ନିୟମିତ ଏହାକୁ ପିଇଲେ ଜିନ୍‌ରେ ଆସେ ପରିବର୍ତ୍ତନ…

ଦୈନଦିନ ଜୀବନରେ କେତେକ ଖାଦ୍ୟାଭାସ ଦ୍ୱାରା ଶରୀର ଉପରେ ନକାରାତ୍ମକ ପ୍ରଭାବ ପଡ଼ିଥାଏ। ନିୟମିତ ମଦ୍ୟପାନ କଲେ, ଏହା କୋଷରେ ଥିବା ଡିଏନ୍‌ଏ ସଂରଚନାକୁ ବିଶୃଙ୍ଖଳିତ କରେ। ଏହାଯୋଗୁ କର୍କଟ ରୋଗ ସୃଷ୍ଟି ହୋଇଥାଏ ବୋଲି ଗବେଷକ ସୂଚିତ କରିଛନ୍ତି। ସୁରାସାର ଜିନ୍‌ଗତ ସଂରଚନାକୁ ସମ୍ପୂର୍ଣ୍ଣ ନଷ୍ଟ କରି ଦେଇଥାଏ । ତେଣୁ ଜୀବନଶୈଳୀରେ ନିୟମିତ ମଦ୍ୟପାନ ନ କରିବା ଉଚିତ ବୋଲି ଗବେଷକ ସୂଚିତ କରିଛନ୍ତି। ଏହା ଶରୀରରେ ଏସିଟାଲଡିହାଇଡ୍‌ ପ୍ରସ୍ତୁତ କରେ। ଯାହାକି ଜିନ୍‌ରେ ପରିବର୍ତ୍ତନ ଆଣିଥାଏ। ଏହାର ପ୍ରଭାବରେ ଡିଏନ୍‌ଏ ସଂରଚନାରେ ପରିବର୍ତ୍ତନ ଆସିଥାଏ। ସୁରାସାର ଦ୍ୱାରା ସ୍ତନକର୍କଟ ଓ ପାଚକଯନ୍ତ୍ର କର୍କଟ ସମେତ ୭ ପ୍ରକାର କର୍କଟ ରୋଗ ସୃଷ୍ଟି ହୋଇଥାଏ। ସୁରାସାର ଆଲଡିହାଇଡ୍‌ ହାେଇଡ୍ରୋଜେନେଜ୍‌ ଏଞ୍ଜାଇମ୍‌କୁ ନଷ୍ଟ କରିଥାଏ। ଫଳରେ ଏସିଟେଟ୍‌ ସୃଷ୍ଟି ହୋଇଥାଏ। ଏହି ଏଞ୍ଜାଇମ୍‌ର ଅଭାବରେ ଶରୀରରେ ଡିଏନ୍‌ଏ ସଂରଚନାରେ ବ୍ୟତିକ୍ରମ ଦେଖାଯାଇଥାଏ ବୋଲି ବ୍ରିଟେନ୍‌ କର୍କଟ ଗବେଷଣା ପରିଷଦ ପକ୍ଷରୁ କରାଯାଇଥିବା ଗବେଷଣା ରିର୍ପୋଟରେ ଉଲ୍ଲେଖ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୃତ୍ତିକା ପ୍ରଦୂଷଣ ବଢ଼ାଉଛି ପ୍ଲାଷ୍ଟିକ୍‌

ପ୍ଲାଷ୍ଟିକ୍‌ ପ୍ରଦୂଷଣ ମଧ୍ୟ ସ୍ଥଳଭାଗରେ ନିଜର କାୟା ବିସ୍ତାର କରି ଚାଲିଛି। ପ୍ଲାଷ୍ଟିକ୍‌ ଆବର୍ଜନାକୁ ଖାଦ୍ୟ ବୋଲି ମନେକରି କିଛି ଜୀବ ଭକ୍ଷଣ କରିଥାନ୍ତି। ଏହା...

ଶରୀର ପାଇଁ ଉପକାରୀ ଗାଜର, ହାର୍ଟକୁ ସୁସ୍ଥ ରଖିବା ସହ…

ଗାଜର ଆମ ଶରୀର ପାଇଁ ବେଶ୍‌ ଉପକାରୀ। ଏଥିରେ ଭିଟାମିନ, ଫାଇବର୍‌ ଓ ଆଣ୍ଟି ଅକ୍ସିଡାଣ୍ଟ ଉପାଦାନ ଭରି ହୋଇରହିଛି। ଏଥିରେ ଏଭଳି ଉପକାରୀ ତତ୍ତ୍ୱ...

