Posted inଜାତୀୟ

ଅଗଷ୍ଟ ୧୦ରେ ହେବ ସିଡବ୍ଲ୍ୟୁସି ବୈଠକ

ନୂଆଦିଲ୍ଲୀ,୪।୮:କଂଗ୍ରେସ ଦଳ ବେଳକୁ ବେଳ ପତନ ଆଡକୁ ଗତି କରୁଥିବାରୁ ଏବେ ଚିନ୍ତା ବଢିଯାଇଛି। ଦଳରେ ଏବେ ମୁଖିଆଙ୍କ ଅଭାବକୁ ନେଇ ଆସନ୍ତା ୧୦ ତାରିଖରେ କଂଗ୍ରେସ ଓ୍ବାର୍କିଂ କମିଟି(ସିଡବ୍ଲ୍ୟୁସି)ର ଏକ ବୈଠକ ଡକାଯାଇଛି। ରାହୁଲ ଗାନ୍ଧୀ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେବା ପରେ ଏହା ପ୍ରଥମ ବୈଠକ। ଅଧିକାଂଶ ରାଜ୍ୟରେ କଂଗ୍ରେସ ନେତାମାନେ ଦଳ ଛାଡି ଭାଜପାରେ ଯୋଗ ଦେଉଥିବା ବେଳେ ଏବେ ଦଳରେ ସଙ୍କଟ ଦେଖାଦେଇଛି। ଅନ୍ୟପଟେ ଗତ ଲୋକ ସଭା ନିର୍ବାଚନରେ ଶୋଚନୀୟ ପରାଜୟ ପରେ କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଇସ୍ତଫା ଦେଇଥିଲେ। ଯାହା ଚାହୁଁ ନ ଥିଲେ କଂଗ୍ରେସର ବରିଷ୍ଠ ବିଧାୟକମାନେ। ଏପଟେ ରାହୁଲ ଇସ୍ତଫା ଦେବାକୁ ଅଡିବସି ଶେଷରେ ତାଙ୍କ ଜିଦରେ ଅଟଳ ରହିଥିଲେ। ଆଉ ସେ ଇସ୍ତଫା ଦେବା ପରଠାରୁ ଏପର୍ଯ୍ୟନ୍ତ ଦଳ ଅଧ୍ୟକ୍ଷ ପଦରେ ମଧ୍ୟ କେହି ନ ଥିବା ଦଳର ଦୁର୍ବଳତାକୁ ଦର୍ଶାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ରୁଷିଆ ସହ ବଢିବ ସୁସମ୍ପର୍କ: ଫୋନ କରି ପୁଟିନଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୨।୭: ସମ୍ବିଧାନ ସଂଶୋଧନକୁ ନେଇ ରୁଷିଆରେ ହୋଇଥିବା ଭୋଟିଂରେ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କୁ ବହୁମତ ମିଳିଛି ବୋଲି ବିଶେଷ ସୂତ୍ରରୁ ଜଣାପଡିବା ପରେ ଏହା ଏକ...

ରାଷ୍ଟ୍ରପତି ନିର୍ବାଚନ ପାଇଁ ସୋନିଆ-ଶରଦ-ମମତାଙ୍କ ସମର୍ଥନ ଲୋଡିଲେ ଦ୍ରୌପଦୀ

ନୂଆଦିଲ୍ଲୀ,୨୪।୬: ଏନ୍‌ଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଶୁକ୍ରବାର ରାଷ୍ଟ୍ରପତି ନିର୍ବାଚନ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏହାପରେ ସେ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷ ସୋନିଆ...

ଅଗ୍ନିପଥ ଯୋଜନା: ଜନ୍ତରମନ୍ତରରେ ସତ୍ୟାଗ୍ରହ କରିବ କଂଗ୍ରେସ

ନୂଆଦିଲ୍ଲୀ,୧୮।୬: କେନ୍ଦ୍ର ସରକାରଙ୍କ ଅଗ୍ନିପଥ ଯୋଜନାକୁ ବିରୋଧ କରି ଦେଶର ବିଭିନ୍ନ ରାଜ୍ୟରେ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଦିନକୁ ଦିନ ଏହି ପ୍ରତିିବାଦ ଉଗ୍ର ରୂପ...

ମୁଖ୍ୟମନ୍ତ୍ରୀ, ତାଙ୍କ ପତ୍ନୀଙ୍କ ବିରୋଧରେ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ

ଡେରାଡୁନ,୧୪।୨: ଉତ୍ତରାଖଣ୍ଡ ବିଧାନସଭା ନିର୍ବାଚନର ସମସ୍ତ ୭୦ଟି ଆସନ ପାଇଁ ସୋମବାର ମତଦାନ ଜାରି ରହିଛି। ରାଜ୍ୟର ମୁଖ୍ୟମନ୍ତ୍ରୀ ପୁଷ୍କର ସିଂହ ଧାମି ଓ ତାଙ୍କ...

କଂଗ୍ରେସକୁ ପୁଣି ଏକ ବଡ଼ ଝଟ୍‌କା

ଗୁଆହାଟୀ,୧୧।୯: ଆସାମରେ କଂଗ୍ରେସକୁ ଏକ ବଡ଼ ଝଟ୍‌କା ଲାଗିଛି। ଦଳର ବଡ଼ ନେତା କାମରୁଲ ଇସଲାମ ଚୌଧୁରୀ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଆସାମ...

କରୋନାକୁ ହରାଇଲେ ୧୦୦ ବର୍ଷିୟା ମହିଳା: କହିଲେ…

ବାଙ୍ଗାଲୋର,୨୫।୭-ସାରା ଦେଶରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ପ୍ରତିଦିନ ହଜାର ହଜାର କରୋନା ପଜିଟିଭ ଚିହ୍ନଟ ହେଉଛନ୍ତି। ତେବେ ଏପରିସ୍ଥିତିରେ କର୍ଣ୍ଣାଟକ ବେଲାରୀ ଜିଲାର...

ସୁଷମାଙ୍କ ମୃତ୍ୟୁରେ ଭାଙ୍ଗିପଡିଛନ୍ତି ସ୍ବାମୀ କୌଶଳ, ଝିଅ ବାଂଶୁରୀ

ନୂଆଦିଲ୍ଲୀ, ୭।୮:ସବୁଦିନ ପାଇଁ ଆଖି ବୁଜିଛନ୍ତି ପୂର୍ବତନ ବର୍ହିବ୍ୟାପାର ମନ୍ତ୍ରୀ ସୁଷମା ସ୍ବରାଜ। ଏ ଘଟଣା ଅନେକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛି। ଦଳମତ ନିର୍ବିଶେଷରେ ସମସ୍ତ...

ତାଜମହଲ ଦେଖିବାକୁ ଆସିଛନ୍ତି ସର୍ବାଧିକ ପର୍ଯ୍ୟଟକ…

ଆଗ୍ରା, ୨୯।୯ : ୨୦୨୧-୨୨ ମସିହାରେ ସର୍ବାଧିକ ପର୍ଯ୍ୟଟକ ତାଜମହଲ ପରିଦର୍ଶନ କରିଛନ୍ତି। କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରଣାଳୟର ପକ୍ଷରୁ ପ୍ରକାଶିତ ହୋଇଥିବା ରିପୋର୍ଟରେ ଏହି ସୂଚନା...

Advertisement
Archives

Model This Week