ଡିଜେରେ ଦୁଲୁକିଲା ଘର, ଚାଲିଗଲା ବାପାଙ୍କ ଜୀବନ, ଏମିତି ଅଭିଯୋଗ ଆଣି ଦେବୀ ରଥଙ୍କ ପୁଅ କହିଲେ… ପାରାଦୀପ,୫ା୧୧: ଯାତ୍ରା କଳାକାର ଦେବୀ ରଥଙ୍କ ମୃତ୍ୟୁକୁ ନେଇ ପୁଅ ଏକ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ପାରାଦୀପ ଗଡ଼ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ଶୋଭାଯାତ୍ରା ହେଉଥିଲା। ଯେଉଁଥିରେ କି ଆମ ଘର ଦୁଲୁକିଥିଲା। କାହାକୁ କହିଲେ ବି...