ଅକାଳ ବାର୍ଦ୍ଧକ୍ୟଠାରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ପିଅନ୍ତୁ ଏହି ରସ…

ସପୁରୀ କେବଳ ସୁସ୍ବାଦୁ ନୁହେଁ ଏହା ଔଷଧୀୟ ଗୁଣରେ ମଧ୍ୟ ଭରପୁର। ସପୁରୀରେ ଭିଟାମିନ ବି-୧, ବି-୨, ବି-୩, ବି-୫, ଭିଟାମିନ-ସି ପ୍ରଚୁର ପରିମାଣରେ ଅଛି। ପ୍ରତିଦିନ ସକାଳେ ଅଭ୍ୟାସ କରି ଅଧାକପ୍‌ ସପୁରୀ ରସ ପିଇଲେ ବାର୍ଦ୍ଧକ୍ୟଠାରୁ ଏହା ଦୂରେଇ ରଖେ। ଏହାର ଆଣ୍ଟିଂ ଏଜିଂ ଗୁଣ ଯୋଗୁ ଏହା ସମ୍ଭବ ହୋଇଥାଏ ବୋଲି କୁମାୟୁନ୍‌ ଆୟୁର୍ବେଦ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ ରହିଛି। ଶହେଗ୍ରାମ ସପୁରୀ ରସ ୫୦ କ୍ୟାଲୋରୀ ଶକ୍ତି ଯୋଗାଇଥାଏ । ଏହା ଖାଇବା ଦ୍ୱାରା କୋଲେଷ୍ଟେରଲ ବଢ଼ିବାର ଆଶଙ୍କା ନ ଥାଏ। ବୃଦ୍ଧାବସ୍ଥାରେ ଶରୀରକୁ ନିରୋଗ ଓ ଚଳଚଞ୍ଚଳ ରଖିବା ପାଇଁ ସପୁରୀ ଉପଯୋଗୀ ସାବ୍ୟସ୍ତ ହୋଇଥାଏ। ସେଥିପାଇଁ ବାର୍ଦ୍ଧକ୍ୟ ଜନିତ ଶାରୀରିକ ଅସୁସ୍ଥତାରୁ ସପୁରୀର ଔଷଧୀୟ ଗୁଣ ଦୂରରେ ରହିବା ପାଇଁ ସପୁରୀ ରସ ପାନୀୟ ଭାବେ ଗ୍ରହଣ କରାଯାଏ। ସପୁରୀରେ ଅଧିକ ପରିମାଣର ମ୍ୟାଗ୍ନେସିୟମ ରହିଥିବାରୁ ଏହା ହାଡକୁ ମଜବୁତ କରେ। ନିୟମିତ ସପୁରୀ ରସ ପିଇଲେ କେଶ ଓ ଚର୍ମ ଉଜ୍ଜ୍ୱଳ ରୁହେ ବୋଲି ଏହି ଗବେଷଣା ରିପୋର୍ଟରେ ସୂଚିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭାବସ୍ଥାରେ ଟର୍ଚ୍ଚ ସଂକ୍ରମଣ

ଗର୍ଭାବସ୍ଥା ଉଭୟ ମା’ ଏବଂ ଗର୍ଭସ୍ଥ ଶିଶୁ ଲାଗି ବେଶ୍‌ ସମ୍ବେଦନଶୀଳ ସମୟ। ଏ ସମୟରେ ସାମାନ୍ୟ ଅସୁବିଧା ଉଭୟଙ୍କ ଜୀବନ ପ୍ରତି ବିପଦପୂର୍ଣ୍ଣ। ଠିକ୍‌...

କରୋନା ପାଇଁ କେବଳ ପାରାସିଟାମଲ: ଜଗନ ମୋହନ

ଅମରାବତି,୧୬।୩: କରୋନା ଭାଇରସ ଏବେ ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିଥିବା ବେଳେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଓ୍ବାଏସ୍‌ ଜଗନ ମୋହନ ରେଡ୍ଡୀ ଏହାକୁ ନେଇ ଭୟଭୀତ...

ନାଁ ନ ନେଇ ମହାମେଣ୍ଟ ଉପରେ ବର୍ଷିଲେ ମୋଦି

ମୁଜାଫରପୁର,୨୮ ।୧୦: ବିହାର ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଚାର କାର୍ଯ୍ୟରେ ବାହାରିଛନ୍ତି । ପ୍ରଥମେ ମିଥିଳାଞ୍ଚଳ ପରେ...

୧୧ ଦ୍ୱୀପପୁଞ୍ଜରେ ବିଛାଯିବ ଅପ୍ଟିକାଲ ଫାଇବର

ନୂଆଦିଲ୍ଲୀ,୧୦ା୧୨: ଦେଶର ସବୁ ସ୍ଥାନରେ ସହଜରେ ଇଣ୍ଟରନେଟ ଆକ୍‌ସେସ ପାଇଁ ବୁଧବାର କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ...

ମୋଦି ଭଗବାନ ଶିବଙ୍କ ଅବତାର: ଭାଜପା ମନ୍ତ୍ରୀ

ଶିମଲା,୧୨।୩ ହିମାଚଳ ପ୍ରଦେଶର ନଗର ଉନ୍ନୟନ ମନ୍ତ୍ରୀ ସୁରେଶ ଭରଦ୍ୱାଜ ଶିମଲା ରାମ ମନ୍ଦିରରେ ଶିବରାତ୍ରୀ ଉପରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

କରୋନା ପ୍ରଭାବ: ଦୋକାନରେ ଚା’ ନୁହେଁ ମିଳୁଛି ଏହି ଜିନିଷ

ବାରାଣସୀ,୨୩।୭: ଚା’ କିମ୍ବା କଫି ଦୋକାନ ବିଷୟରେ ସମସ୍ତେ ଅବଗତ ଥିବେ। କିନ୍ତୁ କାଢା ଦେକାନ ବିଷୟରେ ଖୁବ୍‌ କମ ଲୋକ ଜାଣିଥିବେ। ଉତ୍ତର ପ୍ରଦେଶର...

ଅକ୍ଟୋବର ୧୫ରୁ ଖୋଲିବ ସିନେମା ହଲ୍‌

ନୂଆଦିଲ୍ଲୀ,୧।୧୦: ଅନ୍‌ଲକ୍‌ ୫.୦ ଲାଗି ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଗାଇଡ୍‌ଲାଇନ୍‌ ଜାରି କରାଯାଇଛି। ଅକ୍ଟୋବର ୧୫ରୁ ସର୍ତ୍ତମୂଳକ ଭାବେ ସିନେମା ହଲ୍‌ ଓ ଥିଏଟର...

ସଂକ୍ରମିତଙ୍କ ହେବ ଜିନୋମ୍‌ ସିକ୍ୱେନ୍ସିଂ

ନୂଆଦିଲ୍ଲୀ, ୩୦।୧୨: ଡିସେମ୍ବର ୯ରୁ ୨୨ ମଧ୍ୟରେ ଭାରତ ଫେରିଥିବା ସମସ୍ତ ଅନ୍ତର୍ଜାତୀୟ ଯାତ୍ରୀ, ଯେଉଁମାନଙ୍କଠାରେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଛି ସେମାନଙ୍କର ଜିନୋମ୍‌ ସିକ୍ୱେନ୍ସିଂ...

Advertisement


Archives

Model This Week