ଅଭିଷେକ, ବିଶ୍ୱଭୂଷଣ, ଦିବ୍ୟଶକ୍ତିଙ୍କ ଶତକ

ଭୁବନେଶ୍ୱର,୧୯ା୩(ସରୋଜ ଜେନା): ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ) ପକ୍ଷରୁ ଆରମ୍ଭ ହୋଇଥିବା ସିନିୟର ଆନ୍ତଃଜିଲା କଳାହାଣ୍ଡି କପ୍‌ କ୍ରିକେଟର ଦ୍ୱିତୀୟ ଦିନରେ ଭୁବନେଶ୍ୱର ଏ, ଇକୋର୍ସା, ଖୋର୍ଦ୍ଧା, କଟକ ଏ’ ରାଉରକେଲା ଓ ବାଲେଶ୍ୱର ବିଜୟୀ ହୋଇଛନ୍ତି। ଡାଇମଣ୍ଡ ଏ...

ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଆଫଗାନିସ୍ତାନ

କାବୁଲ,୧୯।୩: ଆଫଗାନିସ୍ତାନରେ ପାକିସ୍ତାନୀ ଏୟାର ଷ୍ଟ୍ରାଇକକୁ ତାଲିବାନ ମୁହଁତୋଡ ଜବାବ ଦେଇଛି। ତାଲିବାନ ସୈନ୍ୟମାନେ ଡୁରାଣ୍ଡ ଲାଇନ ନିକଟରେ ପାକିସ୍ତାନୀ ସାମରିକ ପୋଷ୍ଟକୁ ଧ୍ୱଂସ କରିଛନ୍ତି। ପ୍ରତିରକ୍ଷା ମନ୍ତ୍ରଣାଳୟର ଉଦ୍ଦେଶ୍ୟରେ ଆଫଗାନିସ୍ତାନ ଗଣମାଧ୍ୟମ ଏହି ଆକ୍ରମଣକୁ ନିଶ୍ଚିତ କରିଛି। ଆଫଗାନିସ୍ତାନ...

ବାଂଲାଦେଶ ସିରିଜ ବିଜୟୀ

ଚିଟ୍ଟାଗଙ୍ଗ, ୧୯ା୩ (ଏପି): ଶ୍ରୀଲଙ୍କା ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚ୍‌ରେ ବାଂଲାଦେଶ ୪ ଉଇକେଟରେ ବିଜୟ ହାସଲ କରିଛି। ଦଳ ଏଥିସହିତ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୧ରେ ଜିତି ନେଇଛି। ସୋମବାର ଖେଳାଯାଇଥିବା ଏହି ମ୍ୟାଚରେ...

ଟାଇଟଲ ବଜାୟ ରଖିଲେ ଅଲ୍‌କାରାଜ

ଇଣ୍ଡିଆନ ଓ୍ବେଲ୍ସ, ୧୯ା୩ (ଏପି): କାର୍ଲୋସ ଅଲ୍‌କାରାଜ ବିଏନ୍‌ପି ପାରିବାସ ଓପନ୍‌ ଟେନିସ ଟାଇଟଲ ବଜାୟ ରଖିଛନ୍ତି। ଫାଇନାଲରେ ସେ ଡାନିଲ ମେଡଭେଡେଭଙ୍କୁ ୭-୬ (୫), ୬-୧ରେ ହରାଇ ଦେଇଛନ୍ତି। ଏହି ଇଭେଣ୍ଟରେ ସେ କ୍ରମାଗତ ଦ୍ୱିତୀୟ ଥର ଫାଇନାଲରେ...

ବିପଦସଙ୍କୁଳ ଅଚଳ ମୋବାଇଲ ଟାୱାର

ଯାଜପୁରରୋଡ୍‌,୧୯ା୩(ପବିତ୍ର ରଞ୍ଜନ ମହାନ୍ତି):ଯାଜପୁର ଜିଲାର ବିଭିନ୍ନ ଅଞ୍ଚଳରେ ଛତୁ ଫୁଟିଲା ପରି ମୋବାଇଲ ଟାୱାର ନିର୍ମାଣ ହୋଇଛି। ମୋବାଇଲ ଟାୱାର କମ୍ପାନୀଗୁଡ଼ିକ ସେମାନଙ୍କ ସୁବିଧା ଅନୁଯାୟୀ ଲୋକଙ୍କଠାରୁ ଲିଜ ସୂତ୍ରରେ ଘରଛାତ ଏବଂ ଘର ନିକଟରେ ଜମି ନେଇ ସୁଉଚ୍ଚ...

୮ କୋଟି ଟଙ୍କାର ରାସ୍ତା ୮ ଦିନରେ ଫାଟିଲା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲା ଆର୍‌ ଏଣ୍ଡ ବି ଡିଭିଜନ ତଥା ପୂର୍ତ୍ତ ବିଭାଗ ଅଧୀନରେ ୮ କୋଟି ଟଙ୍କାର ରାମବାଗ-ଛତ୍ରପଡା ରାସ୍ତା କାର୍ଯ୍ୟ ୮ ଦିନ ମଧ୍ୟରେ ଫାଟି ଉଠି ଯାଇଛି ା ଏନେଇ ଅଞ୍ଚଳବାସୀଙ୍କ ପକ୍ଷରୁ ଉଦ୍‌ବେଗ...

ମୋ ଅଭିଧାନରେ ନାହିଁ ଶବ୍ଦ ବିଲୁପ୍ତ

ଜୀବନ ପାଇଁ ଖାଦ୍ୟ, ବସ୍ତ୍ର ଓ ବାସଗୃହ ନିତାନ୍ତ ଆବଶ୍ୟକ। ଏହାକୁ ଆଧାର କରି ସେ ବାସଗୃହ ନିର୍ମାଣ ଓ ବ୍ୟବସାୟ କ୍ଷେତ୍ରରେ ପାଦ ଥାପିଥିଲେ। କିନ୍ତୁ ଏକ ପରିପୁଷ୍ଟ ଜୀବନ ପାଇଁ ଶିକ୍ଷା ଅପରିହାର୍ଯ୍ୟ। ଏହାଛଡ଼ା ଶିକ୍ଷା ବ୍ୟତିରେକେ...

ନିଯୁକ୍ତି, କ୍ଷତିପୂରଣ ଅପେକ୍ଷାରେ ଜମିହରା

ଯାଜପୁର,୧୯ା୩(ହର୍ଷବର୍ଦ୍ଧନ ବେହେରା) :ରାଜ୍ୟ ସରକାରଙ୍କ ଦ୍ରୁତ ଶିଳ୍ପାୟନ ପ୍ରକ୍ରିୟାରେ ଯାଜପୁର ଜିଲା କଳିଙ୍ଗନଗରରେ ନବେ ଦଶକରୁ ବିପୁଳ ପରିମାଣରେ ସରକାରୀ ଓ ସାଧାରଣ ପ୍ରଜାଙ୍କ ଜମି ଅଧିଗ୍ରହଣ କରାଯାଇଛି । ସେହି ସମୟରେ ସାଧାରଣ ପ୍ରଜାଙ୍କ ଜମିର ମୂଲ୍ୟ କମ...

ଭାରତୀୟ ବ୍ୟାଙ୍କଗୁଡ଼ିକୁ ସତର୍କ କଲା ଆର୍‌ବିଆଇ

ଭୁବନେଶ୍ୱର,୧୯।୩: ଦିନକୁ ଦିନ ସାଇବର ଅପରାଧର ଆଶଙ୍କା ବଢ଼ୁଥିବାବେଳେ ଆଗାମୀ ଦିନରେ କେତେକ ଭାରତୀୟ ବ୍ୟାଙ୍କ ଉପରେ ସାଇବର ଆକ୍ରମଣ ବୃଦ୍ଧି ପାଇପାରେ ବୋଲି କେନ୍ଦ୍ରୀୟ ବ୍ୟାଙ୍କ ଆଶଙ୍କା କରୁଛି। ଏନେଇ ଭାରତୀୟ ବ୍ୟାଙ୍କଗୁଡ଼ିକୁ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)...

ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ଜଗତ୍‌ସିଂହପୁର, ୧୯ା୩(ପ୍ରମୋଦ କୁମାର ନାୟକ):ତିର୍ତ୍ତୋଲ ଥାନା ଅଞ୍ଚଳରେ ୨୦୧୮ରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ ପରେ ଅନ୍ୟ ରାଜ୍ୟରେ ରଖାଯାଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହାର ବିଚାର କରି...

ବିଜିୟୁରେ ୩ ଦିନିଆ ଜାତୀୟ କର୍ମଶାଳା

ଭୁବନେଶ୍ୱର,୧୯।୩: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ), ନିଆଦିଲ୍ଲୀର କନ୍‌ସୋର୍ଟିୟମ ଫର୍‌ ଏଜୁକେଶନାଲ କମ୍ୟୁନିକେଶନ (ସିଇସି) ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅଧୀନ ଇଣ୍ଟର ୟୁନିଭରସିଟି ସେଣ୍ଟର ଫର୍‌ ୟୁଜିସିର ମିଳିତ ସହଯୋଗରେ...

ବର୍ଷା ପୂର୍ବରୁ ଲୁଣା, କରାଣ୍ଡିଆ ବନ୍ଧ ସୁଦୃଢ଼ ଦାବି

କେନ୍ଦ୍ରାପଡ଼ା,୧୯ା୩ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୬ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ ଅଛି। ସହରଠାରୁ ୧୦ କି.ମି. ଦୂରରେ ଥିବା ଏହି ଦ୍ୱୀପାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ,...

ବଜାରରେ ହାୟର ଇଣ୍ଡିଆର ନୂତନ ଉତ୍ପାଦ ରେଞ୍ଜ

ଭୁବନେଶ୍ୱର,୧୯।୩: ଦେଶର ପ୍ରମୁଖ ଆପ୍ଲାଏନ୍ସ ବ୍ରାଣ୍ଡ୍‌ ତଥା ହାୟର ଆପ୍ଲାଏନ୍ସ ଇଣ୍ଡିଆର ନୂତନ ଉତ୍ପାଦ ରେଞ୍ଜ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି କ୍ରମାଗତ ଭାବେ ୧୫ ବର୍ଷ ଧରି ଭାରତୀୟ ପ୍ରମୁଖ ଉପକରଣ ବ୍ରାଣ୍ଡ୍‌ ଭାବେ କମ୍ପାନୀ ୨୦ତମ ପୂର୍ତ୍ତି...

ମିଭାନ ସାମନ୍ତରାୟ ଜିତିଲେ ‘ହାର୍‌ଲେ ଡେଭିଡ୍‌ସନ’

ଭୁବନେଶ୍ୱର,୧୯।୩: ଓଡ଼ିଶାର ସର୍ବବୃହତ୍‌ ଶାଢ଼ି ଏବଂ ଗାର୍ମେଣ୍ଟ୍‌ସ ଶୋ’ରୁମ ‘ଶ୍ରୀଦୁର୍ଗା’ ଫ୍ୟାମିଲି ଷ୍ଟୋର ପକ୍ଷରୁ ଆୟୋଜିତ ଲକି ଡ୍ର କାର୍ଯ୍ୟକ୍ରମରେ ଭୁବନେଶ୍ୱରର ମିଭାନ ସାମନ୍ତରାୟ ଭାଗ୍ୟଶାଳୀ ବିଜେତା ହୋଇଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୨୩ ଦୁର୍ଗାପୂଜାରେ ଆରମ୍ଭ ହୋଇଥିବା ଲକି ଡ୍ର’ଅଫର୍‌ର ବିଜେତାଙ୍କ...

ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା: ତୃତୀୟ ସ୍ଥାନରେ ଓଡ଼ିଆ ଅଫିସର ମନ୍ଦାକିନୀ

ଭୁବନେଶ୍ୱର, ୧୯।୩ (ବନ୍ଦନା ସେଠୀ): ଚତୁର୍ଥ ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା ଉତ୍ତର ପ୍ରଦେଶର ଆମ୍ରୋହାଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେଶର ପ୍ରାୟ ୫ଶହ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ତେବେ ପ୍ରତିଯୋଗିତାରେ ବରିଷ୍ଠ ‘କ’ ବିଭାଗ (୨୮ରୁ ୩୫ବର୍ଷ) ବର୍ଗରେ...

୨ ବ୍ୟାଙ୍କରେ ଜମାହେବ ଶ୍ରୀମନ୍ଦିର ପାଣ୍ଠିର ୩୯ କୋଟି ୨୨ ଲକ୍ଷ

ପୁରୀ, ୧୯ା୩(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ସୋମବାର ଶ୍ରୀମନ୍ଦିର ଅର୍ଥ ସବ୍‌କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥ ତଥା ଶ୍ରୀମନ୍ଦିର ପାଣ୍ଠି ଅର୍ଥ ଡିପୋଜିଟ ନେଇ ବୈଠକରେ ବିଡିଂ କରାଯାଇଥିଲା। ଦୁଇଟି ବ୍ୟାଙ୍କ୍‌ରେ ଶ୍ରୀମନ୍ଦିର ଉନ୍ନୟନ ପାଣ୍ଠିର...

ଏଇ ଭାରତରେ

ସରକାରୀ ସ୍କୁଲରେ ପିଲା ସଂଖ୍ୟା କମିବା ଏବେ ଚିନ୍ତାର କାରଣ ହେଉଛି। ଏଥିରେ ସୁଧାର ଆଣିବା ଲାଗି ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ତଥାପି ସଫଳତା ଆଶାନୁରୂପ ହୋଇପାରୁନାହିଁ। କିନ୍ତୁ ମଧ୍ୟପ୍ରଦେଶର ନାଗପୁର-ଛିନ୍ଦଓ୍ବାଡା ରାସ୍ତାକଡ଼ରେ ଥିବା ଉମରାନାଳାସ୍ଥିତ ସରକାରୀ...

ଦଶପଲ୍ଲାରେ ଏମ୍‌ଆର୍‌ଏଫ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ

ଭୁବନେଶ୍ୱର,୧୯।୩ (ଅଭୟ ଦାଶ): ଦେଶର ପ୍ରମୁଖ ବହୁରାଷ୍ଟ୍ରୀୟ ଟାୟାର ଉତ୍ପାଦକ କମ୍ପାନୀ ଏମ୍‌ଆର୍‌ଏଫ୍‌ ଲିମିଟେଡର ଏକ୍ସକ୍ଲୁସିଭ ଆଉଟଲେଟ ‘ଆଶୁତୋଷ ଟାୟାର୍ସ’ ସୋମବାର ନୟାଗଡ଼ର ଦଶପଲ୍ଲାସ୍ଥିତ ହରିଡାବାରିଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏମ୍‌ଆର୍‌ଏଫ୍‌ ଲିମିଟେଡ ଓଡ଼ିଶା (ଭୁବନେଶ୍ୱର) ୟୁନିଟର ଜିଲା...

ବାପା କେବେ କାନ୍ଦନ୍ତିନି

ଡ. ନରେନ୍ଦ୍ର ସେଠୀ ସବୁ ପିଲାଙ୍କୁ ବାପା ସୁପର ହିରୋ ଲାଗନ୍ତି। ଯାତର ମହଙ୍ଗା ଖେଳନା, ସେକେଣ୍ଡହାଣ୍ଡ ସାଇକେଲ, ହୋଲିର ପିଚକାରି, ଜନ୍ମ ଦିନର ଜାମା ସବୁ ବାପା ଯୋଗାଡ଼ କରିପାରନ୍ତି, କିଛି ବି ତାଙ୍କ ଅପହଞ୍ଚ ଇଲାକାରେ ଅସମ୍ଭବ...

ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା ବିଶ୍ୱର ସର୍ବବୃହତ୍‌ ଦୁର୍ନୀତି: ପ୍ରକାଶ ରାଜ

ମେଙ୍ଗାଲୁରୁ,୧୯ା୩: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏବଂ ଆୟକର ବିଭାଗ ରାଡାରରେ ଥିବା କର୍ପୋରେଟ୍‌ କମ୍ପାନୀ ଓ ବ୍ୟବସାୟୀମାନଙ୍କଠାରୁ ଇଲେକ୍ଟୋରାଲ ବଣ୍ଡ୍‌ ଜରିଆରେ ଭାଜପା ବିପୁଳ ଅର୍ଥ ଦାନ ଆକାରରେ ଗ୍ରହଣ କରିଛି। ଏହା ବିଶ୍ୱର ସର୍ବବୃହତ୍‌ ଦୁର୍ନୀତି ବୋଲି ଲୋକପ୍ରିୟ...

ଆଦିବାସୀଙ୍କ ବିକାଶକୁ ପ୍ରାଥମିକତା ଦେଇଛୁ: ବିଜେଡି

ଭୁବନେଶ୍ୱର,୧୯ା୩(ଅନିଲଦାସ):ଆଦିବାସୀ ସମ୍ପ୍ରଦାୟ ଓଡ଼ିଶା ରାଜ୍ୟ ଜନସଂଖ୍ୟାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ସେମାନେ ଅନନ୍ୟ ସଂସ୍କୃତି, ଜୀବନଶୈଳୀର ପ୍ରତିନିଧିତ୍ୱ କରନ୍ତି। ଉଦ୍ଭିଦର ଔଷଧୀୟ ଦିଗ ସମେତ ଜଙ୍ଗଲ ଏବଂ ବନଜାତ ଦ୍ରବ୍ୟ ବିଷୟରେ ଅନେକ ପ୍ରକାରର ଅନନ୍ୟ ଜ୍ଞାନର ଭଣ୍ଡାର ଅଟନ୍ତି...