ଅପରାଜିତାଙ୍କ ବିପକ୍ଷରେ ଜିତିବା ନେଇ ଏମିତି କହିଲେ ମନ୍ମଥ ରାଉତରାୟ

ପୁରୀ,୨୮।୩: ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ସାନ ପୁଅ ମନ୍ମଥ ରାଉତରାୟଙ୍କୁ ଭୁବନେଶ୍ୱର ଲୋକ ସଭା ଆସନରୁ ବିଜେଡି ଟିକେଟ ଦେଇଛି। ଏହାକୁ ନେଇ ରାଜନୀତି ଜୋର ଧରିଛି। ତାଙ୍କ ବାପା ଏବଂ ଭାଇ ଏହି ନିଷ୍ପତ୍ତିକୁ ବିରୋଧ...

ଆଜି ଭାଜପାରେ ମିଶିବେ ଅଭିନେତା ସିଦ୍ଧାନ୍ତ ମହାପାତ୍ର!

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ ଅନ୍ୟ ସବୁ ଆସନରେ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୩ ଲୋକସଭା ଆସନ,...

ଟ୍ରକ୍‌ରେ ପିଟିହେଲା ହାଇଓ୍ବା, ଚାଲିଗଲା ଡ୍ରାଇଭରଙ୍କ ଜୀବନ

ଭଦ୍ରକ,୨୮ା୩(ସନାତନ ରାଉତ): ଭଦ୍ରକ ୧୬ନଂ ଜାତୀୟ ରାଜପଥର ଦମକଳ କେନ୍ଦ୍ର ସମ୍ମୁଖରେ ଗୁରୁବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି। ସୂଚନାନୁଯାୟୀ, ଦୁଇଦିନ ପୂର୍ବରୁ ତାମିଲନାଡୁର ଗୋଟିଏ ୧୪ ଚକିଆ (ଟିଏନ୍‌ ୫୭ଏ ଏମ୍‌...

ଆଜି ପଦ୍ମ ଧରିବେ ଭର୍ତ୍ତୃହରି! ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା

ଭୁବନେଶ୍ୱର,୨୮।୩: ପାଖେଇ ଆସିଲାଣି ନିର୍ବାଚନ। ଏହାରି ଭିତରେ ଭାଜପା ଓ ବିଜେଡି ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ ଅନ୍ୟ ସବୁ ଆସନରେ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ୩ ଲୋକସଭା ଆସନ,...

ଟିକେଟ୍‌ ମିଳିବା ପରେ ମହାପ୍ରଭୁଙ୍କ ଦର୍ଶନ କଲେ ବବି ଦାସ

ପୁରୀ,୨୮।୩: ବିଜୁ ଜନତା ଦଳ ପକ୍ଷରୁ ସମ୍ବଲପୁର ଲୋକ ସଭା ନିର୍ବାଚନ ମଣ୍ଡଳୀ ପ୍ରାର୍ଥୀ ଭାବେ ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ନାମ ଘୋଷଣା କରାଯାଇଛି। ବବିଙ୍କୁ ଟିକେଟ୍‌ ମିଳିବା ପରେ ସେ ମହାପ୍ରଭୁଙ୍କୁ ଦର୍ଶନ କରି ଆଶୀର୍ବାଦ ଭିକ୍ଷା କରିଛନ୍ତି।...

ଖୁବ୍‌ଶୀଘ୍ର ଭାଜପାର ଓଡ଼ିଶା ବିଧାନ ସଭା ତାଲିକା! ଦିଲ୍ଲୀ ଗଲେ ରାଜ୍ୟ ସଭାପତି

ଭୁବନେଶ୍ୱର,୨୮।୩: ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିବା ପରେ ଏବେ ଆରମ୍ଭ ହୋଇଛି ପ୍ରାର୍ଥୀ ଘୋଷଣା। ଦୁଇ ଦଳ ପର୍ଯ୍ୟାୟ ପର୍ଯ୍ୟାୟ ହିସାବରେ ପ୍ରାର୍ଥୀ ତାଲିକା ଘୋଷଣା କରୁଛନ୍ତି। ଭାଜପା ଓଡିଶାର ୩ଟି ଆସନ ଛାଡିଦେଲେ ଅନ୍ୟ ସବୁ ଆସନରେ ପ୍ରାର୍ଥୀ...

ପ୍ରଧାନ ବିଚାରପତିଙ୍କୁ ଚିଠି ଲେଖିଲେ ୬୦୦ରୁ ଅଧିକ ଓକିଲ: ଏହି କଥାକୁ ନେଇ ଚିନ୍ତାପ୍ରକଟ

ନୂଆଦିଲ୍ଲୀ,୨୮।୩: ଦେଶର ୬୦୦ରୁ ଅଧିକ ଓକିଲ ଭାରତର ପ୍ରଧାନ ବିଚାରପତି ଡିଏ ଚନ୍ଦ୍ରଚୁଡଙ୍କୁ ଚିଠି ଲେଖିଛନ୍ତି। କୁହାଯାଇଛି ଯେ ଏକ ‘ନିର୍ଦ୍ଦିଷ୍ଟ ଗୋଷ୍ଠୀ’ ନ୍ୟାୟପାଳିକା ଉପରେ ଏହାର ପ୍ରଭାବ ପକାଇବାକୁ ଚେଷ୍ଟା କରୁଛି, ଯାହା ବିଷୟରେ ସେମାନେ ବହୁତ ଚିନ୍ତିତ।...

ପାଣ୍ଡ୍ୟାଙ୍କୁ ଗାଳି, ଗାଏକଓ୍ବାଡଙ୍କ ପାଇଁ ତାଳି…ଅଧିନାୟକ ଦାୟିତ୍ୱ କିଭଳି ଦିଆଯାଏ ଧୋନୀଙ୍କଠାରୁ ଶିଖିବା ଉଚିତ

ନୂଆଦିଲ୍ଲୀ,୨୮।୩: ଆଇପିଏଲ୍‌ରେ ମାର୍ଚ୍ଚ ୨୪ ଏବଂ ୨୬ର ଦୃଶ୍ୟ ବହୁତ କିଛି ବୟାନ କରୁଛି। ପ୍ରଥମେ ମାର୍ଚ୍ଚ ୨୪ ବିଷୟରେ କଥା ହେବା। ଏହି ଦିନ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ଗୁଜୁରାଟ ଟାଇଟାନ୍ସ ମଧ୍ୟରେ ମ୍ୟାଚ୍‌ ହୋଇଥିଲା। ଏହି ମ୍ୟାଚ...

‘ନିର୍ବାଚନ ଲଢ଼ିବାକୁ ଟଙ୍କା ନାହିଁ’ ବୟାନକୁ ନେଇ ଚର୍ଚ୍ଚାରେ ଥିବା ଅର୍ଥମନ୍ତ୍ରୀ ସୀତାରମଣଙ୍କ ସମ୍ପତ୍ତି କେତେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୮।୩: ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ମନା କରି ଦେଇଛନ୍ତି। ଭାରତୀୟ ଜନତା ପାର୍ଟି (ବିଜେପି) ଚାହୁଁଥିଲା ଯେ ସେ ଆନ୍ଧ୍ରପ୍ରଦେଶ କିମ୍ବା ତାମିଲନାଡୁରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରନ୍ତୁ।  ହେଲେ  ପାଖରେ ନିର୍ବାଚନ ଲଢ଼ିବାକୁ...

ନିର୍ବାଚନବେଳେ ଜବତ ମଦ-ଟଙ୍କା କିଏ ରଖନ୍ତି, ଜାଣିଲେ ହୋଇଯିବେ ତାଜୁବ

ନୂଆଦିଲ୍ଲୀ,୨୮।୩: ଦେଶରେ ଲୋକ ସଭା ନିର୍ବାଚନ ପାଇଁ ବାଜିସାରିଛି ବିଗୁଲ । ଲୋକ ସଭା ନିର୍ବାଚନର ତାରିଖ ମଧ୍ୟ ନିର୍ବାଚନ ଆୟୋଗ ଘୋଷଣା କରିଛନ୍ତି। ଏହା ଏପ୍ରିଲ ୧୯ରୁ ଆରମ୍ଭ ହୋଇ ଜୁନ୍‌ ୧ ପର୍ଯ୍ୟନ୍ତ ଜାରି ରହିବ। ସମଗ୍ର...

ଭାରତର ଆପତ୍ତି ସତ୍ତ୍ୱେ ସୁଧୁରୁନି ଆମେରିକା, ପୁଣି କେଜ୍‌ରିଓ୍ବାଲଙ୍କ ଗିରଫକୁ ନେଇ ଏମିତି କହିଲା

ଓ୍ବାଶିଂଟନ୍‌,୨୮।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଗିରଫଦାରୀ ଉପରେ ଆମେରିକା ପୁଣି ଥରେ ମନ୍ତବ୍ୟ ଦେଇଛି। ଭାରତ ବିରୋଧ ପ୍ରଦର୍ଶନ ସତ୍ତ୍ୱେ ଆମେରିକା ଏଥିରୁ ନିବୃତ୍ତ ହୋଇନାହିଁ। ଆମେରିକାର ବୈଦେଶିକ ବିଭାଗ ମୁଖପାତ୍ର ମାଥ୍ୟୁ ମିଲର କହିଛନ୍ତି, ଅରବିନ୍ଦ କେଜ୍‌ରିୱାଲଙ୍କୁ...

ଭୁବନେଶ୍ୱରରେ ଏତିକି ହୋଇଗଲା ତେଲ ଦର

ଭୁବନେଶ୍ୱର,୨୮।୩: ନିର୍ବାଚନ ଲାଗି ନିକଟରେ ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଥିଲା। ମୂଲ୍ୟ ବୃଦ୍ଧି କିମ୍ବା ହ୍ରାସ ଭଳି ପରିବର୍ତ୍ତନ ରାଜ୍ୟଗୁଡିକ ଦ୍ୱାରା ଲାଗୁ ହୋଇଥିବା ଟ୍ୟାକ୍ସ ଯୋଗୁଁ ହୋଇପାରେ । ସହରରେ ସ୍ଥାନୀୟ ଟିକସ ଲାଗୁ...

ଗ୍ରାହକଙ୍କୁ ଝଟ୍‌କା ଦେଲା SBI, ଏପ୍ରିଲ ପହିଲାରୁ…

ନୂଆଦିଲ୍ଲୀ,୨୮।୩: ଦେଶର ସର୍ବବୃହତ ସରକାରୀ ବ୍ୟାଙ୍କ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଏହାର ଗ୍ରାହକଙ୍କୁ ଦେଇଛି ବଡ଼ ଝଟ୍‌କା। ବ୍ୟାଙ୍କ ଡେବିଟ୍‌ କାର୍ଡ ଉପରେ ମେନ୍ଟେନାନ୍ସ ଚାର୍ଜ(ରକ୍ଷଣାବେକ୍ଷଣ ଦେୟ) ବଢ଼ାଇବାକୁ ଘୋଷଣା କରିଛି। କ୍ଲାସିକ୍‌, ସିଲ୍‌ଭର, ଗ୍ଲୋବାଲ, କଣ୍ଟାକ୍ଟଲେସ୍‌ ଏବଂ...

କୋର୍ଟରେ ଆଜି ବଡ଼ ଖୁଲାସା କରିବେ କେଜ୍‌ରିଓ୍ବାଲ!

ନୂଆଦିଲ୍ଲୀ,୨୮।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ନିକଟରେ ମଦ ଦୁର୍ନୀତି ମାମଲାରେ କିଛି ପ୍ରମାଣ ରହିଛି। ଏହା ସମ୍ପୂର୍ଣ୍ଣ ପ୍ରସଙ୍ଗ ଉପରୁ ପରଦା ଉଠାଇପାରେ ବୋଲି ବୁଧବାର କେଜ୍‌ରିଓ୍ବାଲଙ୍କ ପତ୍ନୀ ସୁନୀତା ସ୍ପଷ୍ଟ କରିଥିଲେ। ଏମିତିରେ ଯଦି ସେ ଆଜି...

ରାଜକୁମାରୀଙ୍କୁ କ୍ୟାନସର, ତଥାପି ତୁଟୁନି ରାଜ ପରିବାର କଳି

ଲଣ୍ଡନ,୨୮।୩: ବ୍ରିଟିଶ ରାଜ ପରିବାରର ଦୁଇ ଭାଇଙ୍କ ମଧ୍ୟରେ ମତଭେଦ ବଢିବାରେ ଲାଗିଛି। ରାଜକୁମାରୀ କେଟ ମିଡଲେଟନ କ୍ୟାନସର ରୋଗ ସହ ସଂଗ୍ରାମ କରୁଛନ୍ତି। ଏହି ସମୟ ମଧ୍ୟରେ ତାଙ୍କ ସ୍ବାମୀ ପ୍ରିନ୍ସ ୱିଲିୟମ ତାଙ୍କ ସାନଭାଇ ପ୍ରିନ୍ସ ହ୍ୟାରିଙ୍କୁ...

ଭାରତର ଏହି ସହରରେ ପ୍ରସ୍ତୁତ ହୁଏ ଆଇପିଏଲ୍‌ ବଲ୍‌, ବର୍ଷକୁ ୫୦୦ କୋଟି ଟଙ୍କା ରୋଜଗାର

ବର୍ତ୍ତମାନ ଆଇପିଏଲ ଚାଲିଛି। ଇଣ୍ଡିଆନ ପ୍ରିମିୟର ଲିଗ୍‌କୁ ନେଇ ଲୋକଙ୍କ ମଧ୍ୟରେ ଏକ ବଡ଼ କ୍ରେଜ୍‌ ରହିଛି। ଏହି ପ୍ରତିଯୋଗିତା ୬୬ ଦିନ ପର୍ଯ୍ୟନ୍ତ ଚାଲିବ। କିନ୍ତୁ ଆପଣ ଜାଣନ୍ତି କି ଖେଳାଳିମାନେ ଯେଉଁ ବଲ୍‌ରେ ଖେଳୁଛନ୍ତି, ସେହି ବଲ୍‌...

ଦ୍ୱନ୍ଦ୍ୱରେ କଂଗ୍ରେସ, ସୁର ପରିବାର ପଲଟିକ୍ସକୁ ନେଇ ଓଡ଼ିଶା ରାଜନୀତିରେ ହଟଚମଟ

ଭୁବନେଶ୍ୱର,୨୮।୩: ବରିଷ୍ଠ କଂଗ୍ରେସ ନେତା ସୁର ରାଉତରାୟଙ୍କ ପରିବାରକୁ ନେଇ କାଲିଠାରୁ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି । ସାନପୁଅ ମନ୍ମଥ ରାଉତରାୟ ବିଜେଡିର ଭୁବନେଶ୍ବର ଲୋକ ସଭା ଟିକେଟ୍‌ ପାଇବାବେଳେ ସୁର ରାଉତରାୟ କଂଗ୍ରେସର ସବୁ ପଦ ପଦବୀରୁ...

ନିର୍ବାଚନ ପୂର୍ବରୁ କଂଗ୍ରେସର ‘ହାତ’ ଛାଡିଲେ ଭାରତର ସବୁଠୁ ଧନୀ ମହିଳା

ନୂଆଦିଲ୍ଲୀ,୨୮।୩: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସ ପ୍ରତିଦିନ ଗୋଟିଏ ପରେ ଗୋଟିଏ ଝଟ୍‌କା ଲାଗୁଛି। ବର୍ତ୍ତମାନ ଭାରତର ସବୁଠାରୁ ଧନୀ ମହିଳା ତଥା ଦେଶର ଶ୍ରେଷ୍ଠ ଧନୀ ବ୍ୟକ୍ତିଙ୍କ ତାଲିକାରେ ଅନ୍ତର୍ଭୁକ୍ତ ସାବିତ୍ରୀ ଜିନ୍ଦଲ କଂଗ୍ରେସ ଛାଡିବାକୁ ଘୋଷଣା...

‘ଆଉ ତତେ ଗ୍ରହଣ କରିବି ନାହିଁ’

ଲାଞ୍ଜିଗଡ଼,୨୮।୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ କରି ପ୍ରତାରଣା କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ ଖଗେଶ୍ବର ମାଝି...

ମୁମ୍ବାଇ ଇଣ୍ଡିଆନ୍ସ-ସନରାଇଜର୍ସ ହାଇଦ୍ରାବାଦ ମ୍ୟାଚ୍‌ରେ ରେକର୍ଡ ବର୍ଷା

ହାଇଦ୍ରାବାଦ୍‌,୨୮।୩: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଆଇପିଏଲ ଇତିହାସରେ ସନରାଇଜର୍ସ ହାଇଦ୍ରାବାଦ ସର୍ବାଧିକ ସ୍କୋର କରିଥିଲା। ଏହାପୂର୍ବରୁ ଏହି ରେକର୍ଡ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ନାମରେ ଥିଲା। ଆଇପିଏଲ ୨୦୧୩ରେ ଆରସିବି ୨୬୩ ରନ ସ୍କୋର କରିଥିଲା। କିନ୍ତୁ ବର୍ତ୍ତମାନ ସନରାଇଜର୍ସ...

ଆତ୍ମସମର୍ପଣ କଲେ ୟୁଟ୍ୟୁବର ମୋନାଲିସା

ଯାଜପୁର,୨୮ା୩: ୟୁଟ୍ୟୁବର ମୋନାଲିସା ଭଦ୍ର ଯାଜପୁରରୋଡ୍‌ସ୍ଥିତ ବନ ବିଭାଗ କାର୍ଯ୍ୟାଳୟରେ ଗୁରୁବାର ଆତ୍ମସମର୍ପଣ କରିଛନ୍ତି। ମୋନାଲିସା ବନ୍ୟଜନ୍ତୁଙ୍କୁ ଘରେ ରଖି ଭିଡିଓ ପ୍ରସ୍ତୁତ କରି ସୋସିଆଲ ମିଡିଆରେ ଶେୟାର କରୁଥିଲେ। ଏନେଇ ତାଙ୍କ ନାମରେ ଅଭିଯୋଗ ହୋଇଥିଲା। ସୂଚନାଯୋଗ୍ୟ, ବେଆଇନ...