ଦୋକାନୀ କାଲି କିଣିଥିଲେ ନୂଆ ଫ୍ରିଜ୍‌, ଫାଟିଲା କମ୍ପ୍ରେସର, ଆଉ ତା’ ପରେ…

ଗଜପତି,୧୩ା୯(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଗାନ୍ଧି ଛକ ନିକଟରେ ଶୁକ୍ରବାର ବିଳମ୍ବିତ ରାତିରେ ସାହୁ କଫି ନାମକ ଏକ ପାନ ମସଲା ସାମଗ୍ରୀ ବିକ୍ରୟ ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଦୋକାନ ମାଲିକ ନରସିଂହ ସାହୁଙ୍କ କହିବା ଅନୁସାରେ, ଶୁକ୍ରବାର ସେ ନିଜ ଦୋକାନ ପାଇଁ ଏକ ନୂଆ ଫ୍ରିଜ୍‌ କିଣି ଆଣିଥିଲେ। କିନ୍ତୁ ସେ ଦୋକାନ ବନ୍ଦ କରି ଚାଲିଯିବା ପରେ ବିଳମ୍ବିତ ରାତିରେ ସେହି ନୂଆ ଫ୍ରିଜ୍‌ର କମ୍ପ୍ରେସର ଫାଟି ଏହି ଅଗ୍ନିକାଣ୍ଡ ଘଟିବା ଦ୍ୱାରା ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି।
ଭୋର ସମୟରେ ସ୍ଥାନୀୟ ଲୋକେ ଧୂଆଁ ବାହାରିବାର ଦେଖି ଦୋକାନ ମାଲିକଙ୍କୁ ଖବର ଦେବା ସହ
ଦମକଳ ବାହିନୀକୁ ଖବର ଦେଇଥିଲେ। ଖବର ପାଇ ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଗ ବସ ୧୯ ବିଜେତା: ଗୌରବ ଖାନ୍ନା ୫୦ ଲକ୍ଷ ନୁହେଁ, ଏତିକି କୋଟି ଟଙ୍କା ନେଇ ଫେରିଲେ

ମୁମ୍ବାଇ,୮।୧୨: ସଲମାନ ଖାନଙ୍କ ରିଆଲିଟି ଶୋ ବିଗ ବସ ୧୯ର ଶେଷ ଏପିସୋଡ ଏକ ବ୍ଲକବଷ୍ଟର ଥିଲା। ରବିବାର ରାତି ଶେଷ ପର୍ଯ୍ୟନ୍ତ ବିଜେତାଙ୍କ ଭାଗ୍ୟ...

ବିଗ୍‌ ବସ୍‌ ଜିତିଲେ ଗୌରବ: ଜାଣନ୍ତୁ ତାଙ୍କ ବିଷୟରେ ରୋଚକ କଥା

କଲର୍ସ ଟିଭିରେ ପ୍ରସାରିତ ରିଆଲିଟି ଶୋ’ ବିଗ୍‌ ବସ୍‌ ସିଜନ୍‌ ୧୯ରେ ବାଜିମାରି ନେଇଛନ୍ତି ଗୌରବ ଖାନ୍ନା। ଏଥିସହ ସାଢ଼େ ୩ ମାସ ଧରି ଚାଲିଥିବା...

ପଲିଥିନ୍‌ କାରଖାନାରେ ଲାଗିଲା ନିଆଁ

କଟକ,୮ା୧୨(କାର୍ତ୍ତିକ ସାହୁ): ସୋମବାର କଟକ ଜଗତପୁରର ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର...

ହ୍ୟୁମାନଙ୍କ ମୃତ୍ୟୁ ମାମଲାରେ ଆସିଲା ବଡ଼ ଟୁଇଷ୍ଟ: ଅର୍ପିତାଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ସ୍ତ୍ରୀ ଶ୍ରୀୟା

ବଲାଙ୍ଗୀର,୮।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟିଟିଲାଗଡ଼ରେ ରବିବାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପାଇଁ ଥିଲା ଶ୍ରଦ୍ଧାଞ୍ଜଳି ସଭା। ଏହି ସଭାରେ ଅଭିନେତା ଅନୁଭବ ମହାନ୍ତି, ଅସିମା...

ନେତାନ୍ୟାହୁଙ୍କ ବଡ଼ ବୟାନ, କହିଲେ ରାଜନୀତି ଛାଡ଼ିବି ନାହିଁ

ଜେରୁଜେଲମ,୮।୧୨: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିଛନ୍ତି ଯେ ସେ ଏହି ମାସ ଶେଷରେ ଗାଜା ଶାନ୍ତି ଯୋଜନାର ଦ୍ୱିତୀୟ ପର୍ଯ୍ୟାୟ ଉପରେ ଆମେରିକା ରାଷ୍ଟ୍ରପତି...

ଟି-୨୦ରେ ୧୬ ଛକା ମାରି କ୍ରିକେଟ୍‌ ଜଗତରେ ଚହଳ ପକାଇଲେ ଏହି କ୍ରିକେଟର୍‌ ମାତ୍ର ୬୩ ବଲ୍‌ରେ କଲେ…

ନୂଆଦିଲ୍ଲୀ,୮।୧୨: ଟି-୨୦ ଅନ୍ତର୍ଜାତୀୟ କ୍ରିକେଟର ସବୁଠାରୁ ଛୋଟ ଫର୍ମାଟ, ୨୦୦ରୁ ଅଧିକ ରନର ଟାର୍ଗେଟକୁ ବିଜୟୀ ଲକ୍ଷ୍ୟ ଭାବରେ ବିବେଚନା କରାଯାଏ। କିନ୍ତୁ ଗୋଟିଏ ମ୍ୟାଚରେ...

ପିକ୍‌ନିକ୍‌ ସ୍ପଟ୍‌ ଶାନ୍ତିବନ: ମନ ଭିତରେ ଆପେ ଆପେ ସୃଷ୍ଟି ହୋଇଯାଏ ଆଧ୍ୟାତ୍ମିକ ଭାବନା

କର୍ଲାମୁଣ୍ଡା,୮ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ କୁଶୁର୍ଲା ଓ ମ. ରାମପୁର ବ୍ଲକ୍‌ ମସ୍କାଦାଣ୍ଡି ଗ୍ରାମ ସୀମାରେ ରହିଛି ଶାନ୍ତିବନ ଗ୍ରାମ୍ୟ ଜଙ୍ଗଲ।...

ଇଣ୍ଡିଗୋ ସଙ୍କଟ: ତତକାଳ ଶୁଣାଣି ପାଇଁ ମନା କଲେ ସୁପ୍ରିମକୋର୍ଟ କହିଲେ…

ନୂଆଦିଲ୍ଲୀ,୮।୧୨: କ୍ରମାଗତ ସପ୍ତମ ଦିନ ପାଇଁ ବହୁ ସଂଖ୍ୟାରେ ଇଣ୍ଡିଗୋ ବିମାନ ବାତିଲ କରାଯାଉଛି। ଏହି ମାମଲାରେ ହସ୍ତକ୍ଷେପ କରିବାକୁ ସୁପ୍ରିମକୋର୍ଟରେ ଏକ ଆବେଦନ ଦାଖଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri