ଅକ୍ଷୟ କୁମାରଙ୍କ ସହିତ ସମ୍ପର୍କ ନେଇ ଚର୍ଚ୍ଚାରେ ଥିଲେ ଶିଳ୍ପା

ମୁମ୍ବାଇ, ୮।୬: ବଲିଉଡ୍‌ର ଖିଲାଡି ଗର୍ଲ ଶିଳ୍ପା ଶେଟ୍ଟି ଶନିବାର ୪୪ ବର୍ଷର ପଦାର୍ପଣ କରିଛନ୍ତି। ସେ ୧୯୭୫ ଜୁନ୍‌ ୮ରେ ମାଙ୍ଗାଲୋର୍‌ଠାରେ ଜନ୍ମଗ୍ରହଣ କରିଥିଲେ। ବଲିଉଡ୍‌ରେ ନିଜର ସୃଜନଶୀଳ ଅଭିନୟ ମାଧ୍ୟମରେ ସେ ପ୍ରଶଂସକଙ୍କ ହୃଦୟ ଜିଣି ପାରିଛନ୍ତି। ଶିଳ୍ପା ଏବଂ ଖିଲାଡି ବୟ ଅକ୍ଷୟ କୁମାରଙ୍କ ସମ୍ପର୍କ ନେଇ ବଲିଉଡ୍‌ରେ ଦୀର୍ଘଦିନ ଧରି ଚର୍ଚ୍ଚା ହୋଇଥିଲା। ଅକ୍ଷୟଙ୍କ ସହିତ ତାଙ୍କ ସମ୍ପର୍କ ବିଷୟରେ ଶିଳ୍ପା ଏକ ସାକ୍ଷାତ୍‌କାରରେ ଖୋଲାଖୋଲି ପ୍ରକାଶ କରିଥିଲେ। ୨୨ ବର୍ଷ ବୟସରେ ଶିଳ୍ପାଙ୍କ ଜୀବନର ଧାରା ବଦଳି ଯାଇଥିଲା। ଏଥି ପାଇଁ ଅକ୍ଷୟ ଦାୟୀଥିବା ସେ କହିଥିଲେ। ସେତେବେଳେ ଏହି ମନ୍ତବ୍ୟ ନେଇ ବଲିଉଡ୍‌ରେ ହଇଚଇ ସୃଷ୍ଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିରାଟ କୋହଲିଙ୍କ ୧୦ ବର୍ଷ ପୁରୁଣା ଟି-୨୦ ରେକର୍ଡ ଭାଙ୍ଗିଲେ ଏହି ଖେଳାଳି, ସବୁଠି ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୦: ଇଶାନ କିଶନ ପୁଣିଥରେ ନିଜ ବ୍ୟାଟିଂ ଯାଦୁ ଦେଖାଇଛନ୍ତି ଏବଂ ଏଥର ତାଙ୍କ ଇନିଂସ ବିରାଟ କୋହଲିଙ୍କ ଏକ ଦୀର୍ଘଦିନର ରେକର୍ଡକୁ ଅତିକ୍ରମ କରିଛି। ଶ୍ରୀଲଙ୍କା…

2 October No UPI Day: ଆଜି ଚାଲିବନି UPI ପେମେଣ୍ଟ, ପାଖରେ ରଖନ୍ତୁ କ୍ୟାଶ୍‌!

ନୂଆଦିଲ୍‌ଲୀ,୨।୧୦: ଯଦି ଆପଣ ଗାନ୍ଧୀ ଜୟନ୍ତୀ ଛୁଟିରେ ସପିଂ କରିବାକୁ କିମ୍ୱା ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯୋଜନା କରୁଛନ୍ତି, ତେବେ ଟିକେ ଅଟକି ଯାଆନ୍ତୁ। ଅନଲାଇନ…

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?