ଅକ୍ଷୟ ତୃତୀୟାରେ ଡିଜିଟାଲରେ କିଣି ପାରିବେ ସୁନା

ନୂଆଦିଲ୍ଲୀ,୨୬।୪: ଲକ୍‌ଡାଉନ ଅକ୍ଷୟ ତୃତୀୟାର ହଟଚମକକୁ କମ୍‌ କରି ଦେଇଛି। ଷ୍ଟୋରଗୁଡିକ ବନ୍ଦ ରହିବା ଯୋଗୁ ଲୋକମାନେ ସେଠାକୁ ଯାଇ ସୁନା କିଣିବା ଏବେ ସମ୍ଭବ ହେବ ନାହିଁ। ମାତ୍ର ଡିଜିଟାଲ ଉପାୟରେ ଗ୍ରାହକ ସୁନା କିଣି ପାରିବେ। ପେଟିଏମ୍‌ ଏବଂ ଗୁଗୁଲ ଆପ୍‌ ସହାୟତାରେ ଗ୍ରାହକ ସୁନା କିଣିବାକୁ ସକ୍ଷମ ହେବେ। ଅନଲାଇନ ପ୍ଲାଟଫର୍ମଗୁଡିକ ୧ ଟଙ୍କାରୁ ପ୍ରାୟ ଦେଢ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ସୁନା କିଣିବାର ସୁଯୋଗ ଦେଉଛନ୍ତି। ପେଟିଏମ୍‌ ଗୋଲ୍ଡ ପକ୍ଷରୁ ଗ୍ରାହକଙ୍କୁ ସୁନା କିଣିବା ନେଇ ସୁବିଧା ଦେଉଛି। ଗ୍ରାହକ ଏହି ଉପାୟରେ କିଣୁ ଥିବା ତୁରନ୍ତ ଡେଲିଭରି ନ ନେଲେ ମଧ୍ୟ ଚଳିବ। ୫ ବର୍ଷ ପର୍ଯ୍ୟନ୍ତ କମ୍ପାନୀ ଲକରରେ ଏହାକୁ ସୁରକ୍ଷିତ କରି ରଖାଯାଇ ପାରିବ। ସେହିଭଳି ବଜାର ମୂଲ୍ୟ ଅନୁସାରେ ଗ୍ରାହକ ଗୁଗଲ ପେ ଦ୍ୱାରା ସୁନା କିଣି ପାରିବେ। ଏଥିଲାଗି ଗୁଗଲ ପେ ଆପ୍ଲିକେସନ ଡାଉନଲୋଡ କରିବାକୁ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୬ ମାସ ପରେ ମୁଦ୍ରାସ୍ପୀତି ସାମାନ୍ୟ ହ୍ରାସ

ନୂଆଦିଲ୍ଲୀ,୧୪-୮: ଜୁଲାଇରେ କଞ୍ଜ୍ୟୁମର ପ୍ରାଇସ୍‌ ଇଣ୍ଡେକ୍ସ(ସିପିଆଇ) ଅର୍ଥାତ୍‌ ଖୁଚୁରା ମୁଦ୍ରାସ୍ଫୀତି ଗତ ୬ ମାସ ପରେ ସାମାନ୍ୟ ହ୍ରାସ ପାଇଛି। ମଙ୍ଗଳବାର ପ୍ରକାଶିତ ତଥ୍ୟ ଅନୁଯାୟୀ...

୧୫ ଲକ୍ଷ କୋଟି ଟପିଲା ବଜାର ପୁଞ୍ଜି

ଭୁବନେଶ୍ୱର,୫।୯: ଶେୟାର ବଜାରରେ ରିଲାଏନ୍ସ ଇଣ୍ଡଷ୍ଟ୍ରିର ଶେୟାର ମୂଲ୍ୟ ବୃଦ୍ଧି ସାଙ୍ଗକୁ ନିକଟରେ ବିଭିନ୍ନ କମ୍ପାନୀର ଅଂଶଧନ କ୍ରୟ ରିଲାଏନ୍ସକୁ ବେଶ୍‌ ଲାଭ ଦେଇଛି। ଫଳରେ ଗତ...

ବିଶ୍ୱ ବ୍ୟାଙ୍କକୁ ଟ୍ରମ୍ପଙ୍କ ତାଗିଦ; ଚାଇନାକୁ ଋଣ ପ୍ରଦାନ ବନ୍ଦ କର

ନୂଆଦିଲ୍ଲୀ,୯ା୧୨: ଆମେରିକା ଏବଂ ଚାଇନା ମଧ୍ୟରେ ଲାଗି ରହିଥିବା ବାଣିଜ୍ୟ ଯୁଦ୍ଧ ଥମିବାର ନା ନେଉନାହିଁ। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଡ୍ରମ୍ପ ପୁଣି ଥରେ ଚାଇନା...

ନିଯୁକ୍ତି ହ୍ରାସ କରାଯିବ ନାହିଁ: ରେଲଓ୍ବେ

ନୂଆଦିଲ୍ଲୀ,୩୧-୭: ରେଲଓ୍ବେରେ କର୍ମଚାରୀଙ୍କୁ ଛଟେଇ କରାଯିବ ନାହିଁ। ତେବେ ନିୟମିତ କାର୍ଯ୍ୟଧାରାର ସମୀକ୍ଷା ଲାଗି ଜୋନାଲ କାର୍ଯ୍ୟାଳୟଗୁଡ଼ିକୁ ପତ୍ର ଲେଖାଯାଇଛି ବୋଲି ସ୍ପଷ୍ଟୀକରଣରେ କୁହାଯାଇଛି। ୫୫...

ପୂର୍ବତଟ ରେଳପଥ ନୂଆ ମୁଖ୍ୟ ଆର୍ଥତ୍କ ପରାମର୍ଶଦାତା

ଭୁବନେଶ୍ୱର,୩୦-୫: ପୂର୍ବତଟ ରେଳପଥର ନୂଆ ମୁଖ୍ୟ ଆର୍ଥତ୍କ ପରାମର୍ଶଦାତା ଭାବେ ରବି ଶଙ୍କର ମିତ୍ର ଯୋଗ ଦେଇଛନ୍ତି। ସେ ଭାରତୀୟ ରେଳବାଇ ଆକାଉଣ୍ଟସ ସେବାର ୧୯୮୭...

ବଢ଼ିବ ଚିନି ଦାମ: ଉତ୍ପାଦନ କମିଛି ୨୨ ପ୍ରତିଶତ

ନୂଆଦିଲ୍ଲୀ,୪।୩: ଚଳିତ ବର୍ଷ ଦେଶରେ ଚିନି ଉତ୍ପାଦନ ୨୨ ପ୍ରତିଶତ କମିଛି। ଗତ ୫ ମାସ ଧରି ଏଭଳି ସ୍ଥିତି ଜାରି ରହିଛି। ତେଣୁ ଆଗାମୀ...

ଭାରତର ଚାପ ଆଗରେ ମୁଣ୍ଡ ନୁଆଇଲା ଆଣ୍ଟିଗୁଆ;ପ୍ରତ୍ୟର୍ପିତ ହେବେ ମେହୁଲ ଚୋକ୍‌ସି

ନୂଆଦିଲ୍ଲୀ,୨୬-୬: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ମହାଦୁର୍ନୀତିର ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ତଥା ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସି ଆଣ୍ଟିଗୁଆରୁ ପ୍ରତ୍ୟର୍ପିତ ହେବେ। ଆଣ୍ଟିଗୁଆ-ବାରବୁଡା ପ୍ରଧାନମନ୍ତ୍ରୀ...

ଓଡ଼ିଶାରେ ଜିଏସ୍‌ଟି ଆଦାୟ ୨୧% ବଢ଼ିଲା

ଭୁବନେଶ୍ୱର: ଚଳିତ ବର୍ଷ ଅକ୍ଟୋବରରେ ଓଡ଼ିଶାରେ ସାମଗ୍ରୀ ଓ ସେବା ଟିକସ (ଜିଏସ୍‌ଟି) ସଂଗ୍ରହ ଗତ ବର୍ଷ ଅକ୍ଟୋବର ତୁଳନାରେ ୨୧% ବଢି ୨୪୧୯ କୋଟି...

Advertisement
Archives

Model This Week