Posted inଜାତୀୟ

ଅକ୍ଷରଧାମ ମନ୍ଦିର ନିକଟରେ ପୋଲିସ ଉପରକୁ ଗୁଳିମାଡ଼

ନୂଆଦିଲ୍ଲୀ,୨୨।୯: ଅକ୍ଷରଧାମ ମନ୍ଦିର ନିକଟରେ ରବିବାର ପୂର୍ବାହ୍ନ ୧୧ଟା ସମୟରେ ୪ ଜଣ ସନ୍ଦିଗ୍ଧ ପୋଲିସ ଉପରକୁ ଗୁଳିମାଡ଼ କରି ଖସି ପଳାଇବାକୁ ସକ୍ଷମ ହୋଇଛନ୍ତି। ପୋଲିସ କାର୍‌ରେ ଯାଉଥିବା ସନ୍ଦିଗ୍ଧଙ୍କୁ ଅଟକାଇବାକୁ ଉଦ୍ୟମ କରୁଥିବାବେଳେ ସେମାନେ ଏଭଳି କାଣ୍ଡ ଭିଆଇଛନ୍ତି। ଏନେଇ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ସନ୍ଦିଗ୍ଧଙ୍କ ତଲାସ ଜାରି ରହିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଘର ଉତ୍ତରପ୍ରଦେଶ, ଦିଲ୍ଲୀରୁ ଅପହରଣ, ମଧ୍ୟପ୍ରଦେଶରେ ହତ୍ୟା, ଅନ୍ୟ ରାଜ୍ୟରେ ଫୋପାଡ଼ି ଦେଲେ ପ୍ରେମୀ ଯୁଗଳଙ୍କ ମୃତଦେହ

ନୂଆଦିଲ୍ଲୀ,୧୭।୯: ଉତ୍ତରପ୍ରଦେଶରୁ ପଳାଇ ଆସିଥିବା ପ୍ରେମୀ ଯୁଗଳଙ୍କୁ ପ୍ରଥମେ ଦିଲ୍ଲୀରୁ ଅପହରଣ କରାଯାଇଥିଲା। ସେମାନଙ୍କୁ ମଧ୍ୟପ୍ରଦେଶରେ ହତ୍ୟା କରିବା ପରେ ତାଙ୍କ ମୃତଦେହକୁ ଫୋପାଡ଼ି ଦିଆଯାଇଥିଲା...

୮ ବର୍ଷରେ ୮ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ…

ନୂଆଦିଲ୍ଲୀ, ୨୬।୫ : ଭାଜପା ନେତୃତ୍ୱାଧୀନ ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସ ୨୬ ମେ’ରେ ଆଠ ବର୍ଷ କ୍ଷମତା ପୂର୍ଣ୍ଣ କରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି...

କୃଷ୍ଣ ଜନ୍ମଭୂମି ନିକଟରେ ଭଙ୍ଗାରୁଜା ବିରୋଧରେ ସୁପ୍ରିମକୋର୍ଟରେ ପିଟିଶନ ଦାଖଲ, ଅଗଷ୍ଟ ୧୬ରେ ହେବ ଶୁଣାଣି

ଲକ୍ଷ୍ନୌ,୧୫।୮: ମଥୁରା ସ୍ଥିତ ଶ୍ରୀକୃଷ୍ଣ ଜନ୍ମଭୂମି ନିକଟରେ ଭଙ୍ଗାରୁଜା ମାମଲା ସୁପ୍ରିମକୋର୍ଟରେ ପହଞ୍ଚିଛି। ଅଗଷ୍ଟ ୧୬ରେ କୋର୍ଟ ଏହି ମାମଲାର ଶୁଣାଣି କରିବେ। ଭାରତର ପ୍ରଧାନ...

୪୪ ଏମ୍‌ପି, ୧୪୩ ବିଧାୟକଙ୍କ ନାମରେ ଆପରାଧୀକ ମାମଲା

ଲକ୍ଷ୍ନୌ, ୯।୭: ଦେଶରେ ଆପରାଧୀକ ମାମଲାରେ ଶୀର୍ଷରେ ଉତ୍ତରପ୍ରଦେଶ ରହିଛି। ରାଜ୍ୟର ମୋଟ ୪୦୩ ବିଧାୟକଙ୍କ ମଧ୍ୟରୁ ୧୪୩ଜଣଙ୍କ ନାମରେ ଏକାଧିକ ଆପରାଧୀକ ମାମଲା ରହିଛି।...

ଓସ୍କାର ଦୌଡରୁ ବାଦ୍‌ ପଡିଲା ‘ଗଲି ବୟ’

ନୂଆଦିଲ୍ଲୀ,୧୭।୧୨: ଆଲିଆ ଭଟ୍ଟ ଓ ରଣବୀର ସିଂଙ୍କ ଷ୍ଟାରକାଷ୍ଟରେ ନିର୍ମାଣ କରାଯାଇଥିବା ଫିଲ୍ମ ‘ଗଲି ବୟ’ ଓସ୍କାର ଦୌଡରୁ ବାଦ୍‌ ପଡିଛି। ଭାରତ ପକ୍ଷରୁ ଏହାକୁ...

ତାରକା ଚିହ୍ନିତ ୫୦୦ ଟଙ୍କିଆ ନୋଟ ନକଲି, ଜାଣନ୍ତୁ ସୋସିଆଲ ମିଡ଼ିଆରେ ପ୍ରଚାରିତ ଗୁଜବର ପ୍ରକୃତ ସତ୍ୟ…

ନୂଆଦିଲ୍ଲୀ,୨୬।୭ : ଅନେକ ନୋଟ ଦୈନନ୍ଦିନ କାର୍ଯ୍ୟରେ ଆମ ହାତକୁ ଆସେ ଏବଂ ତା’ପରେ ବଜାରକୁ ଯାଏ। ଯେଉଁଥିରେ ୧୦ ଟଙ୍କାରୁ ୨୦୦୦ ଟଙ୍କା ପର୍ଯ୍ୟନ୍ତ...

ଏମ୍‌ପିଙ୍କ ପରିବାରର ୧୨ ମୃତ

ଅହମଦାବାଦ, ୧ା୧୧: ମୋରବି ସହର ସ୍ଥିତ ମାଛୁ ନଦୀରେ ଥିବା ଝୁଲାପୋଲ ଭାଙ୍ଗିବା ଯୋଗୁ ରାଜକୋଟର ଭାଜପା ଏମ୍‌ପି ମୋହନ କୁନ୍ଦରିଆଙ୍କ ପରିବାରର ୧୨ ଜଣଙ୍କ...

ନବନୀତଙ୍କ ବିରୋଧରେ ଜାମିନ ବିହୀନ ୱାରେଣ୍ଟ ଜାରି

ମୁମ୍ବାଇ,୭।୧୧: ନକଲି ଜାତି ପ୍ରମାଣପତ୍ର ମାମଲାରେ ମୁମ୍ବାଇର ଏକ କୋର୍ଟ ଲୋକ ସଭା ଏମ୍‌ପି ନବନୀତ୍‌ ରାଣା ଏବଂ ତାଙ୍କ ପିତାଙ୍କ ବିରୋଧରେ ଜାମିନ ବିହୀନ...

Advertisement
Archives

Model This Week