଡ଼ା,୫ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ବନଖଣ୍ଡ ଅନ୍ତର୍ଗତ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ ହୋଇଛନ୍ତି। ଜଣେ ଲୋକଙ୍କଠାରୁ ଗୌରାଙ୍ଗ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି।...

ମଦ ବ୍ୟବସାୟୀଙ୍କଠାରୁ ନେଉଥିଲେ ଲାଞ୍ଚ: ଭିଜିଲାନ୍ସ ହାତରେ ଧରାପଡ଼ିଲେ ଅବକାରୀ ଅଧିକ୍ଷକ-ଏଏସ୍‌ଆଇ

କେନ୍ଦୁଝର,୧୯।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): ମଦ ବିକ୍ରେତାଙ୍କଠାରୁ ନେଉଥିଲେ ଲାଞ୍ଚ। ମାଡ଼ି ବସିଲା ଭିଜିଲାନ୍ସ। ବୁଧବାର ଏଭଳି ଏକ ଘଟଣାକ୍ରମରେ ଓଡ଼ିଶା ଭିଜିଲାନ୍ସ ହାତରେ କେନ୍ଦୁଝର ଅବକାରୀ ଅଧୀକ୍ଷକ ସୀତାରାଣୀ ପଟ୍ଟାୟତ ଏବଂ ଚମ୍ପୁଆ ଅବକାରୀ ଷ୍ଟେଶନ ଦାୟିତ୍ୱରେ ଥିବା ଅଧିକାରୀ...

ଦୁର୍ନୀତିରେ ଅଧିକାରୀଙ୍କ ସଂପୃକ୍ତି ନେଇ ମୁଖ୍ୟମନ୍ତ୍ରୀ କହିଦେଲେ ଏମିତି : ଯେଉଁ ଖବରକାଗଜରେ ପ୍ରଶଂସିତ ସେଥିରେ …

ଭୁବନେଶ୍ୱର,୨୮।୧୦: ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କ୍ଷୋଭ ପ୍ରକାଶ କରିଛନ୍ତି। ଦୁର୍ନୀତିରେ ଯୁବ ଅଧିକାରୀଙ୍କ ସଂପୃକ୍ତି ନେଇ ସେ କହିଛନ୍ତି, ସରକାରୀ ଅଧିକାରୀ ହୋଇ ଲୋକଙ୍କ ସେବା କରିବେ ସ୍ବପ୍ନ ଦେଖିଥିଲେ, ସ୍ବଚ୍ଛ...

ଅଫିସରେ ଲାଞ୍ଚ ନେଉଥିଲେ ମହିଳା ଡାଟାଏଣ୍ଟ୍ରି ଅପରେଟର, ରେଡ୍‌ହ୍ୟାଣ୍ଡ୍‌ରେ ଧରିଲା ଭିଜିଲାନ୍ସ

ଖୋର୍ଦ୍ଧା,୧୫ା୧୦(ପ୍ରଭାତ ପାଣିଗ୍ରାହୀ): ବେଗୁନିଆ ତହସିଲରେ କାର୍ଯ୍ୟରତ ଡାଟାଏଣ୍ଟ୍ରି ଅପରେଟର ସ୍ମୃତି ଜୟସିଂହ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଘରବାଡ଼ି କିସମ ପରିବର୍ତ୍ତନ ପାଇଁ ଅତିରିକ୍ତ ତହସିଲଦାରଙ୍କ ନାମରେ ୮ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାହୋଇଛନ୍ତି ସ୍ମୃତି। ଖୋର୍ଦ୍ଧା ଓ ଭିଜିଲାନ୍ସ...

ଲାଞ୍ଚ ନେବାବେଳେ ଧରାପଡ଼ିଲେ କନିଷ୍ଠ କିରାଣି, ପେନ୍‌ସନ କରାଇ ଦେବାକୁ ମାଗିଥିଲେ…

କେନ୍ଦୁଝର,୧୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ମୁଖ୍ୟାଳୟରେ ଥିବା ନିକଲସନ ଫରେଷ୍ଟ ଟ୍ରେନିଂ ସ୍କୁଲର ଜଣେ କନିଷ୍ଠ କିରାଣି ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ତାଙ୍କ ନାମ ରୂପ ଚାନ୍ଦ ନାୟକ। ଗତ ୩୧...

ଭିଜିଲାନ୍ସ ଜାଲରେ ପୋଲିସ ଏସ୍‌ଆଇ, ସ୍କ୍ରାପ୍‌ ବ୍ୟବସାୟୀଙ୍କଠାରୁ ନେଉଥିଲେ…

ବରଗଡ଼,୨୫ା୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ଥାନାରେ କାର୍ଯ୍ୟରତ ପୋଲିସ ଏସ୍‌ଆଇ ଜଗା ବରିହା ସୋମବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସେ ଜଣେ ସ୍କ୍ରାପ ବ୍ୟବସାୟୀଙ୍କଠାରୁ ୭ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ମାଡି ବସିଥିଲା। ତାଙ୍କ...

ଭିଜିଲାନ୍ସ ଜାଲରେ ବରିଷ୍ଠ କିରାଣି, ପିଅନ

ଗଜପତି,୧୩ା୮(ଗିରିଧାରୀ ପରିଚ୍ଛା): ଭିଜିଲାନ୍ସ ଜାଲରେ ଗଜପତି ସିଡିଏମ୍‌ଓ କାର୍ଯ୍ୟାଳୟର ବରିଷ୍ଠ କିରାଣି ଜଗଦୀଶ ପଟ୍ଟନାୟକ ଓ ପିଅନ ନିରଞ୍ଜନ ନାୟକ। ୨୫ହଜାର ଟଙ୍କା ଲାଞ୍ଚ ନେବା ବେଳେ ଜଗଦୀଶ ଓ ନିରଞ୍ଜନଙ୍କୁ ଧରିଲା ଭିଜିଲାନ୍ସ। ଜୁନିୟର ଡାକ୍ତର ପୋଷ୍ଟିଂ ପାଇଁ...

ଲାଞ୍ଚ ନେଇ ଧରାପଡ଼ିଲେ ପୁରୁଷ ସ୍ବାସ୍ଥ୍ୟକର୍ମୀ, ଜନ୍ମ ପ୍ରମାଣପତ୍ର ଦେବାକୁ ଦାବି କରୁଥିଲେ ଏତିକି ଟଙ୍କା…

ମୁନିଗୁଡ଼ା,୧୩ା୮(ନନ୍ଦ କିଶୋର ପଟ୍ଟନାୟକ): ମୁନିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ପୁରୁଷ ସ୍ବାସ୍ଥ୍ୟକର୍ମୀ କୁଞ୍ଜବିହାରୀ ରାଉତ ଜୟପୁର ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍‌ ଦ୍ବାରା ଗିରଫ ହୋଇଛନ୍ତି। କନ୍ଧମାଳ ଜିଲା ଦୁର୍ଗାପଙ୍ଗାର ଜଣଙ୍କଠାରୁ ଜନ୍ମ ପ୍ରମାଣପତ୍ର ସଂଶୋଧନ ପାଇଁ ୩୦୦୦ଟଙ୍କା ନେବା ବେଳେ ଭିଜିଲାନ୍ସ...

ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ

କଳିଙ୍ଗନଗର,୧ା୮(ଶୁଭାଶିଷ ରାଉତ): ଭିଜିଲାନ୍ସ ଜାଲରେ ଏବେ ଆଉ ଜଣେ ସରକାରୀ ବାବୁ ପଡ଼ିଛନ୍ତି। ଯାଜପୁର ଜିଲା ବ୍ୟାସନଗର ତହସିଲ କାର୍ଯ୍ୟାଳୟରେ କାର୍ଯ୍ୟରତ ବରିଷ୍ଠ ରାଜସ୍ବ ସହାୟକ କିରାଣି ହେମନ୍ତ କୁମାର ପେରେଇ ୫୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡ଼ିବସିଛି...

BMC ଯନ୍ତ୍ରୀଙ୍କର ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ, ଘରୁ ହରିଣ ଶିଙ୍ଗ ମିଳିବା ପରେ ବଢିଲା ଅଡୁଆ

ଭୁବନେଶ୍ୱର,୨୪।୭: BMC ନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକଙ୍କର ୧୪୮% ଅଧିକ ସମ୍ପତ୍ତି ଠାବ କରିଛି ଭିଜିଲାନ୍ସ। ଆୟଠାରୁ ୧୪୮% ଅଧିକ ସମ୍ପତ୍ତି ଠୁଳ ପାଇଁ ଭିଜିଲାନ୍ସ ଗିରଫ କରିସାରିଛି । ନିର୍ବାହୀ ଯନ୍ତ୍ରୀଙ୍କର ଭୁବନେଶ୍ବରରେ ଗୋଟିଏ, ଗୁଣୁପୁରରେ ୨ଟି କୋଠା,...

ଡିଏଫଓଙ୍କ ପାଖରେ ଲକ୍ଷ ଲକ୍ଷ ଟଙ୍କା ଆଉ ଗଦା ଗଦା ପ୍ଲଟ୍‌, ତାଜୁବ ହୋଇଗଲା ଭିଜିଲାନ୍ସ

କେନ୍ଦୁଝର,୨୧।୭ (ନରେଶ ଚନ୍ଦ୍ର ପଟ୍ଟନାୟକ) : ଓଡ଼ିଶା ଦୁର୍ନୀତି ବିଭାଗ କେନ୍ଦୁଝର କେନ୍ଦୁପତ୍ର ଡିଭିଜନ ଡିଏଫଓ ନିତ୍ୟାନନ୍ଦ ନାୟକଙ୍କ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସୋମବାର ଦ୍ୱିତୀୟ ଦିନ ଚଢାଉ ଜାରି ରଖିଛି । ଆଜି କେନ୍ଦୁଝରର ଅଫିସ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri