ଟ୍ରମ୍ପ ଓକିଲଙ୍କ କୋର୍ଟରେ ଅପିଲ, ୨୦୨୦ ନିର୍ବାଚନ ମାମଲାରେ ବିଳମ୍ବରେ ହେଉ ଶୁଣାଣି

ଓ୍ବାଶିଂଟନ୍‌,୯।୮: ୨୦୨୦ ନିର୍ବାଚନକୁ ରଦ୍ଧ କରିବାକୁ ଚେଷ୍ଟା କରୁଥିବା ଅଭିଯୋଗରେ ଅଭିଯୁକ୍ତ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଜିଲା କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଟ୍ରମ୍ପଙ୍କ ଓକିଲମାନେ ଏହି ଅଭିଯୋଗର ଶୁଣାଣି ସମୟକୁ ବିଳମ୍ବ କରିବାକୁ କୋର୍ଟଙ୍କ ପାଖରେ ନିବେଦନ କରିଛନ୍ତି। ଯାହା ଏହି ମାମଲାରେ ପ୍ରମାଣ ବ୍ୟବହାର କରାଯାଇପାରିବ। ଯାହାଦ୍ୱାରା ପ୍ରମାଣକୁ କିପରି ଉପଯୋଗ କରାଯାଇପାରିବ ସେ ନେଇ ସମୟ ମିଳିପାରିବ। ଟ୍ରମ୍ପଙ୍କ ଓକିଲମାନେ ଆସନ୍ତା ସପ୍ତାହ ଆରମ୍ଭ ପର୍ଯ୍ୟନ୍ତ ଶୁଣାଣିକୁ ସ୍ଥଗିତ ରଖିବାକୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜମ୍ବୁ ଦ୍ୱୀପ ମହୋତ୍ସବରେ ଓଡ଼ିଆ ଅସ୍ମିତାର ଝଲକ: ବିଧାୟକଙ୍କ ଦ୍ୱାରା…

ମହାକାଳପଡ଼ା,୧୬ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପସାଗର ତଟ ଦେଶର ଐତିହାସିକ ଜମ୍ବୁ ଦ୍ୱୀପ ମହୋତ୍ସବ ୨୦୨୬ ବୁଧବାର ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀ…

ଡିଲିମିଟେଶନ୍‌ ବିରୋଧରେ ଭୋଟ ଦେବେ ବିପକ୍ଷ

ନୂଆଦିଲ୍ଲୀ/ଚେନ୍ନାଇ,୧୬ା୪(ପି.ଟି./ଏଜେନ୍ସି): ସଂସଦରେ ଗୁରୁବାରଠାରୁ ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେବାକୁ ଯାଉଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ବିରୋଧୀ ଦଳଗୁଡ଼ିକର ନେତାମାନେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ହର୍ମୁଜକୁ ନେଇ ଇରାନ ଆଗରେ ସର୍ତ୍ତ ରଖିଦେଲେ ଟ୍ରମ୍ପ, ନ ମାନିଲେ ହେବ ବଡ଼ ଯୁଦ୍ଧ

ଓ଼୍ବାଶିଂଟନ,୧୬।୪: ଆମେରିକା ଏବଂ ଇରାନ ମଧ୍ୟରେ ସଂଘର୍ଷ ସମାପ୍ତ କରିବା ପାଇଁ କୂଟନୈତିକ ପ୍ରୟାସ ପୁଣି ଆରମ୍ଭ ହୋଇଛି। ଉଭୟ ଦେଶ ଦ୍ୱିତୀୟ ପର୍ଯ୍ୟାୟ ଶାନ୍ତି ଆଲୋଚନା…

ଇରାନ୍‌ରେ ମୁନିର, ସାଉଦି ଆରବରେ ଶରିଫ୍‌

ତେହରାନ୍‌/ରିୟାଦ,୧୬ ୪: ପାକିସ୍ତାନର ସର୍ବୋଚ୍ଚ ସାମରିକ ଅଧିକାରୀ ଫିଲ୍ଡ ମାର୍ଶାଲ ଆସିମ ମୁନିର ବୁଧବାର ଇରାନ୍‌ରେ ପହଞ୍ଚତ୍ଥିବାବେଳେ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ସାଉଦି ଆରବ ଗସ୍ତ କରିଛନ୍ତି।…

ଆମେରିକା ଦେଲା ଝଟକା: ଆଉ ରୁଷିଆଠାରୁ ଶସ୍ତା ତେଲ କିଣିପାରିବ ନାହିଁ ଭାରତ

ତେହରାନ୍‌,୧୬।୪: ହର୍ମୁଜ ଅବରୋଧ ମଧ୍ୟରେ, ଆମେରିକା ଏକ ଗୁରୁତ୍ୱପୂର୍ଣ୍ଣ ଆଘାତ ଦେଇଛି। ଯାହା ଅନେକ ଦେଶକୁ ପ୍ରଭାବିତ କରିବ। ପ୍ରକୃତରେ, ଆମେରିକା ଆଉ ଭାରତକୁ ରୁଷୀୟ ତେଲ…

RCBର ଏତିହାସିକ ବିଜୟ, ପ୍ରଥମ ଥର ପାଇଁ ଘରୋଇ ମଇଦାନରେ ଲକ୍ଷ୍ନୌକୁ କଲା ପରାସ୍ତ

ନୂଆଦିଲ୍ଲୀ,୧୫।୪: ଭାରତୀୟ ପ୍ରିମିୟର ଲିଗ୍  ର ଏକ ରୋମାଞ୍ଚକର ମୁକାବିଲାରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ନିଜର ଘରୋଇ ଗ୍ରାଉଣ୍ଡ ଏମ୍.ଏ. ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଲକ୍ଷ୍ନୌ ସୁପର ଜାଏଣ୍ଟସ…

ଏଥର ରାଜସ୍ଥାନ ରୟାଲ୍ସ ହିଁ ଜିତିବ ଆଇପିଏଲ୍‌? ଗୋଟିଏ ପରାଜୟ ଦେଲା ଖୁସିଖବର!

ନୂଆଦିଲ୍ଲୀ,୧୫।୪: ଆଇପିଏଲ୍‌ ୨୦୨୬ ସଂସ୍କରଣରେ ରାଜସ୍ଥାନ ରୟାଲ୍ସ (RR) ଚମତ୍କାର ପ୍ରଦର୍ଶନ ଜାରି ରଖିଛି। ବର୍ତ୍ତମାନ ସୁଦ୍ଧା ଖେଳିଥିବା ୫ଟି ମ୍ୟାଚ୍‌ରୁ ଦଳ ୪ଟିରେ ବିଜୟୀ ହୋଇଥିବାବେଳେ,…

RCB ପ୍ଲେଇଂ ୧୧ରୁ ବାଦ୍‌ ପଡ଼ିଲେ ବିରାଟ କୋହଲି, କାହିଁକି ନିଆଗଲା ଏଭଳି ବଡ଼ ନିଷ୍ପତ୍ତି?

ବେଙ୍ଗାଲୁରୁ,୧୫।୪: ଆଇପିଏଲ୍‌ ୨୦୨୬ର ୨୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଏବଂ ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବେଙ୍ଗାଲୁରୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri