Posted inଜାତୀୟ

ଅକ୍ଷରଧାମ୍‌ ଆକ୍ରମଣର ମାଷ୍ଟର ମାଇଣ୍ଡ ଗିରଫ

ଗାନ୍ଧୀନଗର,୨୭ା୭(ପି.ଟି.): ଅକ୍ଷରଧାମ୍‌ ମନ୍ଦିର ଆକ୍ରମଣ ଘଟଣାର ମୁଖ୍ୟ ଷଡ଼ଯନ୍ତ୍ରକାରୀ ମହମ୍ମଦ ୟାସିନ୍‌ ଭଟ୍ଟଙ୍କୁ ଗୁଜରାଟ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌) ଶୁକ୍ରବାର ଜମ୍ମୁ-କଶ୍ମୀରର ଅନନ୍ତନାଗରୁ ଗିରଫ କରିଛି। ୨୦୦୨ ସେପ୍ଟେମ୍ବର ୨୪ରେ ଅକ୍ଷରଧାମ୍‌ ମନ୍ଦିର କମ୍ପ୍ଲେକ୍ସ ଉପରେ ଦୁଇଜଣ ଆତଙ୍କବାଦୀ ଆକ୍ରମଣ କରିଥିଲେ। ସେମାନଙ୍କ ଗୁଳିରେ ଜଣେ ଏନ୍‌ଏସ୍‌ଜି କମାଣ୍ଡୋଙ୍କ ସମେତ ୩୩ ଜଣଙ୍କ ମୃତ୍ୟୁ ଘଟିଥିଲା। ଏନ୍‌ଏସ୍‌ଜି କମାଣ୍ଡୋମାନଙ୍କ ପାଲଟା ଜବାବରେ ଦୁଇ ଆତଙ୍କବାଦୀ ନିହତ ହୋଇଥିଲେ। ଆକ୍ରମଣର ମାଷ୍ଟରମାଇଣ୍ଡ୍‌ ଲଶ୍କର-ଇ-ତୋଇବା ଆତଙ୍କବାଦୀ ମହମ୍ମଦ ପାକ୍‌ ଅଧିକୃତ କଶ୍ମୀର (ପିଓକେ) ପଳାଇଥିଲେ। ସେ ଜମ୍ମୁ-କଶ୍ମୀର ଫେରି ଅନନ୍ତନାଗର ଏକ ଟିମ୍ବର ଓ୍ବେର୍‌ହାଉସ୍‌ରେ କାମ କରୁଥିବା ସୂଚନା ପାଇ ଏଟିଏସ୍‌ ତାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୈନିକ ସଂକ୍ରମଣ ୭ ହଜାର ଟପିଲା…

ନୂଆଦିଲ୍ଲୀ, ୯।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

ବିଲକିସ୍‌ ବାନୋ ମାମଲା: ଆଇପିଏସ୍‌-ଆଇଏଫଏସ୍‌ ଅଫିସର ରାୟ ବିରୋଧରେ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ…

ନୂଆଦିଲ୍ଲୀ, ୧୦।୯ : ବିଲକିସ୍‌ ବାନୋ ମାମଲାରେ ୧୧ ଜଣ ଅପରାଧିଙ୍କୁ ମୁକ୍ତ କରାଯିବା ନେଇ ଆଇପିଏସ୍‌-ଆଇଏଫଏସ୍‌ ଅଫିସର ରାୟ ବିରୋଧରେ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।...

ଡ୍ରେନ ସଫା ନ ହେବାରୁ କଣ୍ଟ୍ରାକ୍ଟର ଉପରେ ଅଳିଆ ପକାଇଲେ ବିଧାୟକ

ମୁମ୍ବାଇ,୧୩।୬: ଜଣେ କଣ୍ଟ୍ରାକ୍ଟରକୁ ରାସ୍ତାରେ ଜମା ହୋଇଥିବା ବର୍ଷା ପାଣିରେ ବସାଇ ଅଳିଆ ପକାଇଛନ୍ତି ସିବ ସେନାର ଜଣେ ବିଧାୟକ। ଠିକ୍‌ ସମୟରେ ଡ୍ରେନ ସଫା...

ସୁରକ୍ଷା ଯାଞ୍ଚ୍‌: ବିମାନ ବନ୍ଦରର ମହିଳାଙ୍କୁ ପୋଷାକ ବାହାର କରିବାକୁ କୁହାଗଲା…

ବେଙ୍ଗାଲୁରୁ,୪।୧ : ବେଙ୍ଗାଲୁରୁ ବିମାନବନ୍ଦରରେ ସୁରକ୍ଷା ନାମରେ ଜଣେ ମହିଳା ସଙ୍ଗୀତଜ୍ଞଙ୍କର ପାଷାକ ବାହାର କରାଯାଇ ଥିବା ଅଭିଯୋଗ ସାମ୍ନାକୁ ଆସିଛି। ଘଟଣା ସମ୍ପର୍କରେ ପୀଡିତା...

‘ନାଲାୟକ’ କହିବାରୁ ଛାତ୍ରଙ୍କ ଆତ୍ମହତ୍ୟା

ମୁମ୍ବାଇ,୧୮।୫: ମହାରାଷ୍ଟ୍ର କୋହ୍ଲପୁରର ଜନୈକ ସ୍କୁଲ୍‌ ଚେୟାରମ୍ୟାନ୍‌ଙ୍କ ଆଗୁଆ ଜାମିନ ଆବେଦନକୁ ବମ୍ବେ ହାଇକୋର୍ଟ ଖାରଜ କରିଦେଇଛନ୍ତି। ସିମ୍ବଲିକ୍‌ ଇଣ୍ଟରନ୍ୟାଶନାଲ ସ୍କୁଲ୍‌ର ଚେୟାରମ୍ୟାନ୍‌ ଗଣପତରାଓ ପାଟିଲ...

ଡରାଇଲାଣି କୋରୋନା ଭାଇରସ: ସନ୍ଦେହରେ ମୁମ୍ବାଇର ୨ ବ୍ୟକ୍ତି

ମୁମ୍ବାଇ,୨୪।୧: କୋରୋନା ଭାଇରସ ଏବେ ଚାଇନାରେ ଆତଙ୍କ ଖେଳାଇଛି। ଏବେ ଚାଇନାରୁ ଆସିଥିବା ୨ ବ୍ୟକ୍ତି କୋରୋନା ଭାଇରସରେ ଆକ୍ରାନ୍ତ ଥିବା ସନ୍ଦେହ କରି ସେମାନଙ୍କୁ...

ସଂସଦ ନ ଚଳାଇ ଦେବା ଲୋକତନ୍ତ୍ର, ଜନତାଙ୍କ ଅପମାନ: ମୋଦି

ନୂଆଦିଲ୍ଲୀ,୩ ।୮: ସଂସଦ କାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ ମଙ୍ଗଳବାର ଭାରତୀୟ ଜନତା ପାର୍ଟି(ଭାଜପା)ର ସଂସଦୀୟ ଦଳ ବୈଠକ ଆରମ୍ଭ ହୋଇଥିଲା । ଏଥିରେ ସଂସଦୀୟ...

ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁଙ୍କୁ କରୋନା

ନୂଆଦିଲ୍ଲୀ, ୨୯।୯: ଭାରତର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଟୁଇଟ୍‌ କରି ଏହି ସୂଚନା ଦିଆଯାଇଛି। ଏଥିରେ...

Advertisement
Archives

Model This Week