ବଂଶଗତ ରୋଗ ଥାଲାସିମିଆ

ଥାଲାସିମିଆ ଏକ ବଂଶଗତ ରକ୍ତ ରୋଗ। ଏହି ରୋଗରେ ଶରୀରରେ ଅକ୍ସିଜେନ୍‌ ପରିବହନକାରୀ ହେମୋଗ୍ଲୋବିନ୍‌ର ଗଠନ ତ୍ରୁଟିପୂର୍ଣ୍ଣ ହୋଇଯାଇଥାଏ। ଏହାଫଳରେ ଦେଖାଦିଏ ‘ଆନିମିଆ’ ବା ରକ୍ତାଳ୍ପତା।...

ରାତ୍ରିଭୋଜନ ବିଳମ୍ବରେ କରୁଥିଲେ, ହୋଇଯାନ୍ତୁ ସାବଧାନ: ନ ହେଲେ ହେବ ଏସବୁ ରୋଗ

ବିଭିନ୍ନ କାର୍ଯ୍ୟବ୍ୟସ୍ତତା ସହ ପରିବାର ସଦସ୍ୟ ଓ ପିଲାଙ୍କ ଖାଇବା ପରେ ଅଧିକାଂଶ ମହିଳା ରାତ୍ରିଭୋଜନ ବିଳମ୍ବରେ କରିଥା’ନ୍ତି। ହେଲେ ନିଜ ଖାଦ୍ୟ ପ୍ରତି ଅବହେଳା...

୨୦୨୬ରେ ଏହି ୨ରାଶି ଉପରେ ଶନିଙ୍କ କୁଦୃଷ୍ଟି, ପାଦେ ପାଦେ ବିପଦ, ରାତାରାତି ହୋଇଯିବେ…

ଶନି ଦେବଙ୍କୁ କର୍ମର ଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ଜ୍ୟୋତିଷ ଶାସ୍ତ୍ରରେ, ଶନି ଦେବଙ୍କୁ ସବୁଠାରୁ ନିଷ୍ଠୁର ଗ୍ରହ ଭାବରେ ବିବେଚନା...

ଏହି ବ୍ୟକ୍ତିଙ୍କ ଉପରେ ପଡେ ଶନି ମହାଦଶା, ନକରାତ୍ମକ ପ୍ରଭାବକୁ ହେବ ପ୍ରବଳ କ୍ଷତି!

ଶନିଦେବଙ୍କୁ କର୍ମଦାତା ଏବଂ ନ୍ୟାୟର ଦେବତା ଭାବରେ ବିବେଚନା କରାଯାଏ। ସେ ଲୋକଙ୍କୁ ସେମାନଙ୍କ କାର୍ଯ୍ୟ ଅନୁସାରେ ପୁରସ୍କାର ଦିଅନ୍ତି। ଜ୍ୟୋତିଷ ଶାସ୍ତ୍ରରେ, ନଅଟି ଗ୍ରହ...

ମଧୁମେହ ରୋଗୀଙ୍କ ପାଇଁ ଖୁସି ଖବର! ଭାରତରେ ଲଞ୍ଚ ହେଲା ଔଷଧ, ଦାମ୍…

ନୂଆଦିଲ୍ଲୀ,୧୩।୧୨: ବର୍ତ୍ତମାନ ସମୟରେ ଡାଇବେଟିସ ଏକ ମୁଣ୍ଡବ୍ୟଥା କାରଣ ସାଜିଛି । ସବୁ ବୟସର ଲୋକେ ଏହି ରୋଗରେ ପୀଡିତ ହେଉଛନ୍ତି । ହେଲେ ଏହାରି...

ଧନୁ ସଂକ୍ରାନ୍ତିରେ ୫ରାଶିଙ୍କ ହାତକୁ ଅଚାନକ ଆସିବ ଟଙ୍କା! ନୂଆ ଗହଣା କିଣିବେ…

୨୦୨୫ର ଶେଷ ସଂକ୍ରାନ୍ତି ହେଉଛି ଧନୁ ସଂକ୍ରାନ୍ତି, ଯାହା ମଙ୍ଗଳବାର, ଡିସେମ୍ବର ୧୬ ତାରିଖରେ ପଡୁଛି। ଦ୍ରିକ ପାଞ୍ଜି ଅନୁସାରେ, ସୂର୍ଯ୍ୟଙ୍କର ଧନୁ ରାଶିରେ ପ୍ରବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri