ଅଗଷ୍ଟରେ ବିବାହ କରିବେ ବାହୁବଳୀ ଫେମ୍‌ ରାଣା

‘ବାହୁବଳୀ’ ଫେମ୍‌ ରାଣା ଡାଗୁବତୀ ଖୁବ୍‌ଶୀଘ୍ର ବିବାହ ବନ୍ଧନରେ ଆବଦ୍ଧ ହେବାକୁ ଯାଉଛନ୍ତି। ଲକ୍‌ଡାଉନ୍‌ ମଧ୍ୟରେ ଗର୍ଲଫ୍ରେଣ୍ଡ୍‌ ମିହିକା ବଜାଜଙ୍କ ସହ ତାଙ୍କ ନିର୍ବନ୍ଧ ସମ୍ପନ୍ନ ହୋଇଥିଲା। ଏବେ ତାଙ୍କ ପିତା ତଥା ପ୍ରଯୋଜକ ସୁରେଶ ବାବୁ ବିବାହ ତାରିଖ ମଧ୍ୟ ଘୋଷଣା କରିଛନ୍ତି। ଉଭୟଙ୍କ ବିବାହ ଅଗଷ୍ଟ ୮କୁ ଧାର୍ଯ୍ୟ କରାଯାଇଛି। ଏହି ବିବାହରେ କେବଳ ଉଭୟଙ୍କ ପରିବାର ସାମିଲ ହେବେ ବୋଲି ସୁରେଶ କହିଛନ୍ତି। ଏହାସହ କରୋନା ଯୋଗୁ ଜାରି କରାଯାଇଥିବା ସମସ୍ତ ନିୟମକାନୁନ ପାଳନ କରାଯିବ ବୋଲି ସେ ସ୍ପଷ୍ଟ କରିଛନ୍ତି। ରାଣା ଏବଂ ମିହିକାଙ୍କ ମଧ୍ୟରେ ଅନେକ ବର୍ଷ ହେବ ପ୍ରେମ ସମ୍ପର୍କ ରହିଛି। ମିହିକା ଜଣେ ଇଣ୍ଟିରିୟର୍‌ ଡିଜାଇନର୍‌। ବିଭିନ୍ନ ସେଲିବ୍ରିଟିଙ୍କ ବିବାହ ଆୟୋଜନର ଦାୟିତ୍ୱ ନେଇଥାନ୍ତି ମିହିକା। ଏହି ଅବସରରେ ରାଣାଙ୍କ ସହ ତାଙ୍କ ପରିଚୟ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ସୂର୍ଯ୍ୟବଂଶୀ’ରେ ଅଭିନୟ କରିବେ କ୍ୟାଟ୍ରିନା

ମୁମ୍ବାଇ: ଫିଲ୍ମ ନିର୍ମାତା ରୋହିତ ଶେଟ୍ଟୀଙ୍କ ପରବର୍ତ୍ତୀ ସିନେମା ‘ସୂର୍ଯ୍ୟବଂଶୀ’ରେ ଅଭିନୟ କରିବାକୁ ଯାଉଛନ୍ତି କ୍ୟାଟ୍ରିନା କୈଫ। ଏଥିରେ ଅକ୍ଷୟ କୁମାରଙ୍କ ସହ ତାଙ୍କର ଯୋଡ଼ି...

ସୁଶାନ୍ତଙ୍କ ବାପାଙ୍କ ଫୋନ୍‌, ମେସେଜ୍‌ର ଜବାବ ଦେଉ ନ ଥିଲେ ରିୟା-ଶ୍ରୁତି: ସ୍କ୍ରିନ୍‌ଶଟ୍‌ ଭାଇରାଲ

ବମ୍ବେ: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ହତ୍ୟା ନା ଆତ୍ମହତ୍ୟା ତାହା ଏବେ ବି ସନ୍ଦେହ ଘେରରେ। ଦିନକୁ ଦିନ ଏହି ଘଟଣା...

‘ରାମାୟଣ’, ‘ମହାଭାରତ’କୁ ନେଇ ଟିଆର୍‌ପି ଦୌଡରେ ଦୁଇ ଘରୋଇ ଚ୍ୟାନେଲ

ନୂଆଦିଲ୍ଲୀ,୪।୫: କରୋନା ଭାଇରସକୁ ନେଇ ସାରା ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଦୂରଦର୍ଶନରେ ପ୍ରସାରିତ ହୋଇଥିଲା ପୁରୁଣା ଧାରାବାହିକ ‘ରାମାୟଣ’ ଓ ‘ମହାଭାରତ’। ଦର୍ଶକେ ଏହାକୁ...

ଶୁଟିଂ ସେଟ୍‌ରେ ରେଖାଙ୍କୁ ଜୋର ଜବରଦସ୍ତ ଚୁମ୍ବନ ଦେଇଥିଲେ ଏହି ଅଭିନେତା, କାନ୍ଦିଥିଲେ ମଧ୍ୟ ଛାଡି ନ ଥିଲେ

ପ୍ରସିଦ୍ଧ ଅଭିନେତ୍ରୀ ରେଖା ମାତ୍ର ୪ ବର୍ଷ ବୟସରେ ଶିଶୁ ଅଭିନେତା ଭାବରେ ତାଙ୍କର ଚଳଚ୍ଚିତ୍ର ଜୀବନ ଆରମ୍ଭ କରିଥିଲେ। ବଲିଉଡରେ ତାଙ୍କର ପ୍ରଥମ ଚଳଚ୍ଚିତ୍ର...

ନିର୍ବନ୍ଧରେ ସବୁଠୁ ଦାମୀ ମୁଦି ପିନ୍ଧିଥିଲେ ଅନୁଷ୍କା ଶର୍ମା, ମୂଲ୍ୟ ଜାଣିଲେ…

ବିବାହକୁ ନେଇ ସମସ୍ତେ ଉତ୍ସାହିତ ଥାନ୍ତି। ସେ ସେଲିବ୍ରେଟି ହୁଅନ୍ତୁ କିମ୍ବା ସାଧାରଣ ଲୋକ। ବିବାହ ବେଳେ ଅନେକ ରୀତିନୀତି କରାଯାଉ ଥିବାବେଳେ ସେଥିମଧ୍ୟରୁ ନିର୍ବନ୍ଧ...

ରାଗିଲେ ହେମା

ମୁମ୍ବାଇ,୧୮।୪: କରୋନା ଭାଇରସକୁ ନେଇ ସାରା ଦେଶରେ ଜାରି ରହିଛି ଲକ୍‌ଡାଉନ୍‌। ଆଉ କରୋନାକୁ ହରାଇବାକୁ ଅନେକ ଲୋକ ସେମାନଙ୍କ ଜୀବନକୁ ବାଜି ଲଗାଇ ଦେଇଛନ୍ତି...

କଙ୍ଗନାଙ୍କ ସିକ୍ରେଟ୍‌ ଖୋଲିଲେ ତାଙ୍କ ଭଉଣୀ

ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍‌ଙ୍କ ଭଉଣୀ ରଙ୍ଗୋଲୀ ଚନ୍ଦେଲ ସୋସିଆଲ ମିଡିଆରେ ବେଶ୍‌ ଆକ୍ଟିଭ୍‌ ରହୁଛନ୍ତି। ବେଳେବେଳେ ଟୁଇଟ୍‌ କରି ନିଜ ପରିବାର ବିଷୟରେ କିଛି...

ଦିଲ୍‌ ମେ ହୋ ତୁମ୍‌…

ମୁମ୍ବାଇ, ୧୬।୨ : ପ୍ରସିଦ୍ଧ ସଙ୍ଗୀତ ନିର୍ଦ୍ଦେଶକ ତଥା ଗାୟକ ବାପି ଲାହିରୀଙ୍କ ପରଲୋକ ମଙ୍ଗଳବାର ରାତି ସାଢ଼େ ୧୧ଟାରେ ମୁମ୍ବାଇର ଜୁହୁସ୍ଥିତ କ୍ରିଟି କେୟାର...

Advertisement
Archives

Model This Week