ଅକ୍ସଫୋର୍ଡ ୟୁନିଭର୍ସିଟିରେ ଲାଗିବ ରୋବୋ ଦ୍ୱାରା ପ୍ରସ୍ତୁତ ପେଣ୍ଟିଂ

ଲଣ୍ଡନ, ୪।୬: ବୈଜ୍ଞାନିକମାନେ ଏବେ ଏମିତି ରୋବୋ ତିଆରି କରିଛନ୍ତି ଯେଉଁ ରୋବୋ ଚିତ୍ର ଆଙ୍କି ପାରିବ ଏହି ରୋବୋର ନାଁ ଦିଆଯାଇଛି ଆଇଡା (Ai-Da)। ରୋବୋଟିକୁ ଏକ ସୁନ୍ଦର ଯୁବତୀର ରୂପ ଦିଆଯାଇଛି। ଏହା ତା’ର ରୋବୋଟିକ୍‌ ହାତ ଓ ଆଖିରେ ଚିତ୍ର ଆଙ୍କିବ। ଗଣିତଜ୍ଞ ଏଡା ଲବଲେସଙ୍କ ନାଁ ଅନୁଯାୟୀ ରୋବୋର ନାମକରଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍ଗଦାନ ପାଇଁ ସଚେତନତା: ୪ ଶହ ଦିନରେ ୪୩ ଦେଶ ଯାତ୍ରା କରି ଭେଟିଲେଣି ୭୩ ହଜାର ଲୋକଙ୍କୁ

ଓ୍ବାଶିଂଟନ,୧୯।୧: ଅଙ୍ଗଦାନ ନେଇ ସଚେତନତା ସୃଷ୍ଟି ପାଇଁ ଆମେରିକାରେ ବାସ କରୁଥିବା ଜଣେ ଭାରତୀୟ ନିଜର ପ୍ରୟାସ ଅବ୍ୟାହତ ରଖିଛନ୍ତି। ଅନୀଲ ଶ୍ରୀବାସ୍ତବ ଏବଂ ତାଙ୍କ...

ବୟଫ୍ରେଣ୍ଡ୍‌ଙ୍କ ସହିତ ମୋବାଇଲ୍‌ରେ କଥା ହେବାରୁ ମିଳିଲା ଏଭଳି ଦଣ୍ଡ…

କାବୁଲ,୨୮।୪: ମୋବାଇଲରେ ବୟଫ୍ରେଣ୍ଡ୍‌ଙ୍କ ସହିତ କଥା ହେବା ଜଣେ ଯୁବତୀଙ୍କୁ ମହଙ୍ଗା ପଡ଼ିଛି। ତାଙ୍କୁ ଜନଗହଳିପୂର୍ଣ୍ଣ ସ୍ଥାନରେ ସର୍ବସମ୍ମୁଖରେ ୪୦ ଥର ଚାବୁକ୍‌ମାଡ଼ ହୋଇଛି। ଏଭଳି...

ତାଲିବାନକୁ କଣ୍ଟ୍ରୋଲ କରିବାକୁ ପାକିସ୍ତାନ ପାଖରେ ଅର୍ଥର ଅଭାବ ରହିଛି: ହଶମତ

କାବୁଲ,୨୪ ।୮: ତାଲିବାନର କବଜାକୁ ଆସିବା ପରେ ଆଫଗାନିସ୍ତାନରେ ଶାସକ ପରିବର୍ତ୍ତନକୁ ନେଇ କେତେ କ’ଣ ଆଲୋଚନା ହେଉଛି । ଏପଟେ ଆଫଗାନିସ୍ତାନର ଭବିଷ୍ୟତକୁ ନେଇ...

ପେଟ୍ର ପାଭେଲ ହେଲେ ଚେକ୍‌ ରିପବ୍ଲିକର ନୂଆ ରାଷ୍ଟ୍ରପତି

ପ୍ରାଗ୍ୟୁ,୨୯।୧: ଉତ୍ତର ଆଟଲାଣ୍ଟିକ ଚୁକ୍ତି ସଂଗଠନ (ନାଟୋ) ସାମରିକ କମିଟିର ପୂର୍ବତନ ଅଧ୍ୟକ୍ଷ ପେଟ୍ର ପାଭେଲ ଚେକ୍‌ ରିପବ୍ଲିକର ନୂତନ ରାଷ୍ଟ୍ରପତି ହୋଇଛନ୍ତି। ପେଟ୍ର ପାଭେଲ...

ଚାଇନା ଗୁପ୍ତଚରୀ ଏଜେନ୍ସି ଟାର୍ଗେଟରେ ଅବସରପ୍ରାପ୍ତ ନେପାଳୀ ଅଫିସର…

ବେଜିଂ, ୧୭।୫ : ଚାଇନାର ଗୁପ୍ତଚର ଏଜେନ୍ସି ନେପାଳର ସେନାର ପୂର୍ବତନ ଅଧିକାରୀମାନଙ୍କୁ ଏହାର ଟାର୍ଗେଟରେ ରଖିଛି। ନେପାଳର ବହୁ ଅବସରପ୍ରାପ୍ତ ବରିଷ୍ଠ ସେନା ଅଧିକାରୀ...

୩ ହଜାର ଆମେରିକାବାସୀ ରୁଷିଆ ବିରୋଧରେ ଉଠାଇବେ ବନ୍ଧୁକ…

କ୍ୱିଭ୍‌, ୬।୩ : ୟୁକ୍ରେନ ଉପରେ ରୁଷିଆ ଆକ୍ରମଣକୁ ଇତିମଧ୍ୟରେ ୧୧ ଦିନ ବିତିଛି। ୟୁକ୍ରେନ୍‌ର ଗୋଟିଏ ପରେ ଗୋଟିଏ ସହର ରୁଷିଆ ସୈନ୍ୟ ଦଖଲ...

ଆର୍ଜେଣ୍ଟିନାର କାର୍ଡେବାରୁ ୫୧୭ କିଲୋମିଟର ଉତ୍ତରରେ ଶକ୍ତିଶାଳୀ ଭୂକମ୍ପ, ରିକ୍ଟର ସ୍କେଲରେ ତୀବ୍ରତା ୬.୫

କାର୍ଡେବା,୨୧ ।୧: ଆର୍ଜେଣ୍ଟିନାର କାର୍ଡେବାରୁ ୫୧୭ କିଲୋମିଟର ଉତ୍ତରରେ ଶନିବାର ଭୋର ୩ଟା ୩୯ରେ ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୁତ ହୋଇଛି । ରିକ୍ଟର ସ୍କେଲରେ...

ୟୁକ୍ରେନରୁ ଚୋରି କରି ନେଇଥିବା ପାଞ୍ଚ ଲକ୍ଷ ଟନ ଗହମକୁ ଆଫ୍ରିକୀୟ ଦେଶକୁ ବିକ୍ରି କରୁଛି ରୁଷିଆ

କ୍ୱିଭ/ମସ୍କୋ/ ନାଇରୋବି,୭ ।୬: ରୁଷିଆ-ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ୨ ମାସରୁ ଅଧିକ ସମୟ ହୋଇ ଗଲାଣି । ହେଲେ ଏବେବି ସେଠାରେ ଉତ୍ତେଜନା ପରିସ୍ଥିତି...

Advertisement
Archives

Model This Week