Posted inଜାତୀୟ

ଅଗଷ୍ଟ ୧୫ ପର୍ଯ୍ୟନ୍ତ ସବୁ ଅଧିକାରୀଙ୍କ ଛୁଟି ବାତିଲ

ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରିଛନ୍ତି। ଏପଟେ ଛୁଟିରେ ଥିବା ବା ରାଜ୍ୟ ବାହାରେ ଥିବା ଅଧିକାରୀମାନେ ସୋମବାର ଅପରାହ୍ନ ସୁଦ୍ଧା କାର୍ଯ୍ୟରେ ଯୋଗ ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। ମୁଖ୍ୟମନ୍ତ୍ରୀଙ୍କଠାରୁ ଏହି ନିର୍ଦ୍ଦେଶ ପାଇବା ପରେ ସ୍ବତନ୍ତ୍ର ସଚିବ ଧନଞ୍ଜୟ ଶୁକ୍ଳା ସମସ୍ତ ସଚିବମାନଙ୍କୁ ଏହା ଜଣାଇଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

ରେଳ ଷ୍ଟେସନରେ ଚାଞ୍ଚଲ୍ୟ! ମା’ କୋଳରେ ଶୋଇଥିବା ପୁଅକୁ ଅପହରଣ, ସିସିଟିଭିରେ…

ହାଇଦ୍ରାବାଦ,୨।୭: ଦେଶର ସବୁଠାରୁ ବ୍ୟସ୍ତବହୁଳ ରେଳ ଷ୍ଟେସନ ମଧ୍ୟରୁ ହାଇଦ୍ରାବାଦର ସିକନ୍ଦରାବାଦ ରେଳ ଷ୍ଟେସନ ଅନ୍ୟତମ । ଏଠାରୁ ଏକ ଆଶ୍ଚର୍ଯ୍ୟଜନକ ଅପହରଣ ଘଟଣା ସାମ୍ନାକୁ ଆସିଛି…

ବିକାଶ ବାଟବଣା: ବସଷ୍ଟାଣ୍ଡରେ ଲହଡ଼ି ମାରୁଛି ବର୍ଷାଜଳ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ବିକାଶ ବାଟବଣା ହୋଇ ପଡ଼ିଛି। ଏଠାରେ ଡ୍ରେନେଜ ବ୍ୟବସ୍ଥା ଭୁଷୁଡି ପଡିଛି। ସାମାନ୍ୟ ବର୍ଷାରେ ବରଗଡ ସହର କେନ୍ଦ୍ରସ୍ଥଳୀରେ ରହିଥିବା ସରକାରୀ…

ଇନଷ୍ଟାଗ୍ରାମ ପ୍ରେମର ଭୟଙ୍କର ଅନ୍ତ; ପ୍ରେମିକାଙ୍କୁ ହତ୍ୟା ପରେ କବର ଦେଲେ ପ୍ରେମିକ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଲକ୍ଷ୍ନୌ,୨ା୭: ଉତ୍ତର ପ୍ରଦେଶର ପ୍ରୟାଗରାଜରୁ ଏକ ଅଜବ ଏବଂ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଇନଷ୍ଟାଗ୍ରାମରୁ ହୋଇଥିବା ପ୍ରେମ ମୃତ୍ୟୁର କାରଣ ସାଜିଛି । ଘଟଣାଟି ପ୍ରୟାଗରାଜର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଓମପ୍ରକାଶ: ଅନ୍ତର୍ଜାତୀୟ ବାଳୁକା କଳା ପ୍ରଦର୍ଶନୀରେ…

କର୍ଲାମୁଣ୍ଡା,୨।୭(ପ୍ରଦୀପ କୁମାର ସାହୁ):ଆସନ୍ତା ୪ରୁ ୧୦ ଜୁଲାଇ ପର୍ଯ୍ୟନ୍ତ ତାଇୱାନରେ ଅନୁଷ୍ଠିତ ହେବାକୁ ଥିବା ଟଙ୍ଗସାଇଓ ବାଲୁକା ଭାସ୍କର୍ଯ୍ୟ କଳା ପ୍ରଦର୍ଶନରେ ଭାଗନେବା ପାଇଁ ପୁଣିଥରେ ନିମନ୍ତ୍ରିତ…

୫୦ହଜାର ଖସିଲାଣି ସୁନାଦର! ଏକ୍ସପର୍ଟ କହିଲେ ଆଗକୁ ଲକ୍ଷେ ତଳକୁ…

ନୂଆଦିଲ୍ଲୀ, ୨ା୭: ସୁନା ବଜାରରେ ଜାରି ରହିଥିବା ଦ୍ରୁତ ଅଭିବୃଦ୍ଧି ଏବେ ଓଲଟା ମୋଡ଼ ନେଇଛି। ଚଳିତ ବର୍ଷ ପ୍ରାରମ୍ଭରେ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX)ରେ ପ୍ରତି…

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri