ମୁଖ୍ୟମନ୍ତ୍ରୀଙ୍କ ସବୁଠୁ ବଡ଼ ଘୋଷଣା: ମିଳିବ ୨ ଲକ୍ଷ ଟଙ୍କା, ଜାଣନ୍ତୁ କାହାକୁ…

ଭୁବନେଶ୍ୱର,୧୭।୭: ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ଏଣିକି ପଞ୍ଚାୟତ ପ୍ରତିନିଧିଙ୍କର କାର୍ଯ୍ୟ ଅବଧିରେ ମୃତ୍ୟୁ ହେଲେ ମିଳିବ ୨ ଲକ୍ଷ ଟଙ୍କା। ମୃତ୍ୟୁ ହେଲେ କିମ୍ବା ଅକ୍ଷମ ହେଲେ ଅନୁକମ୍ପା ରାଶି ମିଳିବ ବୋଲି ସରକାର ଘୋଷଣା କରିଛନ୍ତି। ୱାର୍ଡ ମେମ୍ବରଙ୍କଠୁ ଆରମ୍ଭ କରି ଜିଲ୍ଲା ପରିଷଦ ସଭାପତି ପର୍ଯ୍ୟନ୍ତ ଅନ୍ତର୍ଭୁକ୍ତ। କୌଣସି କାରଣରୁ ମୃତ୍ୟୁ ଘଟିଲେ ନିକଟ ସମ୍ପର୍କୀୟଙ୍କୁ ମିଳିବ ୨ ଲକ୍ଷ ଟଙ୍କା। ଉଭୟ ହାତ, ଗୋଡ, ଆଖି ନଷ୍ଟ ହେଲେ ବି ୨ ଲକ୍ଷ ଅନୁକମ୍ପା ରାଶି ମିଳିବ। ଗୋଟିଏ ହାତ କିମ୍ବା ଗୋଡ଼ ନଷ୍ଟ ହେଲେ ୧ ଲକ୍ଷ ଟଙ୍କାର ସହାୟତା ମିଳିବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି ହୋଇଛି।

ଆଗକୁ ଆସୁଛି ପଞ୍ଚାୟତ ନିର୍ବାଚନ। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି...

ରତ୍ନଭଣ୍ଡାରକୁ ନେଇ ବଡ଼ ବୟାନ ଦେଲେ ଆଇନ ମନ୍ତ୍ରୀ: ୫ରୁ ୬ ମାସ ଭିତରେ…

ଭୁବନେଶ୍ୱର,୨୪।୧୨: ରତ୍ନଭଣ୍ଡାର ଗଣତିମଣତିକୁ ନେଇ ବଡ଼ ବୟାନ ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ କହିଛନ୍ତି, ଖୁବଶୀଘ୍ର ରତ୍ନଭଣ୍ଡାର ଗଣତି ମଣତି ପ୍ରକ୍ରିୟା ଆରମ୍ଭ...

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି...

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ...

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri