Posted inଜାତୀୟ

ଅକ୍ଟୋବରରେ ଚାଇନା ସୀମାରେ ଭାରତୀୟ ସେନା ଓ ବାୟୁସେନାର ମିଳିତ ସମରାଭ୍ୟାସ

ନୂଆଦିଲ୍ଲୀ,୧୧।୯: ଚାଇନା ସୀମାରେ ଭାରତ ଅକ୍ଟୋବରରେ ଶକ୍ତି ପ୍ରଦର୍ଶନ କରିବ। ଅରୁଣାଚଳପ୍ରଦେଶରେ ହେବାକୁଥିବା ଏହି ମିଳିତ ସମରାଭ୍ୟାସରେ ଭାରତୀୟ ସେନା ସହିତ ବାୟୁସେନା ସାମିଲ୍‌ ହେବ। ଏଥିରେ ୧୭ ମାଉଣ୍ଟେନ୍‌ ଷ୍ଟ୍ରାଇକ୍‌ କୋର୍‌ର ୫ ହଜାରରୁ ଅଧିକ ଯବାନ ଯୋଗଦେବେ। ତେଜପୁରସ୍ଥିତ ଉଚ୍ଚା ପାହାଡ଼ରେ ୪ କୋର୍‌ ପକ୍ଷରୁ ସେନାଙ୍କୁ ମୁତୟନ କରାଯିବ। ଏହାସହିତ ୧୭ ମାଉଣ୍ଟେନ୍‌ ଷ୍ଟ୍ରାଇକ୍‌ କୋର୍‌ର ୨୫ଶହ ବାୟୁସେନା ଏୟାର ଲିଫ୍ଟ କରି ନେଇ ସମରାଭ୍ୟାସ ସ୍ଥଳରେ ପହଞ୍ଚାଇବ। ବାୟୁସେନା ୪ କୋର୍‌ ଉପରେ ଆକାଶରୁ ଆକ୍ରମଣ କରିବ। ଏଥିରେ ଭାରତୀୟ ବାୟୁସେନାର ସି-୧୭, ସି-୧୩୦ ସୁପର ହରକ୍ୟୁଲେସ୍‌ ଏବଂ ଏଏନ୍‌-୩୨ ବିମାନର ବ୍ୟବହାର କରାଯିବ। ଏହି ବିମାନ ପଶ୍ଚିମବଙ୍ଗର ବାଗଡୋଗରା ଘାଟିରୁ ଯବାନଙ୍କୁ ଏୟାର ଲିଫ୍ଟ କରି ସମରାଭ୍ୟାସ ସ୍ଥଳରେ ଛାଡ଼ିବ। ଏହା ସେନା ମୁଖ୍ୟ ବିପିନ ଜେନେରାଲ ବିପିନ୍‌ ରାଓ୍ବତ ତତ୍ତ୍ୱାବଧାନରେ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ରୋଷେଇ ଗ୍ୟାସ ସିଲିଣ୍ଡରକୁ ନେଇ ବଡ଼ ପରିବର୍ତ୍ତନ! ମାତ୍ର ୬୭୩ ଟଙ୍କାରେ ମିଳିବ ଗ୍ୟାସ, ଜାଣନ୍ତୁ କେମିତି କରିବେ ବୁକିଂ

ନୂଆଦିଲ୍ଲୀ, ୧୩।୭: ଯଦି ଆପଣ ଛାତ୍ରୀଛାତ୍ର, ଭଡ଼ା ଘରେ ରହୁଛନ୍ତି କିମ୍ବା ଆପଣଙ୍କର କୌଣସି ଛୋଟ କ୍ୟାଫେ ବା ଷ୍ଟଲ ରହିଛି, ତେବେ ଆପଣଙ୍କ ପାଇଁ ଏକ…

ଛେଳି ଚରାଇବାକୁ ଯାଇଥିଲେ ଫଗନୁ: ପଛପଟୁ ଆକ୍ରମଣ କଲା ଭାଲୁ: ଆଉ ତା’ପରେ ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଝରିଗାଁ, ୧୩।୭(କିଶୋର ଚନ୍ଦ୍ର ମଣ୍ଡଳ): ଜଙ୍ଗଲ ନଷ୍ଟ, ହିଂସ୍ରଜନ୍ତୁ ଏବେ ଗାଁ ମୁହାଁ। ଖାଦ୍ୟ ଅନ୍ବେଷଣରେ ଥିବା ମାଇ ଭାଲୁ ଏବେ ରକ୍ତମୁଖା l ଏହା ଦେଖିବାକୁ…

ଲୋକଙ୍କ ସମସ୍ୟା ପଚାରି ବୁଝିଲେ ଏମ୍‌ପି: ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

କେସିଙ୍ଗା,୧୩।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଏମପି ମାଲବିକା ଦେବୀ କେସିଙ୍ଗା ବ୍ଳକର ବିଭିନ୍ନ ଗ୍ରାମ ସୋମବାର ପରିଦର୍ଶନ କରିଥିଲେ। ଏହି ବ୍ଲକର ବୋରିଆ ଓ ଉତ୍କେଳା, ଆଦି ଗ୍ରାମ…

ଟିମ ଇଣ୍ଡିଆକୁ ଫେରିବେ ସୂର୍ଯ୍ୟକୁମାର! ସାମ୍ନାରେ ବଡ଼ ସର୍ତ୍ତ ରଖିଲା BCCI

ନୂଆଦିଲ୍ଲୀ, ୧୩।୭: ୨୦୨୬ ଟି-୨୦ ୱାଲର୍‌ଡ କପ ଟ୍ରଫି ଜିତିବା ସତ୍ତ୍ୱେ ଭାରତୀୟ ଟି-୨୦ ଦଳରୁ ବାଦ୍‌ ପଡ଼ିଥିବା ଷ୍ଟାର୍‌ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ…

ବିନା ସୂଚନା ଫଳକରେ ନିର୍ମାଣ ଚାଲିଛି ଜିମ କେନ୍ଦ୍ର: ନିମ୍ନମାନର କାମ ନେଇ ତେଜୁଛି ଅସନ୍ତୋଷ

କେସିଙ୍ଗା, ୧୩.୭.(ତୁମେଶ୍ୱର ସାହୁ):କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଉତ୍କେଲା ଗ୍ରାମପଞ୍ଚାୟତ ଅଧୀନରେ ଥିବା ପଖାନ ବନ୍ଦ ନିକଟରେ ଏକ ଖୋଲା ଜିମ କେନ୍ଦ୍ର ନିର୍ମାଣାଧୀନ ରହିଛି। ଖୋଲା…

୯୬୭ ଦିନ ପରେ ଭାରତୀୟ କ୍ରିକେଟ୍‌ରେ ଘଟିବାକୁ ଯାଉଛି ଏମିତି: ନିଆରା ଦୃଶ୍ୟ ଦେଖିବାକୁ ଚାହିଁରହିଛନ୍ତି ପ୍ରଶଂସକ

ନୂଆଦିଲ୍ଲୀ,୧୩।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ଦିନିକିଆ ଜୁଲାଇ ୧୪ରେ ବର୍ମିଂହାମର ଏଜବାଷ୍ଟନ ଗ୍ରାଉଣ୍ଡରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି। ଏହି ମ୍ୟାଚ ଏପରି ଏକ ଦୃଶ୍ୟ…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ…

ରାମ ମନ୍ଦିର CEO ପଦବୀ ପାଇଁ ବାହାରିଲା ନିଯୁକ୍ତି: ଏହିସବୁ ଯୋଗ୍ୟତା ଥିବା ବ୍ୟକ୍ତି କରିପାରିବେ ଆବେଦନ

ନୂଆଦିଲ୍ଲୀ, ୧୩।୭ ଅଯୋଧ୍ୟା ରାମ ମନ୍ଦିରରେ ପ୍ରସାଦ ଚୋରି ହେବା ପ୍ରସଙ୍ଗ ଏବେ ଚର୍ଚ୍ଚାରେ ରହିଛି। ମନ୍ଦିରର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ (ସିଇଓ) ପଦବୀ ପାଇଁ ଆବେଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri