ଅଓ୍ବାମି ଲିଗ୍‌ର ଅଧ୍ୟକ୍ଷ ଭାବେ ପୁନଃ ନିର୍ବାଚିତ ହେଲେ ଶେଖ ହାସିନା

ଢାକା,୨୨।୧୨: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହାସିନା ପୁଣିଥରେ ଅଓ୍ବାମି ଲିଗ୍‌ର ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ବାଂଲାଦେଶର ଶାସକ ଦଳ ଅଓ୍ବାମି ଲିଗ୍‌ର ରାଷ୍ଟ୍ରୀୟ ପରିଷଦ ହସିନାଙ୍କୁ ପାର୍ଟିର ଅଧ୍ୟକ୍ଷ ଓ ଅବୈଦୁଲ କ୍ୱାଦେରଙ୍କୁ ପୁଣିଥରେ ମହାସଚିବ ଭାବେ ମନୋନୀତ କରିଛି। ଏହାକୁ ନେଇ ହାସିନା ଦଳୀୟ କର୍ମକର୍ତ୍ତାଙ୍କୁ ଧନ୍ୟବାଦ ଦେବା ସହ ସଙ୍ଗଠନକୁ ମଜଭୁତ କରିବା ଲାଗି ଗମ୍ଭୀରତାର ସହ କାମ କରିବାକୁ ଆହ୍ବାନ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬୧ବର୍ଷ ବୟସରେ ବର ସାଜିବେ ଆମିର, ଜୁଲାଇ ୫ରେ ତୃତୀୟ ବିବାହ…

ମୁମ୍ବାଇ: ପୁଣି ଥରେ ବିବାହ କରିବେ ବଲିଉଡର ‘ମିଷ୍ଟର ପରଫେକ୍ସନିଷ୍ଟ’। ୬୧ ବର୍ଷ ବୟସରେ ଆମିର ପୁଣି ଥରେ ବିବାହ ବନ୍ଧନରେ ବାନ୍ଧି ହେବାକୁ ଯାଉଛନ୍ତି। ସେ…

ଲାଞ୍ଜିଗଡ ଅଞ୍ଚଳରେ ଦାଦନ ଶ୍ରମିକର ମୃତ୍ୟୁ, ୩ଦିନ ପରେ ଗାଁକୁ ଫେରିଲା ଶବ

ଲାଞ୍ଜିଗଡ,୩।୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଅଞ୍ଚଳରେ ଦିନକୁ ଦିନ ଦାଦନ ସମସ୍ୟା ବଢ଼ିବାରେ ଲାଗିଥିବା ବେଳେ ଅନେକ ସମୟରେ ରାଜ୍ୟ ବାହାରେ ଦାଦନଙ୍କ…

ଟଙ୍କା ବିବାଦରୁ ବୃଦ୍ଧଙ୍କୁ ଆକ୍ରମଣ; ବୁର୍ଲାରେ ମୃତ୍ୟୁ, ନ୍ୟାୟ ଦାବିରେ ଥାନା ଆଗରେ ଶବ ରଖି ବିକ୍ଷୋଭ

ଥୁଆମୂଳ ରାମପୁର,୩।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ ବିରିକୋଟ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ମାତ୍ର ୫୦୦ ଟଙ୍କାର କରଜ…

ଜୁନ୍‌ ୯ରେ କ’ଣ କରିବେ ବିରାଟ କୋହଲି? ସାମ୍ନାକୁ ଆସିଲା ବଡ଼ ଖବର 

ନୂଆଦିଲ୍ଲୀ,୩।୬: ଆଇପିଏଲ ୨୦୨୬ର ରୋମାଞ୍ଚକର ସମାପ୍ତି ପରେ ଏବେ ପୁଣି ଥରେ ମଇଦାନକୁ ଓହ୍ଲାଇବା ପାଇଁ ପ୍ରସ୍ତୁତ ହେଉଛି ଭାରତୀୟ କ୍ରିକେଟ ଦଳ । ଆସନ୍ତା ଜୁନ…

ଏହିଦିନ ଖୋଲିବ ହର୍ମୁଜ୍, ଇରାନ ସହିତ ପରମାଣୁ ଚୁକ୍ତି ସମ୍ପର୍କରେ ବଡ଼ ଗୁମର ଖୋଲିଲେ ଟ୍ରମ୍ପ

ଓ୍ବାଶିଂଟନ,୩।୬: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ ଚୁକ୍ତି ଏବଂ ହର୍ମୁଜ୍ ପ୍ରଣାଳୀ ଖୋଲିବା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ଟ୍ରମ୍ପ…

ଥାଲାପତି ବିଜୟଙ୍କ ନୂଆ ରେକର୍ଡ: ଦେଶର ୫ ପ୍ରମୁଖ ଧନୀ ମୁଖ୍ୟମନ୍ତ୍ରୀଙ୍କ ତାଲିକାରେ ଏଣ୍ଟ୍ରି, ଜାଣନ୍ତୁ ନେଟ୍‌ୱର୍ଥ!

ନୂଆଦିଲ୍ଲୀ,୩।୬: ତାମିଲ ସିନେମାର ସୁପରଷ୍ଟାର ଥଲାପାତି ବିଜୟ (Thalapathy Vijay) ଏବେ ଚଳଚ୍ଚିତ୍ର ଦୁନିଆ ପରେ ରାଜନୀତି ମୈଦାନରେ ମଧ୍ୟ ବଡ଼ ରେକର୍ଡ ସୃଷ୍ଟି କରିଛନ୍ତି। ନିକଟରେ…

ପଟ୍ଟାଙ୍ଗି ବିଧାୟକଙ୍କ କୁଶ ପୁତ୍ତଳିକା ଦାହ, ନନ୍ଦପୁର ବ୍ଲକ ଘେରିଲା ବିଜେଡି

ନନ୍ଦପୁର/ପାଡୁଆ,୩ା୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ନିର୍ବାଚନ ପରଠୁ ଶିତଳାବସ୍ଥାରେ ଥିବା ବିଜୁ ଜନତା ଦଳ ବୁଧବାର ଶକ୍ତି ପ୍ରଦର୍ଶନ…

ପ୍ରତିଷ୍ଠିତ ଜାତୀୟ ପଞ୍ଚାୟତ ପୁରସ୍କାର ସମାରୋହରେ ଚମକିଲା ଗଞ୍ଜାମ, ପୁରସ୍କାର ଗ୍ରହଣ କଲେ ଜିଲାପାଳ…

ଛତ୍ରପୁର,୩ା୬(ଦିଲ୍ଲୀପ ସାମଲ ): ଗଞ୍ଜାମ ଜିଲା ତଥା ସମଗ୍ର ଓଡ଼ିଶା ରାଜ୍ୟ ପାଇଁ ଏକ ଗର୍ବ ଓ ଆନନ୍ଦର ବିଷୟ । ବୁଧବାର ନୂଆଦିଲ୍ଲୀର ସ୍କୋପ୍ କନଭେନସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri