ଆୟଠୁ ଅଧିକ ସମ୍ପତ୍ତି ଠୁଳ କରି ଗିରଫ ହେଲେ ତହସିଲଦାର

ମହାକାଳପଡ଼ା,୧୦ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ତହସିଲଦାର ଶିବ ମଲ୍ଲିକଙ୍କୁ ଗିରଫ କରିଛି ଭିଜିଲାନ୍ସ ବିଭାଗ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ତାଙ୍କୁ ଗିରଫ କରିଛି।
ତହସିଲଦାର ତାଙ୍କ ଆୟ ଠାରୁ ୧୯୦% ଅଧିକ ସମ୍ପତ୍ତି ଠୁଳ କରିଥିବା ସୂଚନାରୁ ଜଣାପଡ଼ିଛି।
ଗୁରୁବାର ଚଢ଼ାଉ ବେଳେ ଏତେ ପରିମାଣର ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ। ତାଙ୍କର ୪ କୋଠା, ୭ ପ୍ଲଟ୍‌, ୧୮ ଲକ୍ଷ ଜମା, ନଗଦ ଦେଢ଼ ଲକ୍ଷ ଟଙ୍କା ଜବତ କରିଥିଲା ଭିଜିଲାନ୍ସ।

ତହସିଲଦାର ଶିବ ମଲ୍ଲିକ ୨୦ ହଜାର ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ ମାଡ଼ି ବସିଥିଲା। ଜମି କିସମ ପରିବର୍ତ୍ତନ,ଦଖଲ ଖାରଜ, ଉଚ୍ଛେଦ କେସକୁ ନେଇ ଲାଞ୍ଚ ନେଉଥିବା ବେଳେ ରେଡହ୍ୟାଣ୍ଡରେ  ଧରାପଡ଼ିଥିଲେ। ତହସିଲ ଅଫିସରୁ ସେପ୍ଟେମ୍ବର ୨୩ରେ ନିଜ ହେପାଜତକୁ ନେଇଥିଲା  ଭିଜିଲାନ୍ସ ଟିମ୍।
ମିଳିଥିବା ସୂଚନାନୁସାରେ, ଉକ୍ତ ଅଞ୍ଚଳର ଗୋଜାବନ୍ଧ ଗାଁର ସୁଦର୍ଶନ ସ୍ବାଇଁଙ୍କଠାରୁ ଜମି ଦାଖଲ ଖାରଜ ଉଚ୍ଛେଦ ଓ କିସମ ପରିବର୍ତ୍ତନ ପାଇଁ ୨୦ ହଜାର ଟଙ୍କା ମାଗିିଥିଲେ। ଦାବି ମୁତାବକ ଅନ୍ତର୍ଯ୍ୟାମୀ ମଙ୍ଗଳବାର ଅପରାହ୍ନରେ ତହସିଲ ଅଫିସ ପଛ ପାଖ ସରକାରୀ  ବାସଗୃହକୁ ଟଙ୍କା ଦେବାକୁ ଯାଇଥିଲେ। ପୂର୍ବ ଯୋଜନା ମୁତାବକ ଆଗରୁ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ତାଙ୍କୁ ସେଠାରୁ କାବୁ କରିଥିଲା।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟ୍ରେଲିଆ ବିପକ୍ଷରେ ଟି-୨୦ ସିରିଜ ଜିତିବା ପରେ ଟିମ ଇଣ୍ଡିଆକୁ ମିଳିଥିଲା କି ପୁରସ୍କାର ରାଶି? ଜାଣନ୍ତୁ ICC ନିୟମ ବିଷୟରେ

ନୂଆଦିଲ୍ଲୀ,୮।୧୧: ଭାରତୀୟ ମହିଳା କ୍ରିକେଟ ଦଳ ସମ୍ପ୍ରତି ୨୦୨୫ ODI ବିଶ୍ୱକପ ଜିତିଛି। ଏଥିପାଇଁ, ସେମାନେ ପ୍ରାୟ ୪୦ କୋଟି ଟଙ୍କା ପୁରସ୍କାର ରାଶି ପାଇଛନ୍ତି।...

ହାତୀ ଆକ୍ରମଣରେ ୫ ବର୍ଷର ଶିଶୁର ମୃତ୍ୟୁ ଘଟଣା: ସହାୟତାର ହାତ ବଢ଼ାଇଲେ ସମାଜସେବୀ

ଲାଞ୍ଜିଗଡ଼,୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଳକ ଦକ୍ଷିଣ ବନଖଣ୍ଡ ଲାଞ୍ଜିଗଡ ବନାଞ୍ଚଳ ବିଜେପୁର ଥାନା ତ୍ରିଲୋଚନପୁର ପଞ୍ଚାୟତର ହରଡIଗୁଡା  ଗ୍ରାମରେ ଗତ ୩...

ଭାରତର ସ୍ଥାନ ନିଶ୍ଚିତ! କିନ୍ତୁ ପାକିସ୍ତାନ ଅଲିମ୍ପିକ୍ସରେ ଖେଳିପାରିବ ନାହିଁ, ICC ବୈଠକରୁ ଆସିଲା ଆଶ୍ଚର୍ଯ୍ୟଜନକ ଅପଡେଟ

ନୂଆଦିଲ୍ଲୀ,୮।୧୧: ଭାରତ ବନାମ ପାକିସ୍ତାନ। କ୍ରିକେଟର ସବୁଠାରୁ ବଡ଼ ଏବଂ ଚର୍ଚ୍ଚିତ ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରୁ ଗୋଟିଏ, କିନ୍ତୁ ଏହି ଦୁଇ ଦଳ ଏବେ କେବଳ ICC...

ଚନ୍ଦ୍ର ମେରୁର ରାଡାର ଫଟୋ ପଠାଇଲା ଚନ୍ଦ୍ରାୟନ-୨

ନୂଆଦିଲ୍ଲୀ,୮ା୧୧: ଚନ୍ଦ୍ରୟାନ-୨ର ଅର୍ବିଟର ଚନ୍ଦ୍ରପୃଷ୍ଠର ଉଭୟ ମେରୁ ଅଞ୍ଚଳରୁ କେତେକ ରାଡାର ଫଟୋ ପଠାଇଛି। ୨୦୧୯ରୁ ଅର୍ବିଟର ପ୍ରାୟ ୧୪୦୦ ରାଡାର ଡେଟାସେଟ୍‌ ପଠାଇଲାଣି। ମିଶନର...

ଜିଲାସ୍ତରୀୟ ଶିଶୁ ମହୋତ୍ସବରେ ମୋହନା ଛାତ୍ରୀଛାତ୍ରଙ୍କ ସଫଳତା

ମୋହନା,୮।୧୦(ମନ୍ମଥ ମିଶ୍ର): ପାରଳାଖେମୁଣ୍ଡି ରେ ଆୟୋଜିତ ଗଜପତି ଜିଲା ସ୍ଥରୀୟ ସୁରଭି କାର୍ଯ୍ୟକ୍ରମରେ ମୋହନା ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ହିଲଟପ୍‌ ମାଧ୍ୟମିକ ଉଚ୍ଚ...

ଅଷ୍ଟ୍ରେଲିଆ ମାଟିରେ ଟିମ୍‌ ଇଣ୍ଡିଆର ସିରିଜ୍‌ ବିଜୟ

ବ୍ରିସ୍‌ବେନ,୮ା୧୧- ଅଷ୍ଟ୍ରେଲିଆ ଓ ଭାରତ ମଧ୍ୟରେ ଅନୁଷ୍ଠିତ ପଞ୍ଚମ ତଥା ଅନ୍ତିମ ଟି୨୦ ମ୍ୟାଚ୍‌ ବର୍ଷାରେ ଧୋଇଯାଇଛି। ବର୍ଷା ବାଧାପ୍ରାପ୍ତ ମ୍ୟାଚ୍‌ରେ କେବଳ ୪.୫ ଓଭର...

ମୁନିରଙ୍କୁ ବଡ଼ ଦାୟିତ୍ୱ! ଜାଣନ୍ତୁ ତାଙ୍କ କ୍ଷମତା ସମ୍ପର୍କରେ

ଇସଲାମାବାଦ,୮।୧୧: ଭାରତ ସହିତ ସାମ୍ପ୍ରତିକ ଉତ୍ତେଜନାରୁ ‘ଅନେକ ଶିକ୍ଷା’ ପାଇଥିବା ଦାବି କରି, ପାକିସ୍ତାନ ସାମ୍ବିଧାନିକ ଭାବରେ ଏହାର ସାମରିକ ଶକ୍ତିକୁ ଆହୁରି ମଜବୁତ କରିବା...

RBIର ନୂଆ ଉପହାର! ଏବେ ପିଲାମାନେ ବି କରିପାରିବେ ଡିଜିଟାଲ ପେମେଣ୍ଟ, ଲଞ୍ଚ ହେବ Junio UPI Wallet  

ନୂଆଦିଲ୍ଲୀ,୮।୧୧: ଡିଜିଟାଲାଇଜେସନର ଏହି ଯୁଗରେ, ସବୁକିଛି ଡିଜିଟାଲ ହୋଇଯାଇଛି। ଖାଦ୍ୟ ଅର୍ଡର କରିବାଠାରୁ ଆରମ୍ଭ କରି ବିଦ୍ୟୁତ ବିଲ ପୈଠ କରିବା ପର୍ଯ୍ୟନ୍ତ ସବୁକିଛିରେ ଡିଜିଟାଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri