Posted inଜାତୀୟ

ଅଗଷ୍ଟା ଓ୍ବେଷ୍ଟଲ୍ୟାଣ୍ଡ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରୁ କମଲନାଥଙ୍କ ଭଣଜା ଫେରାର

ନୂଆଦିଲ୍ଲୀ,୨୭।୭: ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ କମଲନାଥଙ୍କ ଭଣଜା ରତୁଲ ପୁରୀ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)ର ହାଜତରୁ ଫେରାର ହୋଇଯାଇଥିବା ଜଣାପଡ଼ିଛି। ଅଗଷ୍ଟା ଓ୍ବେଷ୍ଟଲ୍ୟାଣ୍ଡ ମାମଲାରେ ରତୁଲ ପୁରୀଙ୍କୁ ଇଡି ସମନ ପଠାଇ ଶନିବାର କାର୍ଯ୍ୟାଳୟକୁ ଡକାଇଥିଲା। ସକାଳେ ରତୁଲ ପହଞ୍ଚିଥିବା ବେଳେ ତାଙ୍କୁ ଅଧିକାରୀମାନେ ଅପେକ୍ଷା କରିବାକୁ କହିଥିଲେ। କିନ୍ତୁ ରତୁଲ ଅପେକ୍ଷା ନ କରି ସେଠାରୁ ପଳାଇଯାଇଥିଲେ। ଭିଭିଆଇପି ଚପର ଦୁର୍ନିତୀରେ ଗିରଫ ଭୟରେ ସେ ଫେରାର ହୋଇଯାଇଥିବା ଚର୍ଚ୍ଚା ହେଉଛି। ଏହାରି ଭିତରେ ସେ ଦିଲ୍ଲୀ ହାଇକୋର୍ଟରେ ଆଗୁଆ ଜାମିନ ପାଇଁ ଆବେଦନ କରିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନାରେ ଅନାଥ ପିଲାଙ୍କୁ ମିଳିବ ମାଗଣା ଶିକ୍ଷା, ଆର୍ଥିକ ସହାୟତା

ନୂଆଦିଲ୍ଲୀ,୨୯।୫: କରୋନା ମହାମାରୀରେ ମା’ ବାପାଙ୍କୁ ହରାଇ ଅନାଥ ହୋଇଥିବା ପିଲାଙ୍କ ପାଇଁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ବଡ ଘୋଷଣା କରିଛନ୍ତି। ଅନାଥ...

ପୋଲିସ-ପ୍ରବାସୀ ଶ୍ରମିକ ମୁହାଁମୁହିଁ

ଅହମଦାବାଦ,୧୮।୫: ଥମୁନି ପ୍ରବାସୀ ଶ୍ରମିକଙ୍କ ଦୁର୍ଦ୍ଦଶା। ଲକ୍ଷ ଲକ୍ଷ ପ୍ରବାସୀ ଶ୍ରମିକ ନିଜ ନିଜ ରାଜ୍ୟରେ ପହଞ୍ଚିଥିବା ବେଳେ ଏବେବି ଆହୁରି ଅନେକ ବାହାର ରାଜ୍ୟରେ...

ବଡ଼ ଦୁର୍ଘଟଣାରୁ ବଞ୍ଚିଗଲେ ୟେଦୁରପ୍ପା

କଲାବର୍ଗୀ(କର୍ନାଟକ),୬।୩: ଏକ ବଡ଼ଧରଣର ବିମାନ ଦୁର୍ଘଟଣାରୁ ବଞ୍ଚିଗଲେ କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପା। କର୍ନାଟକର କଲାବର୍ଗୀର ଜେବରଗୀକୁ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ଯାଉଥିବା ବେଳେ...

କୋଭିଡ୍‌ ଆକ୍ରାନ୍ତଙ୍କୁ ଦିଆଯିବ ଡିଆର୍‌ଡିଓ ପ୍ରସ୍ତୁତ ମେଡିସିନ

ନୂଆଦିଲ୍ଲୀ,୧୬।୫: କୋଭିଡ୍‌ ଚିକିତ୍ସା ପାଇଁ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆର୍‌ଡିଓ) ଦ୍ୱାରା ବିକଶିତ ଔଷଧ ୨-ଡିଓକ୍ସି-ଡି-ଗ୍ଲୁକୋଜ୍‌ (୨-ଡିଜି) ସୋମବାର ହସ୍ପିଟାଲକୁ ପଠାଯିବ। ପ୍ରତିରକ୍ଷା...

ହୋମ୍‌ ଆଇସୋଲେଶନରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ

ନୂଆଦିଲ୍ଲୀ,୨୧।୪: କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ସୋମବାର କରୋନା ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ୍‌ ଆଇସୋଲେଶନରେ ରହିଛନ୍ତି। କେନ୍ଦ୍ର...

ଉତ୍ତର ପ୍ରଦେଶ ଅପେକ୍ଷା ପଶ୍ଚିମବଙ୍ଗରେ ବଡ଼ ବିଜୟ ହାସଲ କରିବୁ: ଅମିତ ଶାହା

କୋଲକତା,୭।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନରେ ତୃତୀୟ ପର୍ଯ୍ୟାୟ ମତଦାନ ସରିଛି। ଭାରତୀୟ ଜନତା ପାର୍ଟି କ୍ରମାଗତ ଭାବରେ ରାଜ୍ୟରେ ବଡ ବିଜୟ ଦାବି କରୁଛି। ଏଥି...

ପୁଣି ଘନେଇଲା ସଙ୍କଟ, ସକ୍ରିୟ ମାମଲା ଉପର ମୁହାଁ…

ନୂଆଦିଲ୍ଲୀ, ୧।୫ : ଦେଶରେ କରୋନା ମହାମାରୀ ସଂକ୍ରମଣ ପୁଣି ଫେରିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।...

ଗୁଜରାଟର ପୂର୍ବତନ ରାଜ୍ୟପାଳ ଓପି କୋହଲିଙ୍କ ପରଲୋକ

ଅହମଦାବାଦ,୨୦।୨: ଗୁଜରାଟର ପୂର୍ବତନ ରାଜ୍ୟପାଳ ତଥା ଭାଜପାର ବରିଷ୍ଠ ନେତା ଓମ୍‌ ପ୍ରକାଶ କୋହଲିଙ୍କ ସୋମବାର ପରଲୋକ ଘଟିଛି। ୮୭ବର୍ଷରେ ସେ ଶେଷ ନିଃଶ୍ୱାସ ତ୍ୟାଗ...

Advertisement
Archives

Model This Week