ଅଜଣା ଗାଡ଼ି ଧକ୍କାରେ ଦୁଇଜଣଙ୍କ ମୃତ୍ୟୁ

ଲୋଇସିଂହା, ୫।୧୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ଅନ୍ତର୍ଗତ ଭରସୁଜା ଛେଲିଆପାଟ ମନ୍ଦିର ସମ୍ମୁଖରେ ବୁଧବାର ସନ୍ଧ୍ୟାରେ ଅଜଣା ଗାଡ଼ି ଧକ୍କାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି।

ମୃତକମାନେ ହେଲେ ବଡ଼ଟୀକା ପଞ୍ଚାୟତ ଅନ୍ତର୍ଗତ ସହାଜଛାପର ଗ୍ରାମର ଚେରୁ ବେହେରା (୫୨) ଓ ସୁରେଶ ପଧାନ (୨୬)। ଦୁର୍ଘଟଣା ପରେ ଗାଡ଼ିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଥିବାରୁ ସ୍ଥାନୀୟ ଲୋକଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଓ ଉତ୍ତେଜନା ପ୍ରକାଶ ପାଇଛି। ଆଗଲପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ଅସଦାଚରଣ ମାମଲାର ରାୟ ପ୍ରକାଶ: ପ୍ରଧାନଶିକ୍ଷକଙ୍କୁ ମିଳିଲା…

ଭବାନୀପାଟଣା, ୧୭।୧୧: (ଉତ୍ତମ କୁମାର ଦାଶ): ପ୍ରମାଣ ଅଭାବରୁ ନିର୍ଦ୍ଦୋଶରେ ଖଲାସ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ ଥାନା ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର...

ହୋମିଓପାଥି ଚିକିତ୍ସକଙ୍କ ପରଲୋକ

ଦିଗପହଣ୍ଡି, ୧୭ା୧୧(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ଶାସନ ସାହି ବାସିନ୍ଦା ତଥା ସହରର ଜଣାଶୁଣା ହୋମିଓପାଥି ଚିକିତ୍ସକ ଡ଼ା. ସୂର୍ଯ୍ୟ ନାରାୟଣ ନନ୍ଦଙ୍କ ୮୪ ବର୍ଷ...

ଦକ୍ଷିଣ ଓଡ଼ିଶା ପର୍ଯ୍ୟଟନର ମୁଖଶାଳା ହେବ ତପ୍ତପାଣି: ଉପ ମୁଖ୍ୟମନ୍ତ୍ରୀ

ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଜନଜାତି ସମ୍ପ୍ରଦାୟଙ୍କ ଆସ୍ଥା ବିଶ୍ୱାସ ଓ ପରମ୍ପରାର ପ୍ରତୀକ ତଥା ପ୍ରକୃତିଦତ ଆରୋଗ୍ୟ କ୍ଷେତ୍ର ତପ୍ତପାଣି ଉଷ୍ଣ ପ୍ରସବଣ ପର୍ଯ୍ୟଟନ କ୍ଷେତ୍ରର...

ଟ୍ରାକ୍ଟର ଧକ୍କାରେ କଲେଜ ଛାତ୍ରଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ମୃତଦେହ ରଖି ରାସ୍ତାରୋକୋ କଲେ ପରିବାରବର୍ଗ

ଜୁନାଗଡ଼,୧୭।୧୧(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଚିଲିକପୁର ନିକଟରେ ରବିବାର ଅପରାହ୍ନରେ ଟ୍ରାକ୍ଟର ଧକ୍କାରେ ଜଣେ କଲେଜ ଛାତ୍ରଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ...

ଶୀତ, କାକରରେ ରାତି ସାରା ଚାଷୀଙ୍କ ଅଭିନବ ପ୍ରତିବାଦ, ଧାରଣାସ୍ଥଳରେ କୀର୍ତ୍ତନ ପରିବେଷଣ କରି…

ବରଗଡ଼,୧୭।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ବିକ୍ରି ପଞ୍ଜୀକରଣରେ ଚାଷୀଙ୍କ ପ୍ରତି କରାଯାଇଥିବା ଅବହେଳାକୁ ନେଇ ଦେଖାଯାଇଥିବା ଅସନ୍ତୋଷ ଥମିବାର ନାଁ ନେଉ ନାହିଁ। ଧାନ...

ଜିଲା ପାଇଁ ଖୁସିଖବର: ରେଳବାଇ ନେଲା ବଡ଼ ନିଷ୍ପତ୍ତି, ଏଣିକି ଏତିକି ଦିନ ଚାଲିବ ଅମୃତ ଭାରତ ଏକ୍ସପ୍ରେସ

କେସିଙ୍ଗା,୧୭।୧୧(ତୁମେଶ୍ୱର ସାହୁ):ଜନସାଧାରଣଙ୍କ ଚାହିଦାକୁ ଦୃଷ୍ଟିରେ ରଖି ଏବଂ ଯାତ୍ରୀ ସୁବିଧା ବୃଦ୍ଧି କରିବା ପାଇଁ ରେଳ ମନ୍ତ୍ରଣାଳୟ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଭାରତୀୟ ରେଳବାଇ...

ବାରହା ଶିକାର ପାଇଁ ଫାଶ ବସାଇଥିଲେ, ହେଲେ…

ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବନାଞ୍ଚଳ ନୂଆପଡ଼ା ସେକ୍ସନ ବାରିହାକଟା ଗ୍ରାମ ନିକଟ ଗାଇଡା ଜଙ୍ଗଲରୁ ଗତ ମାର୍ଚ୍ଚ ୨୧ରେ ଏକ ଗୁଳିବିଦ୍ଧ...

୧୮ ଅଭିଯୋଗ ଶୁଣିଲେ…

ଦିଗପହଣ୍ଡି,୧୭ା୧୧(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ କୁଶପଡ଼ା ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ବ୍ଲକ୍‌ ପ୍ରଶାସନ ପକ୍ଷରୁ ମିଳିତ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। କାର୍ଯ୍ୟକ୍ରମରେ...

Advertisement
Dharitri Youth Conclave 2025

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri