Posted inଜାତୀୟ

ଅକ୍ଟୋବର ୩୧ରୁ ଜମ୍ମୁ-କଶ୍ମୀର ହେବ କେନ୍ଦ୍ରଶାସିତ ଅଞ୍ଚଳ: ରାଜନାଥ ସିଂଙ୍କୁ ଭେଟିଲେ ୩ ସେନା ମୁଖ୍ୟ

ନୂଆଦିଲ୍ଲୀ,୨୮।୧୦: ଅକ୍ଟୋବର ୩୧ରୁ ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳ ହେବ। ଏନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ  ସୋମବାର ସେନା ମୁଖ୍ୟ ଜେନେରାଲ ବିପିନ୍‌ ରାଓ୍ବତ୍‌, ନୌସେନା ମୁଖ୍ୟ ଆଡ଼ମିରଲ କରମବୀର ସିଂ ଏବଂ ବାୟୁସେନା ମୁଖ୍ୟ ଆର୍‌.କେ.ଏସ୍‌. ଭଦୌରିୟା ସାକ୍ଷାତ୍‌ କରିଛନ୍ତି। ସାକ୍ଷାତ୍‌ ସମୟରେ ଜମ୍ମୁ-କଶ୍ମୀର ସହିତ ଦେଶର ସୁରକ୍ଷା ସ୍ଥିତି ସମ୍ପର୍କରେ ଆଲୋଚନା ହୋଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରେ ୫ ନୂଆ ବିଚାରପତି ନିଯୁକ୍ତ: ମୋଟ ବିଚାରପତି ସଂଖ୍ୟା ହେଲା..

ନୂଆଦିଲ୍ଲୀ,୧ା୬:ସୁପ୍ରିମକୋର୍ଟରେ ସୋମବାର ୫ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିବା ଫଳରେ ଶୀର୍ଷ ଅଦାଲତର ମୋଟ ବିଚାରପତି ସଂଖ୍ୟା ୩୭ରେ ପହଞ୍ଚତ୍ବାକୁ ଯାଉଛି, ଯାହାକି ମଞ୍ଜୁରୀପ୍ରାପ୍ତ ସଂଖ୍ୟାଠାରୁ ଗୋଟିଏ…

ନିମିଷକେ ଉଜୁଡିଗଲା ସଂସାର…ବିବାହର କିଛି ଘଣ୍ଟା ପରେ ଆଖିବୁଜିଲେ ପାଇଲଟ୍‌: ସ୍ତ୍ରୀଙ୍କ ସହ କରୁଥିଲେ…

ଓ୍ବାଶିଂଟନ୍‌,୧।୬: ଆମେରିକାରେ ଏକ ହେଲିକପ୍ଟର ଦୁର୍ଘଟଣାରେ ଜଣେ ଭାରତୀୟ ବଂଶୋଦ୍ଭବ ପାଇଲଟ ମୃତ୍ୟୁବରଣ କରିଛନ୍ତି। ଏହି ଦୁଃଖଦ ଘଟଣା ତାଙ୍କ ବିବାହର ମାତ୍ର କିଛି ଘଣ୍ଟା ପରେ…

ଟେଷ୍ଟ କ୍ରିକେଟ୍‌ ନିୟମରେ ହେଲା ବଡ଼ ପରିବର୍ତ୍ତନ: ଏଣିକି…

ନୂଆଦିଲ୍ଲୀ,୧।୬: ଟେଷ୍ଟ କ୍ରିକେଟ୍‌ରେ ପୁଣି ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏନେଇ ଏକ ସୂଚନା ଶେୟାର କରିଛି। ସାଧାରଣତଃ ଖରାପ…

ଦୁଇ ଭଉଣୀଙ୍କ ମଧ୍ୟରେ ଗଢ଼ିଉଠିଲା ପ୍ରେମ ସମ୍ପର୍କ: ବିବାହ କରିବା ପାଇଁ ଏମିତି କାମ କଲେ…ଜାଣିଲେ ହୋଇଯିବେ ଚକିତ

ନୂଆଦିଲ୍ଲୀ, ୧।୬: ବିହାରର ଜାମୁଇ ଜିଲାର ଲକ୍ଷ୍ମୀପୁର ବ୍ଲକରୁ ଏକ ବିବାହ ଖବର ସାମ୍ନାକୁ ଆସିଛି, ଯାହା ବ୍ୟାପକ ଆଲୋଚନାର ବିଷୟ ପାଲଟିଛି। ହରଲା ଗାଁର ଜଣେ…

LPGକୁ ନେଇ ଜରୁରୀ ଖବର: ୩୦ ଦିନ ମଧ୍ୟରେ ସମାପ୍ତ କରନ୍ତୁ ଏହି କାମ, ନଚେତ୍‌ ବନ୍ଦ ହୋଇଯିବ…

ନୂଆଦିଲ୍ଲୀ, ୧।୬: ଇରାନ-ଆମେରିକା ଯୁଦ୍ଧ ସାରା ବିଶ୍ୱରେ ଅସ୍ଥିରତା ସୃଷ୍ଟି କରିଛି, ଯାହା ଭାରତରେ ଗ୍ୟାସ ଯୋଗାଣକୁ ମଧ୍ୟ ପ୍ରଭାବିତ କରିଛି। କେନ୍ଦ୍ର ସରକାର LPG ଏବଂ…

୩ ମାସ ତଳେ ବିବାହ କରିଥିଲେ ମୋନାଲି,ମାରିଦେଲେ ଶାଶୁଘର ଲୋକେ: ଗୁମର ଖୋଲିଦେଲେ ଭଉଣୀ

ଛତ୍ରପୁର,୧/୬ (ଦିଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଦିନକୁ ଦିନ ଯୌତୁକ ନିର୍ଯାତନାଜନିତ ବଧୁ ହତ୍ୟା ବୃଦ୍ଧି ପାଉଥିବାବେଳେ ସୋମବାର ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଖୋର୍ଦ୍ଧା ଜିଲା…

ଯୁବକଙ୍କ ହାତଗୋଡ଼ ବାନ୍ଧି ମରଣାନ୍ତକ ଆକ୍ରମଣ ପରେ ଅପହରଣ ଘଟଣା: ୫ ଦିନ ବିତିଲା, ପୋଲିସ ହାତ ଖାଲି

ଆଳି,୧।୬(ବନମାଳୀ ସେନାପତି)- କେନ୍ଦ୍ରାପଡ଼ା ଜିଲା ଆଳି ଥାନା ମହାଦେଇ ପାଟଣା ଗ୍ରାମର ଗୌରାଙ୍ଗ ସେଠୀଙ୍କୁ କିଛି ବ୍ୟକ୍ତି ହାତ ଗୋଡ଼ ବାନ୍ଧି ମାଡ଼ ମାରି ଅପହରଣ କରିବା…

ରାଜ୍ୟ ସରକାରଙ୍କ ବଡ଼ ପଦକ୍ଷେପ: ବ୍ଲକ ପରେ ଏବେ ପଞ୍ଚାୟତରେ ବି ଅଭିଯୋଗ ଶୁଣିବେ ଅଧିକାରୀ

ଦାରିଙ୍ଗବାଡି,୧।୬(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବୁଡ଼ାଗୁଡା ଗ୍ରାମପଞ୍ଚାୟତରେ ପ୍ରଥମଥର ପାଇଁ ମିଳିତ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଯାଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥଙ୍କ ତତ୍ତ୍ୱାବଧାନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri